୮ ବର୍ଷରୁ ହକି ଖେଳିବା ଆରମ୍ଭ କରିଥିଲେ ନିକୋଲସ୍‌

ରାଉରକେଲା ଅଫିସ, ୧୬।୧: ମାତ୍ର ୮ ବର୍ଷ ହୋଇଥିବା ବେଳେ ଇଂଲଣ୍ଡର ଖେଳାଳି ନିକୋଲସ ବାଣ୍ଡୁରକ ହକି ଖେଳ ଆରମ୍ଭ କରିଥିଲେ। ନିକୋଲସଙ୍କ ମା’ ଫିଲ ବାଣ୍ଡୁରକ…

ବିକାଶଠାରୁ ବିନାଶ ବଳି ପଡୁଛି

ଯାଜପୁରର ଅଫିସ,୧୬ା୧:ଯାଜପୁର ଜିଲାରେ ଯେଉଁ ପରିମାଣରେ ବିକାଶ ହେଉଛି ତାହାର ବହୁ ଗୁଣ ଅଧିକ ବିନାଶ ହେବାରେ ଲାଗିଛି। ଶିଳ୍ପ, ଖଣି, ପର୍ଯ୍ୟଟନ, ସ୍ବାସ୍ଥ୍ୟ, ପାନୀୟ ଜଳ,…

ଘରକରଣା ସାମଗ୍ରୀ କିଣିବାକୁ ଭିଡ଼

ପ୍ରୀତିପୁର,୧୬ା୧(ଡି.ଏନ୍‌.ଏ.):ବରୁଣେଶ୍ୱର ମେଳା ରବିବାର ୨ୟ ଦିନରେ ପହଞ୍ଚତ୍ଥିବା ବେଳେ ମେଳା ବୁଲିବାକୁ ହଜାରହଜାର ସଂଖ୍ୟାରେ ଜନସାଧାରଣଙ୍କ ସୁଅ ଛୁଟିଛି। ମେଳାରେ ଘର କରଣା ସାମଗ୍ରୀ କିଣିବାକୁ ମହିଳାମାନେ…

ୱେଲ୍ସ ଦଳ, ପୁଅକୁ ସମର୍ଥନ ପାଇଁ ରାଉରକେଲାରେ ମା’ବାପା

ରାଉରକେଲା ଅଫିସ,୧୬।୧: ରାଉରକେଲା ବିର୍ସାମୁଣ୍ଡା ହକି ଷ୍ଟାଡିୟମରେ ରବିବାର ପ୍ରଥମ ମ୍ୟାଚ୍‌ ସ୍ପେନ ଓ ୱେଲ୍ସ ଦଳ ମଧ୍ୟରେ ଖେଳାଯାଇଥିଲା। ୱେଲ୍ସ ଦଳ ତାର ପ୍ରଥମ ମ୍ୟାଚ୍‌ରେ…

ଓଡ଼ିଶା ବିପକ୍ଷରେ ହିମାଚଳ ୩୦୦/୮

ସମ୍ବଲପୁର,୧୬।୧(ବ୍ୟୁରୋ): ସମ୍ବଲପୁର ବୀର ସୁରେନ୍ଦ୍ର ସାଏ ଷ୍ଟାଡିୟମରେ ୨୫ ବର୍ଷରୁ କମ୍‌ ସର୍ବଭାରତୀୟ କର୍ନେଲ ସି.କେ. ନାଇଡୁ ଟ୍ରଫିରେ ଓଡ଼ିଶା ଓ ହିମାଚଳ ପ୍ରଦେଶ ମଧ୍ୟରେ ମ୍ୟାଚ୍‌…

୧୭ରେ କେନ୍ଦ୍ରାପଡ଼ା ବନ୍ଦ ଡାକରା

କେନ୍ଦ୍ରାପଡ଼ା ଅଫିସ, ୧୬ା୧:କେନ୍ଦ୍ରାପଡ଼ା ସହରର ଖଡିଅଙ୍ଗସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟ ସିଟି ହସ୍ପଟାଲ ପ୍ରତିଷ୍ଠା ପାଇଁ ଦାବି ଜୋର ଧରିଛି। ସହରର ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ…

ଶ୍ରଦ୍ଧାଞ୍ଜଳି ଜାତୀୟ ଚୟନକର୍ତ୍ତା

ଭୁବନେଶ୍ୱର, ୧୬।୧(କ୍ରୀଡ଼ା ପ୍ରତିନିଧି): ଭାରତୀୟ ମହିଳା ଫୁଟ୍‌ବଲ ଦଳର ପୂର୍ବତନ ଅଧିନାୟିକା ଓଡ଼ିଶାର ଶ୍ରଦ୍ଧାଞ୍ଜଳି ସାମନ୍ତରାୟଙ୍କ ପାଇଁ ଆସିଛି ଆଉ ଏକ ଗୁରୁଦାୟିତ୍ୱ। ରାଜ୍ୟ ଏବଂ ଜାତୀୟ…

ମିସ୍‌ ୟୁନିଭର୍ସ ଆର୍‌’ ବୋନି ଗାବ୍ରିଏଲ

ଓ୍ବାଶିଂଟନ୍‌: ୨୦୨୨ ମିସ୍‌ ୟୁନିଭର୍ସ ଟାଇଟଲ ହାତେଇଛନ୍ତି ଆମେରିକାର ଆର୍‌’ ବୋନି ଗାବ୍ରିଏଲ। ୟୁଏସ୍‌ ନ୍ୟୁଓର୍ଲିନ୍ସରେ ଜାନୁୟାରୀ ୧୫ରେ ଆୟୋଜିତ ମିସ୍‌ ୟୁନିଭର୍ସ ଫାଇନାଲ କାର୍ଯ୍ୟକ୍ରମରେ ପୂର୍ବତନ…

ଟମାଟୋର ଅଭାବୀ ବିକ୍ରି ଆରମ୍ଭ

କେନ୍ଦ୍ରାପଡ଼ା ଅଫିସ, ୧୬ା୧:ଦୁଇ ମାସ ପୂର୍ବେ କେନ୍ଦ୍ରାପଡ଼ା ଜିଲାରେ ଟମାଟୋ ଦର ଆକାଶଛୁଅଁା ଥିଲା। ବଜାରରେ କେଜି ପ୍ରତି ୫୦ରୁ ୬୦ ଟଙ୍କା ପର୍ଯ୍ୟନ୍ତ ବିକ୍ରି ହେଉଥିଲା।…

ଟାଟା ପାୱାରର ହାଇ-ଟେକ୍‌ ଇ ଜେଡ୍‌ ଚାର୍ଜିଂ ସମାଧାନ

ନୂଆଦିଲ୍ଲୀ,୧୬।୧: ଚଳିତ ବର୍ଷ ଗ୍ରେଟର ନୋଏଡାଠାରେ ଆୟୋଜିତ ଅଟୋ ଏକ୍ସପୋ ୨୦୨୩ରେ ଟାଟା ପାୱାରର ହାଇ-ଟେକ୍‌ ଇ ଜେଡ୍‌ ଚାର୍ଜିଂ ସମାଧାନକୁ ପ୍ରଦର୍ଶିତ କରାଯାଇଛି। ବିଶେଷକରି ପରିଦର୍ଶନକାରୀମାନଙ୍କୁ…