ସୁଇଜରଲାଣ୍ଡର ବିଜୟୀରେ ଖୁସି ମନାଇପାରି ନ ଥିଲେ ଇମ୍ବୋଲା

କାତାର, ୨୪।୧୧: ବ୍ରିଲ ଇମ୍ବୋଲାଙ୍କ ଗୋଲ ବଳରେ ସୁଇଜରଲାଣ୍ଡ ଚଳିତ ଫିଫା ବିଶ୍ୱକପ୍‌ରେ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ଗୁରୁବାର ଅନୁଷ୍ଠିତ ଗ୍ରୁପ୍‌ ‘ଜି’ ମ୍ୟାଚରେ…

ଜିଲା ମାନ୍ୟତା ଦାବି ତେଜିଲା

ଟିଟିଲାଗଡ,୨୪ା୧୧(ଡି.ଏନ.ଏ.): ଟିଟିଲାଗଡ଼ ଉପଖଣ୍ଡକୁ ଜିଲା ମାନ୍ୟତା ଦାବିରେ ଗୁରୁବାର ୧୨ଘଣ୍ଟିଆ ବନ୍ଦ ପାଳନ କରାଯାଇଥିଲା। ଜିଲା କ୍ରିୟାନୁଷ୍ଠାନ କମିଟି ଆହ୍ବାନରେ କରାଯାଇଥିବା ବନ୍ଦକୁ ଜନ ସମର୍ଥନ ମିଳିଛି।…

ଏମ୍ସରେ ସାଇବର ଆଟାକ୍‌: ୧୨ ଘଣ୍ଟା ବନ୍ଦ ରହିଥିଲା ସର୍ଭର

ନୂଆଦିଲ୍ଲୀ,୨୪।୧୧: ନୂଆଦିଲ୍ଲୀ ସ୍ଥିତ ଏମ୍ସରେ ସାଇବର ଆଟାକ୍‌ ହୋଇଥିବା ଜଣାପଡ଼ିଛି। ଏହି ମାମଲାରେ ଦିଲ୍ଲୀ ପୋଲିସର ଆଇଏଫ୍‌ଏସ୍‌ଓ ୟୁନିଟ ଅଜଣା ବ୍ୟକ୍ତିଙ୍କ ବିରୋଧରେ ଏକ ମାମଲା ରୁଜୁ…

ଲଜ୍‌ରୁ ଯୁବକଙ୍କ ମୃତଦେହ ଜବତ

ଆରଡି, ୨୪।୧୧( ଡି.ଏନ.ଏ.): ଭଦ୍ରକ ଜିଲା ଧୂଷୁରୀ ଥାନା ଓ ଆରଡି ଫାଣ୍ଡି ଅଧୀନ ଆରଡି ବସ୍‌ଷ୍ଟାଣ୍ଡରେ ଥିବା ଏକ ଲଜ୍‌ରୁ ପୋଲିସ ଜଣେ ଯୁବକଙ୍କ ମୃତଦେହ…

‘ବ୍ୟକ୍ତିଗତ ସ୍ତରରେ ଜଳବାୟୁ ପରିବର୍ତ୍ତନକୁ ରୋକାଯାଇପାରିବ’

ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ‘ଧରିତ୍ରୀ’ର ୪୯ତମ ଜନ୍ମ ଦିବସ ଉପଲକ୍ଷେ ଜଳବାୟୁ ପରିବର୍ତ୍ତନ ସମ୍ପର୍କିତ ଯୁବ ସମ୍ମଳିନୀ ଗୁରୁବାର ଭୁବନେଶ୍ୱର ସ୍ଥିତ ସ୍ବସ୍ତି ପ୍ରିମିୟମଠାରେ ଅନୁଷ୍ଠିତ ହୋଇଯାଇଛି। ‘କ୍ଲାଇମେଟ୍‌ ଚେଞ୍ଜ:…

ବିଦ୍ୟାଳୟରେ ପଶି ଛାତ୍ରଙ୍କୁ ମାଡ଼ ଅଭିଯୋଗ

ଠାକୁରମୁଣ୍ଡା,୨୪ା୧୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଚମ୍ପାଝର ପଞ୍ଚାୟତ ଅନ୍ତର୍ଗତ ନୂଆଗଁା ପ୍ରାଥମିକ ବିଦ୍ୟାଳୟରେ ପଶି ଜଣେ ବ୍ୟକ୍ତି ଛାତ୍ରମାନଙ୍କୁ ମାଡ଼ ମରିଥିବା ଅଭିଯୋଗ ହୋଇଛି। ଏହି…

ନାମ ସଂକୀର୍ତ୍ତନ କରୁକରୁ ଟଳି ପଡ଼ିଲେ ବୃଦ୍ଧ

ବିନିକା,୨୪।୧୧(ଡି.ଏନ୍‌.ଏ.): ନାମ ସଂକୀର୍ତ୍ତନ ଚାଲିଥିଲା ବରଗଡ଼ ଜିଲା ଭେଡେନ ବ୍ଲକ ଟୁକୁରା ଗ୍ରାମରେ। ସଂକୀର୍ତ୍ତନ କରୁଥିଲେ ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ସିନ୍ଦୁରପୁର ଗ୍ରାମର କୈଳାସ ପଣ୍ଡା(୭୧…

ଅଙ୍ଗନଓ୍ବାଡି କର୍ମୀ ନିଯୁକ୍ତିକୁ ବିରୋଧ: ସିଡିପିଓ ଅଫିସ ଘେରିଲେ ମହିଳା

ମୋରଡ଼ା,୨୪ା୧୧(ଡି.ଏନ.ଏ)- ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଭାଲିଆଡିହା ପଞ୍ଚାୟତ ଅନ୍ତର୍ଗତ ଡାକୋଈ ଗ୍ରାମ ଅଙ୍ଗନଓ୍ବାଡି କେନ୍ଦ୍ରରେ କର୍ମୀ ନିଯୁକ୍ତିକୁ ନେଇ ବିବାଦ ଥମୁନି। ଏହି କର୍ମୀ ନିଯୁକ୍ତିକୁ…

ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ, ହତ୍ୟା ଅଭିଯୋଗ

ଠାକୁରମୁଣ୍ଡା,୨୪ା୧୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଥାନା ହାତୀଗଡ଼ା ପଞ୍ଚାୟତ ଅଧୀନ ରାଣୀଭୋଳ ଗଁାରେ ବୁଧବାର ସକାଳେ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ତାଙ୍କୁ ପିଟି ପିଟି…

ସାଙ୍ଗ ଘରୁ ଫେରୁଥିଲେ, ବସ୍‌ଷ୍ଟାଣ୍ଡରେ ଟଳିପଡ଼ିଲେ ଯୁବତୀ

ଜଳେଶ୍ୱର,୨୪ା୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ଜଳେଶ୍ୱର ବସ୍‌ଷ୍ଟାଣ୍ଡରେ ଜଣେ ଯୁବତୀଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ଷ୍ଟେଶନବଜାର ବସ୍‌ଷ୍ଟାଣ୍ଡ ନିକଟରେ ବସିଥିବା ବେଳେ ହଠାତ୍‌ ପଡିଯାଇଥିଲେ। ସାଧାରଣ ଲୋକେ…