ତ୍ରୁଟି ଲୁଚାଇବା ପାଇଁ ଗଣମାଧ୍ୟମକୁ ଦୂରେଇ ରଖାଯାଇଥିବା ଅଭିଯୋଗ

ଜଗତ୍‌ସିଂହପୁର ଅଫିସ, ୧୦ା୧: ଜିଲାରେ ସରକାରଙ୍କ ପକ୍ଷରୁ ଅନେକ ଜନକଲ୍ୟାଣକାରୀ ଯୋଜନା କାର୍ଯ୍ୟକାରୀ ହେଉଛି। ଯୋଜନାଗୁଡିକର ସଫଳ ରୂପାୟନ ହେଉଛି କି ନାହିଁ ସେନେଇ ବିଭିନ୍ନ ସମୟରେ…

ବାରବାଟୀ ଷ୍ଟାଡିୟମ ସ୍ଥିତି ପରଖିଲେ ୫-ଟି ସଚିବ

କଟକ ଅଫିସ,୧୦ା୧: ଆସନ୍ତା ୧୧ ତାରିଖରେ ବାରବାଟୀରେ ଅନୁଷ୍ଠିତ ହେବ ପୁରୁଷ ହକି ବିଶ୍ୱକପ୍‌ର ଉଦ୍‌ଘାଟନୀ ଉତ୍ସବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ତେବେ…

କୋଟିପତି ଅଧୀକ୍ଷଣ ଯନ୍ତ୍ରୀ ଗିରଫ

ଭୁବନେଶ୍ୱର, ୯।୧ (ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗ୍ରାମୀଣ ଜଳ ଯୋଗାଣ ଓ ପରିମଳ ବିଭାଗ (ଆର୍‌ଡବ୍ଲ୍ୟୁଏସ୍‌ଏସ୍‌) ଭୁବନେଶ୍ୱର ଡିଭିଜନର ଅଧୀକ୍ଷଣ ଯନ୍ତ୍ରୀ ବିଜୟାନନ୍ଦ…

ନୂଆରୂପରେ ଟ୍ରାଫିକ ପୋଷ୍ଟ

ଭୁବନେଶ୍ୱର, ୧୦।୧ (ବ୍ୟୁରୋ): ବିଶ୍ୱକପ୍‌ ହକି ପାଇଁ ବିଏମ୍‌ସି, ବିଡିଏ ଏବଂ ସ୍ମାର୍ଟସିଟି ପକ୍ଷରୁ ରାଜଧାନୀ ଭୁବନେଶ୍ୱରକୁ ସଜେଇବା ପାଇଁ ଜୋର୍‌ଦାର ପ୍ରୟାସ ଚାଲିଛି। ରାଜଧାନୀରେ ୯ଟି…

ଡଟ୍‌ ଫେଷ୍ଟରେ ଜମିବ ‘ନାଇଟ୍‌ ବଜାର’

ଭୁବନେଶ୍ୱର, ୧୦।୧ (ବ୍ୟୁରୋ): ହକି ବିଶ୍ୱକପ୍‌ ପାଇଁ ଏବେଠୁ ରାଜଧାନୀରେ ଆରମ୍ଭ ହୋଇଯାଇଛି ଉତ୍ସବ। ପୁଣି ଆଗକୁ ରହିଛି ବଡ଼ ମହୋତ୍ସବ। ମନୋରଞ୍ଜନ ସହ ସ୍ବତନ୍ତ୍ର ଆତିଥେୟତା…

ସମୁଦ୍ର ଉପକୂଳ ଜୀବନଜୀବିକା ବିପଦସଙ୍କୁଳ ହୋଇପଡ଼ୁଛି

ପୁରୀ ଅଫିସ, ୧୦ା୧: ପୁରୀ ଜିଲା ପ୍ରାକୃତିକ ବିପର୍ଯ୍ୟୟ ପ୍ରତିକାର କ୍ରିୟାନୁଷ୍ଠାନ କମିଟି ଏବଂ ଓଡ଼ିିଶା ଜନଶକ୍ତି ମଞ୍ଚ ତରଫରୁ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କ ଜରିଆରେ…

ପ୍ରକାଶ ପାଇଲା ଓଟିଇଟି ପରୀକ୍ଷା ଫଳ

କଟକ ଅଫିସ,୧୦ା୧: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ଫଳ ସୋମବାର ପ୍ରକାଶ ପାଇଛି। ଏହି ପରୀକ୍ଷାରେ ୨ଟି…

ସହରରେ ପଶିଲା ହାତୀ

ପୁରୀ ଅଫିସ, ୧୦ା୧: ପୁରୀ ସହରରେ ହାତୀ ଆତଙ୍କ। ସୋମବାର ଭୋର ସମୟରେ ଚନ୍ଦନପୁର ଅଞ୍ଚଳର ପ୍ରତାପ ପୁରୁଷୋତ୍ତମପୁର ଜଙ୍ଗଲ ନିକଟରେ ଏକ ଦନ୍ତାହାତୀ ଦେଖିବାକୁ ମିଳିଥିଲା।…

ପୋଲିସ ଲୋକଙ୍କ ମିତ୍ର ହୋଇ କାର୍ଯ୍ୟ କରୁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୦ା୧(ବ୍ୟୁରୋ): ରାଜ୍ୟ ପୋଲିସ ବିଭାଗ ୫-ଟିରେ ସାମିଲ ହେବାପରେ ଅନେକ ପରିବର୍ତ୍ତନ ଆସିଛି। ପୋଲିସ ଉପରେ ଲୋକଙ୍କ ଆସ୍ଥା ବଢ଼ିଛି। ଯଦି ଲୋକମାନଙ୍କର ଆସ୍ଥା ଆହୁରି…

ଫୁଟ୍‌ବଲରୁ ଗାରେଥ୍‌ ବାଲେଙ୍କ ଅବସର

ଲସ୍‌ଆଞ୍ଜେଲ୍ସ, ୧୦ା୧(ଏପି): ଓ୍ବେଲ୍ସ ତରଫରୁ ରେକର୍ଡ ୪୧ ଅନ୍ତର୍ଜାତୀୟ ଗୋଲ୍‌ ସ୍କୋର କରିଥିବା ଗାରେଥ୍‌ ବାଲେ ସୋମବାର ଫୁଟ୍‌ବଲରୁ ଅବସର ନେଇଛନ୍ତି। ୩୩ ବର୍ଷୀୟ ବାଲେ ନଭେମ୍ବର…