ଭାରତ ଯୋଡୋ ଯାତ୍ରାରେ ସାମିଲ ହେବେ ଫାରୁକ ଅବଦୁୁଲ୍ଲା

ନୂଆଦିଲ୍ଲୀ,୨୩।୧୧: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ଆୟୋଜିତ ହୋଇଥିବା ଭାରତ ଯୋଡୋ ଯାତ୍ରାରେ ସାମିଲ ହେବେ ନ୍ୟାସନାଲ କନ୍‌ଫରେନ୍ସ (ଏନ୍‌ସି) ଅଧ୍ୟକ୍ଷ ଫାରୁକ ଅବଦୁଲ୍ଲା। ଯେତେବେଳେ…

ବିବାହ କରିଦେଲେ କି ବିଜୟ-ରଶ୍ମିକା! ଫଟୋ ଭାଇରାଲ

ବମ୍ବେ: ବିବାହ କରିଦେଲେ କି ତେଲୁଗୁ ଫିଲ୍ମଜଗତର ଲୋକପ୍ରିୟ ଯୋଡ଼ି ବିଜୟ ଦେବରକୋଣ୍ଡା ଏବଂ ରଶ୍ମିକା ମନ୍ଦାନା। ସୋସିଆଲ ମିଡିଆରେ ଉଭୟଙ୍କ ଏକ ଫଟୋ ଭାଇରାଲ ପରେ…

ସିଭି ଆନନ୍ଦ ପଶ୍ଚିମବଙ୍ଗ ରାଜ୍ୟପାଳ ଭାବେ ନେଲେ ଶପଥ…

କୋଲକାତା,୨୩।୧୧ : ପଶ୍ଚିମବଙ୍ଗର ନୂତନ ରାଜ୍ୟପାଳ ଭାବେ ସିଭି ଆନନ୍ଦ ବୋଷ ବୁଧବାର ଶପଥ ଗ୍ରହଣ କରିଛନ୍ତି। ଏହି ଅବସରରେ ରାଜ୍ୟ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଉପସ୍ଥିତ…

ଚାଷୀଙ୍କ ପ୍ରତି କେନ୍ଦ୍ର ସରକାରଙ୍କ ଅବହେଳାର ପ୍ରତିବାଦ: ଜିଲାପାଳ ଅଫିସ ଆଗରେ ଧାରଣା ଦେଲା ବିଜେଡି

ବରଗଡ଼ ଅଫିସ,୨୩।୧୧: ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ଯେତିକି ପାଖେଇ ଆସୁଛି, ବିଭିନ୍ନ ପ୍ରସଙ୍ଗ ନେଇ ରାଜ୍ୟ ସରକାର ଏବଂ କେନ୍ଦ୍ରସରକାର ପରସ୍ପରକୁ ଦାୟୀ କରି ସେତିକି…

ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜବତ

ମାଲକାନଗିରି,୨୩ା୧୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ପୋଲିସ ଓ ସୀମା ସୁରକ୍ଷା ବାହିନୀ ଦ୍ୱାରା ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜବତ ହୋଇଛି। ମାଲକାନଗିରି ଏସ୍‌.ପି. ନିତେଶ ବାଧ୍ୱାନୀ ଏକ…

ଡ୍ୟୁଟିରେ ନିଦ: ନିଲମ୍ବିତ ସିଆଇଏସଏଫ୍‌ ଗାର୍ଡଙ୍କ ଆବେଦନ ଖାରଜ…

ମୁମ୍ବାଇ,୨୩।୧୧ : ଡ୍ୟୁଟିରେ ଥିବାବେଳେ ଶୋଇବା କାରଣରୁ ନିଲମ୍ବିତ ହୋଇଥିବା କେନ୍ଦ୍ରୀୟ ଶିଳ୍ପ ସୁରକ୍ଷା ବାହିନୀ (ସିଆଇଏସଏଫ) ଗାର୍ଡଙ୍କ ଦଣ୍ଡାଦେଶ କୋହଳ କରିବାକୁ ବମ୍ବେ ହାଇକୋର୍ଟ ମନା…

ବାସନ ମାଜିଲେ କୋହଲି

ମୁମ୍ବାଇ,୨୩।୧୧: ଭାରତୀୟ ଦଳର ପୂର୍ବତନ ଅଧିନାୟକ ତଥା ଭେଟେରାନ ବ୍ୟାଟ୍ସମ୍ୟାନ ବିରାଟ କୋହଲି ଏବଂ ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ଦେଶର ପାଓ୍ବାରଫୁଲ୍‌ ଦମ୍ପତି ଭାବରେ ଜଣାଶୁଣା।…

ସଚିନଙ୍କୁ କର ମୁଖ୍ୟମନ୍ତ୍ରୀ: ରାହୁଲଙ୍କୁ ଗୁର୍ଜର ନେତାଙ୍କ ଚେତାବନୀ…

ଜୟପୁର,୨୩।୧୧ : ରାଜସ୍ଥାନ କଂଗ୍ରେସ ପାଇଁ ଏକ ସମସ୍ୟା ପାଲଟିଛି। ଜଣକୁ ବୁଝାଇବା ପରେ, ଅନ୍ୟ ଜଣେ ଆଖି ଦେଖାଇବା ଆରମ୍ଭ କରୁଛନ୍ତି। ମୁଖ୍ୟମନ୍ତ୍ରୀ ପଦ ପାଇଁ…

ବସ୍‌ଷ୍ଟାଣ୍ଡରେ ବୋମା ବିସ୍ଫୋରଣ: ଜଣେ ମୃତ, ୧୫ ଆହତ

ଜେରୁଜେଲମ,୨୩ା୧୧: ଇସ୍ରାଏଲର ରାଜଧାନୀ ଜେରୁଜେଲମରେ ବୁଧବାର ଦୁଇଟି ବୋମା ବିସ୍ଫୋରଣ ହୋଇଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୫ ଜଣ ଆହତ ହୋଇଛନ୍ତି। ଆହତଙ୍କ ସଂଖ୍ୟା…

ଡିସେମ୍ବର ୨୦ରୁ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା

ବଲାଙ୍ଗୀର ଅଫିସ, ୨୩।୧୧: ବଲାଙ୍ଗୀର ଜିଲା କ୍ରୀଡା ସଂସଦ ଆନୁକୂଲ୍ୟରେ ଆଗାମୀ ଦିନରେ ହେବାକୁ ଥିବା ବିଭିନ୍ନ କ୍ରୀଡା ପ୍ରତିଯୋଗିତାର ସଫଳ ଆୟୋଜନ ପାଇଁ ସ୍ଥାନୀୟ ଗାନ୍ଧୀ ଷ୍ଟାଡିୟମରେ…