ଦୀର୍ଘ ଦିନରୁ ବନ୍ଦ ରହିଛି ଏଟିଏମ୍‌ : ଲୋକେ ହନ୍ତସନ୍ତ

କର୍ଲାମୁଣ୍ଡା୨୨।୧୧(ଡିଏନଏ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରରେ ଥିବା ଏକମାତ୍ର ଏସବିଆଇ ଏଟିଏମ୍‌ କାଉଣ୍ଟର ଦୀର୍ଘ ଦିନରୁ ବନ୍ଦ ରହିଛି। ଏ ନେଇ ଲୋକେ ନାହିଁ ନ…

ଟି୨୦ ବିଶ୍ୱକପ୍‌ରେ ପ୍ରଦର୍ଶନକୁ ନେଇ ଓ୍ବେଷ୍ଟଇଣ୍ଡିଜ୍‌ ଟିମ୍‌ରେ ଝଡ଼: ଅଧିନାୟକ ପଦ ଛାଡ଼ିଲେ ପୁରାନ୍‌

ନୂଆଦିଲ୍ଲୀ,୨୨।୧୧: ନିକଟରେ ଶେଷ ହୋଇଥିବା ଟି୨୦ ବିଶ୍ୱକପ୍‌ରେ ଓ୍ବେଷ୍ଟଇଣ୍ଡିଜ ଦଳର ପ୍ରଦର୍ଶନ ନୈରାଶ୍ୟଜନକ ଥିଲା। ଦଳ ସୁପର-୧୨ ପର୍ଯ୍ୟାୟ ପାଇଁ ଯୋଗ୍ୟତା ଅର୍ଜନ କରିବାରେ ବିଫଳ ହୋଇଥିଲା।…

ଇଡିରେ ହାଜର ହେଲେ ଫିଲ୍ମ ପ୍ରଯୋଜକ

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ଫିଲ୍ମ ପ୍ରଯୋଜକ ଅକ୍ଷୟ ପରିଜା ମଙ୍ଗଳବାର ଇଡି କାର୍ଯାଳୟରେ ହାଜର ହୋଇଛନ୍ତି। ଅର୍ଚ୍ଚନା ନାଗ ବ୍ଲାକମେଲ ମାମଲାରେ ସେ ହାଜର ହୋଇଥିବା ଜଣାପଡ଼ିଛି। ଏ ନେଇ…

କାର୍‌ ଅଟକାଇ ନେଇଥିଲେ ୧.୨ କୋଟି : ପଡ଼ିଲେ ଧରା

ଗ୍ବାଲିଅର,୨୨।୧୧: ମଧ୍ୟପ୍ରଦେଶ ଗ୍ବାଲିଅରରେ ଦୁଇଜଣ ଦୁର୍ବୃତ୍ତ ବନ୍ଧୁକ ଦେଖାଇ ୧.୨ କୋଟି ଟଙ୍କା ଲୁଟିନେଇଥିବା ଅଭିଯୋଗ ହୋଇଥିଲା। ଅଭିଯୋଗକୁ ଭିତ୍ତି କରି ପୋଲିସ ସିସିଟିଭି ଫୁଟେଜ୍‌ ଆଧାରରେ…

ପ୍ରତି ୧୧ ମିନିଟରେ ଜଣେ ମହିଳାଙ୍କୁ କରାଯାଉଛି ହତ୍ୟା: ଜାତିସଂଘ ମହାସଚିବ…

ଜେନେଭା,୨୨।୧୧ : ଦିଲ୍ଲୀର ଶ୍ରଦ୍ଧା ଏବଂ ମଥୁରାର ଆୟୁଷୀ ଯାଦବ ହତ୍ୟା ମାମଲା ମଧ୍ୟରେ ଜାତିସଂଘର ମୁଖ୍ୟ ଆଣ୍ଟୋନିଓ ଗୁଟେରସ ଉଦ୍‌ବେଗ ପ୍ରକାଶ କରିଛନ୍ତି। ତାଙ୍କ କହିବାନୁସାରେ,…

ଭାରତ ପାଇଁ ବିଜୟ ଲକ୍ଷ୍ୟ ୧୬୧…

ନାପିଅର,୨୨।୧୧ : ଟିମ୍‌ ଇଣ୍ଡିଆ ନ୍ୟୁଜିଲାଣ୍ଡ ଗସ୍ତରେ ତୃତୀୟ ଟି-୨୦ରେ ନ୍ୟୁଜିଲାଣ୍ଡ ସହିତ ନାପିଅର ସ୍ଥିତ ମ୍ୟାକ୍‌ ଲିନ୍‌ ପାର୍କରେ ମୁହାଁମୁହିଁ ହୋଇଛି। ନ୍ୟୁଜିଲାଣ୍ଡ ଅଧିନାୟକ ଟିମ୍‌…

ବୁଧବାରଠୁ ଦଶମ ସମେଟିଭ୍‌-୧ ପରୀକ୍ଷା

କଟକ ଅଫିସ,୨୨।୧୧: ଦଶମ ସମେଟିଭ୍‌-୧ ପରୀକ୍ଷା ବୁଧବାରଠୁ ଆରମ୍ଭ ହେବ। ଏଥିପାଇଁ ବୋର୍ଡ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଚଳିତବର୍ଷ ୫ ଲକ୍ଷରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ପରୀକ୍ଷା…

ଶ୍ୱଶୁର ଘର ବୁଲି ଯାଇଥିଲେ ଜ୍ୱାଇଁ: ସ୍ତ୍ରୀଙ୍କୁ କଇଁଚି ଭୁସି ମାରିଲେ

ବାରିପଦା ଅଫିସ,୨୨।୧୧: ସ୍ବାମୀଙ୍କ କଇଁଚି ଆକ୍ରମଣରେ ପ୍ରାଣ ହାରିଲେ ସ୍ତ୍ରୀ। ଏଭଳି ଘଟଣା ଘଟିଛି ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ଅଧୀନ ହିଞ୍ଜଳଗଡିଆ ଗ୍ରାମରେ। ଘରୋଇ କଳହକୁ…

ଅନିର୍ଦ୍ଦିଷ୍ଟ କାଳ ଅଙ୍ଗନଓ୍ବାଡି କର୍ମୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

ଜି. ଉଦୟଗିରି,୨୨।୧୧(ଡି.ଏନ୍‌.ଏ.): ଜି. ଉଦୟଗିରି ଆଇସିଡିଏସ୍‌ କାର୍ଯ୍ୟାଳୟ ସମ୍ମୁଖରେ ମଙ୍ଗଳବାର ବିଭିନ୍ନ ଦାବି ନେଇ ଅଙ୍ଗନଓ୍ବାଡି କର୍ମୀ ଏବଂ ସହାୟିକା ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଧାରଣାରେ ବସିଛନ୍ତି…

ଦେଶରେ ୨୯୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୨୨।୧୧: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୯୪ ନୂଆ କରୋନା…