ରାସ୍ତା ନିର୍ମାଣରେ ଲାଗୁଛି ଛତିଶଗଡ଼ର ନିମ୍ନମାନର ସାମଗ୍ରୀ

ରାଇଘର, ୧୯।୧୧(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ରାଇଘର ବ୍ଲକ ବୀରପୁରରୁ ବୈପାରିଡିହି ଦେଇ ଜୋଡିଙ୍ଗାକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ଶୋଚନୀୟ ହୋଇପଡ଼ିଥିଲା। ସ୍ଥାନୀୟ ଲୋକଙ୍କ ବାରମ୍ବାର ଅଭିଯୋଗ…

୪୦ ଜଣଙ୍କୁ ରୋଜଗାର ଯୋଗାଇଛନ୍ତି ଇଞ୍ଜିନିୟର ଚାଷୀ

ରାୟଗଡ଼ା ଅଫିସ,୧୯ା୧୧: ଗୋଟିଏ ପଟେ ଚାଷୀ ଚାଷକାମରୁ ଦୂରେଇ ଚାକିରି ପାଇଁ ରାଜ୍ୟ ବାହାରକୁ ଯାଉଥିବାବେଳେ ଅନ୍ୟପଟେ ଯୁବଗୋଷ୍ଠୀ ଚାକିରି ଛାଡ଼ି ଚାଷକୁ ଆପଣାଉଛନ୍ତି। ଆଧୁନିକ ପ୍ରଣାଳୀରେ…

କଂଗ୍ରେସରେ ଯୋଗଦାନକୁ କେସିଆର୍‌ ଝିଅଙ୍କ ଖଣ୍ଡନ

ହାଇଦ୍ରାବାଦ,୧୯।୧୧: କଂଗ୍ରେସରେ ଯୋଗଦାନ ଖବରକୁ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓଙ୍କ ଝିଅ ତଥା ଟିଆର୍‌ଏସ୍‌ ବିଧାନ ପରିଷଦ ସଦସ୍ୟା କେ. କବିତା ଖଣ୍ଡନ କରିଛନ୍ତି। ଅନ୍ୟ…

ଅରୁଣାଚଳ ପ୍ରଦେଶ ଗସ୍ତରେ ମୋଦି: ବିଭିନ୍ନ ପ୍ରକଳ୍ପର କରିବେ ଉଦ୍‌ଘାଟନ

ଇଟାନଗର,୧୯।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଅରୁଣାଚଳ ପ୍ରଦେଶ ଯିବେ। ସେ ପହଞ୍ଚିବା ପରେ ସେଠାରେ ପ୍ରଥମ ଗ୍ରୀନଫିଲ୍ଡ ବିମାନବନ୍ଦର, ଇଟାନଗରର ହୋଲୋଙ୍ଗୀରେ ଡୋନି ପୋଲୋ ବିମାନ…

ରାସ୍ତା ଅବରୋଧ ଯୋଗୁ ଘଣ୍ଟାଏ ଅଟକିଲା ଆମ୍ବୁଲାନ୍ସ

ରାୟଗଡ଼ା ଅଫିସ,୧୯ା୧୧: ରାଜପଥ ଉପରେ ଗାଡ଼ି ପାର୍କିଂ କରି ଲୋକେ ପିକ୍‌ନିକ୍‌ରେ ମସଗୁଲ ଥିବାବେଳେ ରୋଗୀଙ୍କୁ ନେଇ ଯାଉଥିବା ଏକ ଆମ୍ବୁଲାନ୍ସ ଘଣ୍ଟାଏ ଅଟକି ରହିବାକୁ ପଡ଼ିଥିଲା।…

