ଅଙ୍ଗନଓ୍ବାଡି କେନ୍ଦ୍ରରେ ବଢୁଛି ପିଲାଙ୍କ ଉପସ୍ଥାନ

ସୋରଡ଼ା,୧୭ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ବ୍ଲକର ଆଦିବାସୀ ବହୁଳ ଗୋଛା ଅଞ୍ଚଳର ଅଙ୍ଗନଓ୍ବାଡ଼ି କେନ୍ଦ୍ରଗୁଡ଼ିକରେ ଏବେ ଶିଶୁମାନଙ୍କର ଉପସ୍ଥାନ ପ୍ରତ୍ୟହ ବଢୁଥିବା ଲକ୍ଷ୍ୟ କରାଯାଉଛି। ବିଦ୍ୟାଳୟ ପୂର୍ବ…

ଦିନରେ ଭୋକରେ ରହିଲେ, ସନ୍ଧ୍ୟାରେ ମିଳିଲା ମଧ୍ୟାହ୍ନଭୋଜନ

ନବରଙ୍ଗପୁର,୧୭ା୧୧(ବି.ପ୍ର.): ହଷ୍ଟେଲ ଛାଡ଼ି ପ୍ରଧାନ ଶିକ୍ଷକ ଚାଲିଗଲେ। ପିଲାଙ୍କୁ ମିଳିଲାନି ମଧ୍ୟାହ୍ନ ଭୋଜନ ା ଭୋକ ଦିନସାରା ରହିଲେ ୭୨ ଛାତ୍ର। ସମସ୍ୟା ବୁଝିବାକୁ ମଧ୍ୟ କେହି…

ସୂତାଖିଅରେ ଝୁଲିଲା ଆଉଟ୍‌ସୋର୍ସିଂ ଚାକିରି

ନୟାଗଡ଼ ଅଫିସ,୧୭।୧୧: ଆଉଟ୍‌ସୋର୍ସିଂ ମାଧ୍ୟମରେ ନିୟୋଜିତ କର୍ମଚାରୀଙ୍କ ଚାକିରି ନିୟମିତ ହେବା ନେଇ ସରକାରୀ ବ୍ୟବସ୍ଥା ନ ଥିବା ସିଡିଏମ୍‌ଓ ପ୍ରଭାଗୀୟ ଶ୍ରମ ଆୟୁକ୍ତ(ଡିଏଲସି)ଙ୍କୁ ଜଣାଇବା ପରେ…

ବାଲିଯାତ୍ରାରେ କାର୍ଯ୍ୟକ୍ରମ କରିବା ଗର୍ବର କଥା: ମଣ୍ଟୁ ଛୁରିଆ

କଟକ ଅଫିସ, ୧୭ା୧୧: ଦୁଇବର୍ଷ ପରେ ବାଲିଯାତ୍ରା ହେଉଥିବାରୁ ଲୋକଙ୍କ ଗହଳି ଜମୁଛି। ଏହି ଭିଡ ଭିତରେ ସଙ୍ଗୀତ ପରିବେଷଣ କରିବା ନିଆରା। ଦର୍ଶକଙ୍କ ସହଯୋଗ ଓ…

ରକ୍ଷଣାବେକ୍ଷଣ ଅଭାବରୁ ମରିଗଲାଣି ନଡ଼ିଆ ଚାରା

କୋଣାର୍କ,୧୭।୧୧(ଡି.ଏନ୍‌.ଏ.): ମହାତ୍ମାଗାନ୍ଧୀ ଜାତୀୟ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ ପୁରୀ ଜିଲା ମୃତ୍ତିକା ସଂରକ୍ଷଣ ବିଭାଗ ପକ୍ଷରୁ ୨ ବର୍ଷ ପୂର୍ବରୁ ରାସ୍ତାକଡରେ ନଡିଆ ଚାରା ଲଗାଯାଇଥିଲା।…

ରିଲିଜ୍‌ ପୂର୍ବରୁ ଆଡଭାନ୍ସ ଟିକେଟ୍‌ ବୁକିଂରେ ରେକର୍ଡ

ମୁମ୍ବାଇ: ବଲିଉଡ ଅଭିନେତା ଅଜୟ ଦେବଗନଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ଦୃଶ୍ୟମ-୨ ଶୁକ୍ରବାର ରିଲିଜ୍‌ ହେବାକୁ ଯାଉଛି। ଯାହାକୁ ଦେଖିବା ପାଇଁ ଦର୍ଶକଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ…

କୁକୁର ପାଇଁ ମାଲିକ, ପଶୁପ୍ରେମୀ, କଲୋନିବାସୀ ମୁହାଁମୁହିଁ

ଭୁବନେଶ୍ୱର,୧୬ା୧୧(ବ୍ୟୁରୋ): ଇନ୍‌ଫୋସିଟି ଥାନା ଅନ୍ତର୍ଗତ ତପସ୍ବିନୀ କଲୋନୀରେ ଜଣେ ନାବାଳକଙ୍କୁ ଏକ ପୋଷା କୁକୁର କାମୁଡିବା ଘଟଣାକୁ ନେଇ ଉତ୍ତେଜନା ସୃଷ୍ଟି ହୋଇଛି। କୁକୁରଟିକୁ କଲୋନୀରୁ ବାହାର…

ନାମାଙ୍କନ ଦାଖଲ କଲେ ଭାଜପା ପ୍ରାର୍ଥୀ

ପଦ୍ମପୁର,୧୭ା୧୧(ଡି.ଏନ୍‌.ଏ.): ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ଗୁରୁବାର ଭାଜପା ପ୍ରାର୍ଥୀ ପ୍ରଦୀପ ପୁରୋହିତ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଦଳୀୟ ନେତୃବୃନ୍ଦଙ୍କ ସହିତ ସେ ପଦ୍ମପୁର ଉପଜିଲାପାଳଙ୍କ…

ସତୈନ୍ଦ୍ର ଜୈନଙ୍କ ଜାମିନ ଆବେଦନ ଖାରଜ

ନୂଆଦିଲ୍ଲୀ,୧୭।୧୧: ଆମ ଆଦମୀ ପାର୍ଟିର ନେତା ତଥା ଦିଲ୍ଲୀ ସରକାରର ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କୁ ଦିଲ୍ଲୀ କୋର୍ଟରୁ ଝଟ୍‌କା ଲାଗିଛି। ମନି ଲଣ୍ଡରିଂ ମାମଲାରେ କୋର୍ଟ ତାଙ୍କ…

ନାମାଙ୍କନ ଦାଖଲ କଲେ ସତ୍ୟଭୂଷଣ

ପଦ୍ମପୁର,୧୭ା୧୧(ଡି.ଏନ୍‌.ଏ.): ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ଗୁରୁବାର କଂଗ୍ରେସ ପ୍ରାର୍ଥୀ ସତ୍ୟଭୂଷଣ ସାହୁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଦଳୀୟ ନେତୃବୃନ୍ଦଙ୍କ ସହିତ ସେ ପଦ୍ମପୁର ଉପଜିଲାପାଳଙ୍କ…