ଅଷ୍ଟ୍ରେଲିଆରେ ହିନ୍ଦୁ ମନ୍ଦିର ଉପରେ ଆକ୍ରମଣ

ମେଲବୋର୍ନ,୧୨।୧: ଅଷ୍ଟ୍ରେଲିଆରେ ଏକ ହିନ୍ଦୁ ମନ୍ଦିର ଉପରେ ଆକ୍ରମଣ ହୋଇଛି। ଖଲିସ୍ତାନ ସମର୍ଥକମାନେ ମେଲବୋର୍ନରେ ଥିବା ଏହି ମନ୍ଦିର ଉପରେ ଆକ୍ରମଣ କରିଥିବା ଜଣାପଡିଛି। ଖଲିସ୍ତାନ ସମର୍ଥକମାନେ…

ଟିମ୍‌ ଇଣ୍ଡିଆକୁ ଚେତାବନୀ ଦେଲେ ପୂର୍ବତନ କ୍ରିକେଟର୍‌

ନୂଆଦିଲ୍ଲୀ,୧୨।୧: ଭାରତ ଏବଂ ଶ୍ରୀଲଙ୍କା ଦିନିକିଆ ସିରିଜରୁ ଦ୍ରୁତ ବୋଲର ଜଶପ୍ରୀତ ବୁମ୍‌ରାଙ୍କୁ ଅନଫିଟ୍‌ କାରଣରୁ ବାଦ ଦିଆଯାଇଛି। ଶ୍ରୀଲଙ୍କା ବିପକ୍ଷ ଦିନିକିଆ ସିରିଜ ପାଇଁ ଦଳ…

ନାବାଳକ ସ୍ବେଚ୍ଛାକୃତ ଭାବରେ କାର୍ଯ୍ୟ କରୁଥିଲେ ଜୁଭେନାଇଲ ଜଷ୍ଟିସ ଅଧିନିୟମର ଧାରା ୭୫-୭୯ ହେବନି ପ୍ରଯୁଜ୍ୟ: ହାଇକୋର୍ଟ…

ହାଇଦ୍ରାବାଦ,୧୨।୧ : ଏକ ମାମଲାର ବିଚାର କରି ତେଲେଙ୍ଗାନା ହାଇକୋର୍ଟର ଜଷ୍ଟିସ କେ ସୁରେନ୍ଦର କହିଛନ୍ତି ଯେ ଯେଉଁଠାରେ ଜଣେ ନାବାଳକ ସ୍ବେଚ୍ଛାକୃତ ଭାବରେ କାର୍ଯ୍ୟ କରୁଥାନ୍ତି,…

ଓଡ଼ିଶା-ଛତିଶଗଡ-ତେଲେଙ୍ଗାନା ଟ୍ରାଇ ଜଙ୍କଶନରେ ମାଓବାଦୀ ବିରୋଧୀ ଅପରେଶନ, ହିଡମାଙ୍କୁ ଧରିବା ଲକ୍ଷ୍ୟ…

ସୁକମା,୧୨।୧ : ଛତିଶଗଡ, ତେଲେଙ୍ଗାନା ଏବଂ ଓଡିଶାର ଟ୍ରାଇ ଜଙ୍କଶନ ସୁକମା ଠାରେ ସୁରକ୍ଷା ବାହିନୀ ଦ୍ୱାରା ଏକ ବଡ଼ ମାଓବାଦୀ ବିରୋଧୀ ଅପରେଶନ ଆରମ୍ଭ ହୋଇଛି।…

ରାଜା ବାହାଦୂର ରାମଚନ୍ଦ୍ର ମର୍ଦ୍ଦରାଜଙ୍କ ଡାକ ଲଫାପା ଉନ୍ମୋଚିତ

ଛତ୍ରପୁର,୧୨ା୧(ଡି.ଏନ୍‌.ଏ.): ଆଧୁନିକ ଓଡ଼ିଶାର ନିର୍ମାତା ତଥା ରାଜା ବାହାଦୂର ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ ୧୨୩ତମ ଜୟନ୍ତୀ ପାଳନ ଅବସରରେ ବ୍ରହ୍ମପୁର ଡାକ ବିଭାଗ ପକ୍ଷରୁ ଏକ ଡାକ…

ଡିଡିଏଲ୍‌ଜେ ଗୀତ ଗାଇ ମନ ଜିଣିଲେ କିଙ୍ଗ୍‌ଖାନ୍‌

ମୁମ୍ବାଇ: କିଙ୍ଗ୍‌ଖାନ୍‌ ଶାହାରୁଖ ଆଜିକାଲି ତାଙ୍କର ଆଗାମୀ ଫିଲ୍ମ ‘ପଠାନ’କୁ ନେଇ ଅନେକ ଚର୍ଚ୍ଚାରେ ଅଛନ୍ତି। ‘ପଠାନ’ ସହ କିଙ୍ଗ୍‌ଖାନ୍‌ ସିଲ୍‌ଭର ପରଦାକୁ ପ୍ରତ୍ୟାବର୍ତ୍ତନ କରୁଛନ୍ତି। ଗୋଟିଏ…

ହକିମୟ ହେଲା ରାଉରକେଲା ରେଳ ଷ୍ଟେଶନ

ରାଉରକେଲା ଅଫିସ, ୧୨ା୧: ଆଉ ମାତ୍ର ଦିନକ ପରେ ରାଉରକେଲା ସହରରେ ବିଶ୍ୱକପ୍‌ ମ୍ୟାଚ ବିର୍ସା ମୁଣ୍ଡା ଷ୍ଟାଡିୟମରେ ଆରମ୍ଭ ହେବ। ବିଶ୍ୱକପ ହକି ମ୍ୟାଚକୁ ନେଇ…

ଟସ୍‌ ଜିତିଲା ଶ୍ରୀଲଙ୍କା

କୋଲକତା,୧୨।୧: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍‌ ଆଜି କୋଲକତାରେ ଖୋଳାଯାଉଛି। ଏହି ମ୍ୟାଚ୍‌ରେ ଶ୍ରୀଲଙ୍କା ପ୍ରଥମେ ଟସ୍‌…

ଜାନୁଆରୀ ୨୩ରେ ରାହୁଲ-ଆଥିୟାଙ୍କ ବିବାହ!

ଭାରତୀୟ କ୍ରିକେଟର୍‌ କେଏଲ ରାହୁଲ ହାତକୁ ଦି’ ହାତ ହେବାକୁ ଯାଉଛନ୍ତି। ସେ ଦୀର୍ଘଦିନର ପ୍ରେମିକା ତଥା ଅଭିନେତ୍ରୀ ଆଥିୟା ଶେଟ୍ଟୀଙ୍କୁ ଜାନୁଆରୀ ୨୩ରେ ବିବାହ କରିବେ…

ଚାକିରି ଏସ୍‌ସିି କୋଟାରେ, ପଦୋନ୍ନତି ସାଧାରଣ ବର୍ଗରେ

ନବରଙ୍ଗପୁର,୧୨।୧(ବି.ପ୍ର.): ସଂରକ୍ଷଣ ବ୍ୟବସ୍ଥାରେ ଶିକ୍ଷକ ନିଯୁକ୍ତି ପାଇଲେ। ପଦୋନ୍ନତି ସମୟରେ ସାଧାରଣ ବର୍ଗର ସଂରକ୍ଷଣରେ ଫାଇଦା ନେଲେ। ଏହିଭଳି ଅଭିଯୋଗ ଆସିବା ପରେ ଜିଲା ଶିକ୍ଷା ଅଧିକାରୀ…