ଏହି ଦିନ ରିଲିଜ୍‌ ହେବ ‘ମିଶନ ମଜ୍‌ନୁ’

ମୁମ୍ବାଇ: ଅଭିନେତା ସିଦ୍ଧାର୍ଥ ମାଲହୋତ୍ରା ଏବଂ ରଶ୍ମିକା ମନ୍ଦାନାଙ୍କ ଅପକମିଙ୍ଗ୍‌ ଫିଲ୍ମ ‘ମିଶନ ମଜ୍‌ନୁ’କୁ ଦେଖିବା ପାଇଁ ଦର୍ଶକ ଅପେକ୍ଷା କରିଛନ୍ତି। ନିକଟରେ ଫିଲ୍ମର ଟ୍ରେଲର ରିଲିଜ୍‌…

ନିପ୍ରୋର ଭଙ୍ଗା କୋଠାତଳୁ ୪୦ ମୃତଦେହ ଉଦ୍ଧାର, ୪୬ ଲୋକ ଏବେବି ନିଖୋଜ, ରୁଷିଆ କହିଲା କରିନାହିଁ ଆକ୍ରମଣ

ମସ୍କୋ/ବର୍ଲିନ,୧୭ ।୧: ୟୁକ୍ରେନ ସହର ନିପ୍ରୋରେ ଥିବା ଘରୋଇ କୋଠା ଉପରେ ହୋଇଥିବା ଆକ୍ରମଣ ଘଟଣାକୁ ନେଇ ରୁଷିଆ ରାଷ୍ଟ୍ରପତି କାର୍ଯ୍ୟାଳୟ କ୍ରେମଲିନର ପ୍ରବକ୍ତା ଦିମିତ୍ରି ପେସ୍କୋବ…

ମୁଖ୍ୟମନ୍ତ୍ରୀଙ୍କ ଅପିଲ୍‌: ଅଧିକ ସନ୍ତାନ ଜନ୍ମ କର, ମିଳିବ ପ୍ରୋତ୍ସାହନ

ଗ୍ୟାଙ୍ଗଟକ୍‌,୧୭।୧: ସିକ୍କିମ ମୁଖ୍ୟମନ୍ତ୍ରୀ ପ୍ରେମ ସିଂ ତମାଙ୍ଗ ଅଧିକ ସନ୍ତାନ ଜନ୍ମ କରିବାକୁ ଅପିଲ କରିଛନ୍ତି। ଦକ୍ଷିଣ ସିକ୍କିମର ଜୋରଥାଙ୍ଗ ସହରରେ ମାଘ ସଂକ୍ରାନ୍ତି କାର୍ଯ୍ୟକ୍ରମକୁ ସମ୍ବୋଧିତ…

ୟୁକ୍ରେନରେ ସାଧାରଣ ନାଗରିକଙ୍କ ଉପରେ ଆକ୍ରମଣ ତୁରନ୍ତ ବନ୍ଦ ହେବା ଜରୁରୀ: ଜାତିସଂଘ

ନ୍ୟୁୟର୍କ,୧୭ ।୧: ଜାତିସଂଘର ମହାସଚିବ ଏଣ୍ଟୋନିୟୋ ଗୁଟେରସ ସୋମବାର ୟୁକ୍ରେନ୍‌ର ନିପ୍ରୋ ସହରର ଏକ ବଡ ଘରୋଇ କୋଠା ଉପରେ ଆକ୍ରମଣକୁ ନିନ୍ଦା କରିଛନ୍ତି, ଯେଉଁଥିରେ ଅତିକମରେ…

ଅଶାନ୍ତ ଆମେରିକା: ୬ ମାସର ଶିଶୁ, ମାଆ ସମେତ ୬ ଜଣଙ୍କୁ ହତ୍ୟା

କାଲିଫର୍ନିଆ,୧୭ ।୧: ତୁଲରେ କାଉଣ୍ଟିର ମାଇକ ବୋଡ୍ରେକ୍ସ ସୋମବାର କହିଛନ୍ତି ଆମେରିକା କାଲିଫର୍ନିଆ ରାଜ୍ୟର ଗୋଶେନରେ ହୋଇଥିବା ଗୁଳିକାଣ୍ଡ ଘଟଣାରେ ଜଣେ ଶିଶୁ ସମେତ ୬ ଜଣଙ୍କ…

ଓଡ଼ିଶା: ଆଜିର ଫଟୋ ( ଜାନୁୟାରୀ ୧୬, ୨୦୨୩ )

ପୁରୁଷ ହକି ବିଶ୍ୱକପ୍: କଳିଙ୍ଗ ଷ୍ଟାଡିୟମରେ ଫ୍ରାନ୍ସ ବନାମ ଦକ୍ଷିଣ ଆଫ୍ରିକା,  ଫ୍ରାନ୍ସ ୨ -୧ ଗୋଲରେ ଜିତିଲା   କଟକରେ ସକାଳର ଘନ କୁହୁଡି  …

ସୋରଡ଼ାରେ ଅଗ୍ନିକାଣ୍ଡ: ୪ ଗୁରୁତର

ସୋରଡ଼ା,୧୬।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡା ବ୍ଲକ ଗେଞ୍ଜା ପଞ୍ଚାୟତ ବନ୍ଧାଗୋଛା ଗ୍ରାମରେ ସୋମବାର ସନ୍ଧ୍ୟାରେ ଅଗ୍ନିଗାଣ୍ଡ ଘଟିଛି। ଏଥିରେ ୪ ଜଣ ଗୁରୁତର ହୋଇଛନ୍ତି। ସେଥିମଧ୍ୟରୁ ୨…

ହାତୀ ଆକ୍ରମଣରେ ଜୀବନ ଗଲା

ବାରିପଦା ଅଫିସ,୧୬ା୧- ମୟୂରଭଞ୍ଜ ଜିଲା ଦେଉଳି ରେଞ୍ଜ ଅଞ୍ଚଳରେ ସୋମବାର ସାରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟ ହୋଇଛି। ମୃତକ ହେଲେ ସାଲସାହିର ରାମ ଭକ୍ତା(୫୦)। ଘର…

ଗରା, ବାଲ୍‌ଟି ରଖି ପଞ୍ଚାୟତ କାର୍ଯ୍ୟାଳୟ ଆଗରେ ଧାରଣା

ପାଟଣା,୧୬ା୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ କଣ୍ଟିଆପଡ଼ା ପଞ୍ଚାୟତ ମଧୁବନ ସାହିରେ ପାନୀୟ ଜଳ ସମସ୍ୟା ଲାଗି ରହିଛି। ଏ ନେଇ ସୋମବାର ପଞ୍ଚାୟତ କାର୍ଯ୍ୟାଳୟ ଆଗରେ…

ପୋଲ ତଳକୁ ଖସିଲା କାର୍‌: ଶିଶୁକନ୍ୟା ମୃତ, ୪ ଗୁରୁତର

କ.ନୂଆଗାଁ/ଫୁଲବାଣୀ ଅଫିସ,୧୬ା୧: କନ୍ଧମାଳ ଜିଲା ସାରଙ୍ଗଡ ଥାନା ଅନ୍ତର୍ଗତ ବନାଙ୍ଗିଆ ଡ୍ୟାମ ନିକଟ ପୋଲରେ ସୋମବାର ଏକ କାର୍‌ ଭାରସାମ୍ୟ ହରାଇ ପ୍ରାୟ ୧୫ ଫୁଟ ତଳକୁ…