ୟୁକ୍ରେନ୍‌ ଉପରେ ନୂଆ ବିପଜ୍ଜନକ ଅସ୍ତ୍ର ପ୍ରୟୋଗ କରିବାକୁ ଯୋଜନା କରୁଛି ରୁଷିଆ…

ମସ୍କୋ,୧୯।୧୧ : ୟୁକ୍ରେନ୍‌କୁ ଯୁଦ୍ଧରେ ପରାଜିତ ହେବାର ଭୟରେ ରାଷ୍ଟ୍ରପତି ଭ୍ଲାଡ଼ିମୀର ପୁଟିନ ବିପଜ୍ଜନକ ପୋର ମ୍ୟାନ୍‌ ନ୍ୟୁକ୍ଲିୟର ଓ୍ବିପୋନ ପ୍ରୟୋଗ କରିବାକୁ ଯୋଜନା କରୁଛନ୍ତି। ଏନେଇ…

ଏଏପି ବିବାହରେ ଆମନ୍ତ୍ରିତ ହୋଇ ନ ଥିବା ଡ୍ୟାନ୍ସର: ଫଡ଼ନାଭିସ…

ଭାବନଗର,୧୯।୧୧ : ଗୁଜରାଟ ବିଧାନସଭା ନିର୍ବାଚନ ତ୍ରିକୋଣୀୟ ଆଡ଼କୁ ମୁହାଁଇଛି। ଭାଜପା କଂଗ୍ରେସ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ହେବ ବୋଲି ପୂର୍ବରୁ କୁହାଯାଉଥିବା ବେଳେ ଏବେ ଏଏପି ମଧ୍ୟ…

ଆଜି ବିବାହ କରିବେ ବାଇଡେନଙ୍କ ନାତୁଣୀ

ଓ୍ବାଶିଂଟନ,୧୯ା୧୧: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ନାତୁଣୀ ନାଓମୀ ବାଇଡେନ ଏବଂ ତାଙ୍କ ପ୍ରେମିକ ପିଟର ନୀଲ୍‌ ଶନିବାର ବିବାହ ବନ୍ଧନରେ ବାନ୍ଧି ହେବେ।। ଯାହା ହ୍ବାଇଟ୍‌…

ଅନ୍ୟ ଦେଶର ପ୍ରତିରକ୍ଷା ଜ୍ଞାନକୌଶଳ ଚୋରାଉଛି ଚାଇନା…

ବେଜିଂ,୧୯।୧୧ : ନିଜର ସାମରିକ କ୍ଷମତା ବୃଦ୍ଧି କରିବା ଲାଗି ଚାଇନା ଅନ୍ୟ ଦେଶର ପ୍ରତିରକ୍ଷା ଜ୍ଞାନକୌଶଳ ଚୋରାଇବା ଜାରି ରଖିଛି। ଏହା ରାଷ୍ଟ୍ରପତି ଶି ଜିନପିଙ୍ଗଙ୍କ…

ଜେଲେନେକ୍ସିଙ୍କୁ ଭେଟିଲେ ଋଷି ସୁନକ…

କ୍ୱିଭ୍‌,୧୯।୧୧ : ରୁଷିଆ ଆକ୍ରମଣକୁ ବିଶ୍ୱ ବ୍ୟାପି ବିରୋଧ କରାଯାଉଛି। ଏହି ମର୍ମରେ ପ୍ରଧାନମନ୍ତ୍ରୀ ଭାର ସମ୍ଭାଳିବାର ୨୪ ଦିନ ପରେ ବ୍ରିଟେନ ପ୍ରଧାନମନ୍ତ୍ରୀ ଋଷି ସୁନକ…

ଯୁବତୀଙ୍କ ଝୁଲନ୍ତା ମୃତଦେହ ଜବତ

ବଡ଼ବିଲ,୧୯ା୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ସାନ୍ତବାହାଳ ଗ୍ରାମର ଜଣେ ଯୁବତୀଙ୍କ ଝୁଲନ୍ତା ମୃତଦେହକୁ ହାୟାରପୁର ଗ୍ରାମ ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଜବତ ହୋଇ ଶନିବାର ବ୍ୟବଚ୍ଛେଦ କରାଯାଇଛି।…

ପୁଅଙ୍କୁ ଭେଟି ଭାବବିହ୍ବଳ ହେଲେ ଧାଓ୍ବନ

ନୂଆଦିଲ୍ଲୀ,୧୯।୧୧: ଟିମ୍‌ ଇଣ୍ଡିଆ ଓପନର୍‌ ଶିଖର ଧାଓ୍ବନ ନ୍ୟୁଜିଲାଣ୍ଡ ଗସ୍ତରେ ଦିନିକିଆ ଟିମ୍‌ରେ ନେତୃତ୍ୱ ନେବେ। ନଭେମ୍ବର ୨୫ରୁ ସିରିଜ ଆରମ୍ଭ ହେବାକୁ ଯାଉଛି। ଏହା ପୂର୍ବରୁ…

ଅବସରପ୍ରାପ୍ତ ଆଇଏଏସ୍‌ ଅଫିସର ଅରୁଣ ଗୋଏଲ ନିର୍ବାଚନ କମିଶନର ନିଯୁକ୍ତି…

ନୂଆଦିଲ୍ଲୀ,୧୯।୧୧ : ଅବସରପ୍ରାପ୍ତ ଆଇଏଏସ୍‌ ଅଫିସର ଅରୁଣ ଗୋଏଲଙ୍କୁ ନିର୍ବାଚନ କମିଶନର ଭାବେ ନିଯୁକ୍ତି ପ୍ରଦାନ କରାଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହାକୁ ମଞ୍ଜୁରୀ ଦେଇଛନ୍ତି। ତେବେ…

ଆସନ୍ତା ଶିକ୍ଷାବର୍ଷରୁ ଯୁକ୍ତ୩ ପାଠ୍ୟକ୍ରମରେ ସାମିଲ ହେବ ଏନ୍‌ସିସି

ଭୁବନେଶ୍ୱର,୧୯।୧୧(ବ୍ୟୁରୋ): ଆସନ୍ତା ୨୦୨୩-୨୪ ଶିକ୍ଷାବର୍ଷରୁ ଯୁକ୍ତ ୩ରେ ସାମିଲ ହେବ ଏନ୍‌ସିସି ପାଠ୍ୟକ୍ରମ। ଏନେଇ ଶନିବାର ରାଜ୍ୟ ଉଚ୍ଚଶିକ୍ଷା ପରିଷଦ ଉପାଧ୍ୟକ୍ଷ ଅଶୋକ ଦାସ ସୂଚନା ଦେଇଛନ୍ତି।…

କରୋନା କଟକଣା ଉଠାଇଲେ ସରକାର

ଭୁବନେଶ୍ୱର,୧୯ା୧୧(ବ୍ୟୁରୋ): ରାଜ୍ୟରୁ ସମସ୍ତ କରୋନା କଟକଣାକୁ ହଟାଇ ଦେଇଛନ୍ତି ସରକାର। କରୋନା ସଂକ୍ରମଣ ହ୍ରାସ ପାଉଥିବାରୁ ସରକାର ଏହି କଟକଣାକୁ ଉଠାଇବା ପାଇଁ ନିଷ୍ପତ୍ତି ନେଇଛନ୍ତି। ତେବେ…