୨ ଡାକ୍ତରଖାନା ଦାୟିତ୍ୱରେ ଜଣେ ଅଧିକାରୀ

କେନ୍ଦୁଝର,୨୧ା୧(ସ୍ବ.ପ୍ର.): କର୍ମଚାରୀ ଅଭାବ ଆଳରେ କେନ୍ଦୁଝର ଜିଲାର ପଦ୍ମପୁର ଓ ବାଂଶପାଳ ଦୁଇଟି ଗୁରୁତ୍ୱପୂର୍ଣ୍ଣ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଦାୟିତ୍ୱରେ ଜଣେ ଡାକ୍ତର(ଅଧିକାରୀ)ଙ୍କୁ ନିଯୁକ୍ତ କରାଯାଇଛି। ଫଳରେ ରୋଗୀଙ୍କୁ…

କଲେଜିୟମ-କେନ୍ଦ୍ର ମୁହାଁମୁହିଁ

ନୂଆଦିଲ୍ଲୀ,୨୧।୧: ବିଚାରପତି ନିଯୁକ୍ତିକୁ ନେଇ କିଛି ମାସ ହେଲା କେନ୍ଦ୍ର ସରକାର ଏବଂ ସୁପ୍ରିମକୋର୍ଟ କଲେଜିୟମ ମଧ୍ୟରେ ଟଣାଓଟରା ଲାଗିରହିଛି। ବିଚାରପତି ନିଯୁକ୍ତି ଲାଗି କଲେଜିୟମଙ୍କ ସୁପାରିସକୁ…

ଧରିତ୍ରୀ କାର୍ଟୁନ୍‍ – Dharitri Cartoon

ଧରିତ୍ରୀ କାର୍ଟୁନ୍‍

କାଙ୍ଗାଳ ପଥରେ ଥିବା ପାକିସ୍ତାନର ସହାୟତା ଲାଗି ଆଗକୁ ଆସିଲା ୟୁଏଇ

ଇସଲାମାବାଦ,୨୦।୧: ଡିଫଲ୍ଟର ପଥରେ ଥିବା ପାକିସ୍ତାନକୁ ସାହାଯ୍ୟ କରିବାକୁ ଆଗେଇ ଆସିଛି ବନ୍ଧୁ ଦେଶ ସଂଯୁକ୍ତ ଆରବ ଏମିରେଟ୍ସ(ୟୁଏଇ)। ଦେଶର ବୈଦେଶିକ ମୁଦ୍ରା ଭଣ୍ଡାର ଖାଲି ହେବାକୁ…

ବ୍ରିଜ ଭୂଷଣଙ୍କ ଉପରେ ଲାଗିଥିବା ଅଭିଯୋଗର ଯାଞ୍ଚ କରିବ ୭ ଜଣିଆ କମିଟି

ନୂଆଦିଲ୍ଲୀ,୨୦।୧: ରେସଲିଂ ଫେଡେରେଶନ୍‌ ଏବଂ ରେସଲରଙ୍କ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଭାରତୀୟ ଅଲିମ୍ପିକ୍‌ ଆସୋସିଏଶନ(ଆଇଓଏ) ଏକ ବଡ଼ ନିଷ୍ପତ୍ତି ନେଇଛି। ଡବ୍ଲୁଏଫ୍‌ଆଇ ମୁଖ୍ୟ ବ୍ରିଜ ଭୂଷଣ…

ପୁଣି ରାମ ରହିମଙ୍କୁ ମିଳିଲା ୪୦ ଦିନିଆ ପାରୋଲ

ନୂଆଦିଲ୍ଲୀ,୨୦।୧: ବଳତ୍କାର ଏବଂ ହତ୍ୟା ମାମଲାର ଦୋଷୀ ଡେରା ସଚ୍ଚା ସୌଦା ମୁଖ୍ୟ ଗୁରମିତ ରାମ ରହିମ୍‌ ସିଂଙ୍କୁ ପୁଣି ୪୦ ଦିନିଆ ପାରୋଲ ଅନୁମତି ଦିଆଯାଇଛି।…

ସାକ୍ଷୀଙ୍କୁ ଧମକ, ଅଭିଯୁକ୍ତ ଗିରଫ

ବ୍ରହ୍ମପୁର ଅଫିସ,୨୦ା୧-ଏକ ହତ୍ୟା ଉଦ୍ୟମ ମାମଲାର ସାକ୍ଷୀଙ୍କୁ ଧମକ ଦେବା ଅଭିଯୋଗରେ ନିମଖଣ୍ଡି ଥାନା ପୋଲିସ ଜଣଙ୍କୁ ଗିରଫ କରିଛି। ସେ ହେଲେ ଜଗଦଳପୁରର ହେମନ୍ତ ଡାକୁଆ(୨୪)।…

୨ ହତ୍ୟାକାରୀଙ୍କୁ ଆଜୀବନ ଜେଲ

ବାରିପଦା ଅଫିସ,୨୦ା୧: ମୟୂରଭଞ୍ଜ ଅତିରିକ୍ତ ଜିଲା ଓ ଦୌରା ଜଜ(୨) କୋର୍ଟରେ ଶୁକ୍ରବାର ଏକ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଜଜ ଡ. ଦୀପକ ରଞ୍ଜନ…

ବାପାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା

କରଞ୍ଜିଆ,୨୦ା୧- ମୟୂରଭଞ୍ଜ ଜିଲା କରଞ୍ଜିଆ ଥାନା ଅଧୀନ ଧୋକଟା ଗଁାରେ ଶୁକ୍ରବାର ବାପାଙ୍କୁ ଟାଙ୍ଗିଆରେ ହାଣି ପୁଅ ହତ୍ୟା କରିଥିବା ଚର୍ଚ୍ଚାର ବିଷୟ ହୋଇଛି। ମୃତକ ହେଲେ…

ନୌସେନାକୁ ମିଳିବ ‘ଆଇଏନ୍‌ଏସ୍‌ ଭାଗିର୍‌’: ଶତ୍ରୁକୁ ଚକମା ଦେଖାଇ ଆକ୍ରମଣ କରିବାରେ ସକ୍ଷମ

ନୂଆଦିଲ୍ଲୀ,୨୦।୧: ଭାରତୀୟ ନୌସେନାର ଶକ୍ତି କ୍ରମାଗତ ଭାବେ ବୃଦ୍ଧି ପାଉଛି। ଆସନ୍ତା ଜାନୁୟାରୀ ୨୩ରେ ନୌସେନାରେ ସାମିଲ ହେବ ଆଧୁନିକ ଡିଜେଲ-ଇଲେକ୍ଟ୍ରିକ ଆକ୍ରମଣ ବୁଡ଼ାଜାହାଜ ‘ଆଇଏନ୍‌ଏସ୍‌ ଭାଗିର୍‌’।…