ଭାଙ୍ଗିପାରେ ମହାବିକାଶ ଅଘାଡ଼ି ମେଣ୍ଟ

ମୁମ୍ବାଇ,୧୯।୧୧: ଭାରତ ଯୋଡ଼ୋ ଯାତ୍ରା ଅବସରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ହିନ୍ଦୁତ୍ୱବାଦୀ ନେତା ବିନାୟକ ଦାମୋଦର ସାବରକରଙ୍କ ସମ୍ପର୍କରେ ଦେଇଥିବା ବିବାଦୀୟ ମନ୍ତବ୍ୟ ମହାବିକାଶ ଅଘାଡ଼ି…

ଡିସେମ୍ବର ୧୦ରୁ ମଣ୍ଡିରେ ଖରିଫ ଧାନ ସଂଗ୍ରହ

ନବରଙ୍ଗପୁର,୧୯।୧୧(ବି.ପ୍ର.): ନବରଙ୍ଗପୁର ଜିଲାରେ ଆସନ୍ତା ଡିସେମ୍ବର ୧୦ତାରିଖରୁ ଧାନ ମଣ୍ଡିରେ ଅନ୍‌ଲାଇନରେ ପଞ୍ଜିକୃତ ହୋଇଥିବା ଚାଷୀଙ୍କ ଠାରୁ ଧାନ କିଣା ଯିବ। ଜିଲ୍ଲାପାଳ ଡକ୍ଟର କମଳ ଲୋଚନ…

ଗୁପ୍ତଚର ବୃତ୍ତି: ବହିର୍ବ୍ୟାପାର ମନ୍ତ୍ରଣାଳୟ ଡ୍ରାଇଭର ଗିରଫ

ନୂଆଦିଲ୍ଲୀ,୧୯।୧୧: ବହିର୍ବ୍ୟାପାର ମନ୍ତ୍ରଣାଳୟରେ ନିୟୋଜିତ ଥିବା ଜଣେ ଡ୍ରାଇଭରଙ୍କୁ ଗୁପ୍ତଚର ବୃତ୍ତି ଅଭିଯୋଗରେ ଶୁକ୍ରବାର ନୂଆଦିଲ୍ଲୀର ଜବାହରଲାଲ୍‌ ନେହେରୁ ଭବନରୁ ଗିରଫ କରାଯାଇଛି। ଅର୍ଥ ବଦଳରେ ସେ…

ଗୁଜରାଟ ବିଧାନସଭା ପାଇଁ ଆଜିଠାରୁ ମୋଦିଙ୍କ ମାରାଥନ ରାଲି, ପ୍ରାୟ ୨୫ ଜନସଭାକୁ କରିବେ ସମ୍ବୋଧନ

ନୂଆଦିଲ୍ଲୀ,୧୯ ।୧୧: ଗୁଜରାଟ ବିଧାନସଭା ନିର୍ବାଚନକୁ ନେଇ ପ୍ରାୟ ସମସ୍ତ ରାଜନୈତିକ ଦଳ ଯୋର ସୋରରେ ସେମାନଙ୍କ ପ୍ରଚାର ଅଭିଯାନ ଆରମ୍ଭ କରି ସାରିଛନ୍ତି । ଏହି…

ସିଇସି ରାଜୀବ କୁମାର ନେପାଳ ନିର୍ବାଚନରେ ଅନ୍ତର୍ଜାତୀୟ ପର୍ଯ୍ୟବେକ୍ଷକ

କାଠମାଣ୍ଡୁ,୧୯।୧୧(ପି.ଟି.): ନେପାଳ ସାଧାରଣ ନିର୍ବାଚନ ଆସନ୍ତା ରବିବାର ଅନୁଷ୍ଠିତ ହେଉଥିବାବେଳେ ଭାରତର ମୁଖ୍ୟ ନିର୍ବାଚନ କମିଶନର (ସିଇସି) ରାଜୀବ କୁମାର ଅନ୍ତର୍ଜାତୀୟ ପର୍ଯ୍ୟବେକ୍ଷକ ଭାବେ ଶୁକ୍ରବାର ସେଠାରେ…