ଦାରିଙ୍ଗବାଡ଼ି,୧୯।୧୧(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡି ତହସିଲ କାର୍ଯ୍ୟାଳୟ ପକ୍ଷରୁ ଶନିବାର ଜଙ୍ଗଲ ଜମିପଟ୍ଟା ବଣ୍ଟନ କରାଯାଇଛି। ଏହି ଅବସରରେ ତହସିଲଦାର ଡ. ଅଶୋକ କୁମାର ଦାସଙ୍କ ଅଧ୍ୟକ୍ଷତାରେ…
ଶ୍ରୀନଗର,୧୯।୧୧: ଜମ୍ମୁ-କଶ୍ମୀରର ରାଜୌରୀ ସେକ୍ଟରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଶନିବାର ସୁରକ୍ଷାକର୍ମୀ ଓ ପାକିସ୍ତାନୀ ଅନୁପ୍ରବେଶକାରୀ ମୁହାଁମୁହିଁ ହୋଇଛନ୍ତି। ଏହି ସମୟରେ ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ…
ପଦ୍ମପୁର,୧୯।୧୧(ଡି.ଏନ.ଏ.): ଡିସେମ୍ବର ୫ରେ ପଦ୍ମପୁର ଉପନିର୍ବାଚନ। ଏନେଇ ରାଜନୀତି ସରଗରମ ରହିଛି। ୩ ପ୍ରମୁଖ ଦଳ ପକ୍ଷରୁ ପ୍ରଚାର ଜୋରଦାର ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ଶନିବାର…
ନୂଆଦିଲ୍ଲୀ,୧୯।୧୧: ଇନ୍ଷ୍ଟାଗ୍ରାମ ପୋଷ୍ଟ ପାଇଁ ଗୁଜରାଟ ନିର୍ବାଚନ ଡ୍ୟୁଟିରେ ଥିବା ଜଣେ ଆଇଏଏସ୍ ଅଫିସରଙ୍କୁ ମହଙ୍ଗା ପଡିଛି। ଆଇଏଏସ୍ ଅଧିକାରୀ ଅଭିଷେକ ସିଂଙ୍କୁ ନିର୍ବାଚନ କମିଶନ ବହିଷ୍କାର…
ଲକ୍ଷ୍ନୌ,୧୯।୧୧: ଉତ୍ତରପ୍ରଦେଶର ମେନପୁରୀ, ରାମପୁର ଏବଂ ଖତଉଲି ଆସନରେ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଡିସେମ୍ବର ୫ରେ ଏହି ଆସନଗୁଡିକରେ ଭୋଟ ଦିଆଯିବ ଏବଂ ଡିସେମ୍ବର ୮ରେ…
ପୁରୀ ଅଫିସ,୧୯।୧୧: ପୁରୀ ଶ୍ରୀମନ୍ଦିର ଗରୁଡ଼ ସ୍ତମ୍ଭ ପତଳା ହେଉଛି । ଏ ନେଇ ମନ୍ଦିର ନାଟମଣ୍ଡପସ୍ଥିତ ଗରୁଡ଼ ସ୍ତମ୍ଭକୁ ରୁପା ଚାଦରରେ ଆଚ୍ଛାଦନ କରାଯିବ। ଛତିଶା…
ଗଞ୍ଜାମ,୧୯।୧୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ରମ୍ଭା ଥାନା ୧୬ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱ ଏକ ଢାବା ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦ୍ରୁତ…
ଇଟାନଗର,୧୯ ।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଅରୁଣାଚଳ ପ୍ରଦେଶକୁ ଏକ ବଡ ଉପହାର ଦେଇଛନ୍ତି । ସେଠାରେ ସେ ପ୍ରଥମ ଗ୍ରୀନଫିଲ୍ଡ ଏୟାର ପୋର୍ଟର ଉଦ୍ଘାଟନ…
ଗଞ୍ଜାମ,୧୯।୧୧(ଡି.ଏନ୍.ଏ.): ବାଲି ଚୋରାଚାଲାଣ ହେଉଥିବା ନେଇ ବାରମ୍ବାର ଅଭିଯୋଗ ପରେ ତହସିଲ ଓ ପୋଲିସ ପ୍ରଶାସନ ପକ୍ଷରୁ ତତ୍ପରତା ଦେଖାଦେଇଛି। ଶୁକ୍ରବାର ଗଞ୍ଜାମ ଥାନା ପୋଲିସ ଚଢ଼ାଉ…
କୋଲକାତା, ୧୯।୧୧: ସ୍ଥାନୀୟ ବିବେକାନନ୍ଦ ଯୁବଭାରତୀ କ୍ରୀଡ଼ାଙ୍ଗନରେ ଶୁକ୍ରବାର ଅନୁଷ୍ଠିତ ଇଣ୍ଡିଆନ ସୁପରଲିଗ୍ (ଆଇଏସ୍ଏଲ୍) ମ୍ୟାଚରେ ଓଡ଼ିଶା ଏଫ୍ସି ୪-୨ ଗୋଲରେ ଇଷ୍ଟବେଙ୍ଗଲକୁ ପରାସ୍ତ କରିଛି। ଭୁବନେଶ୍ୱର…