ଆଜିଠୁ ଗଙ୍ଗାସାଗର ମେଳା

ଭୋଗରାଇ, ୮।୧(ଡି.ଏନ.ଏ.): ପଶ୍ଚିମବଙ୍ଗ ଦକ୍ଷିଣ ୨୪ ପ୍ରଗଣା ଜିଲା ସାଗରଦ୍ୱୀପର ଗଙ୍ଗାସାଗର ମେଳା ରବିବାରଠାରୁ ସରକାରୀ ଭାବେ ଶୁଭାରମ୍ଭ ହେବ। କୋଭିଡ୍‌ ସଂକ୍ରମଣକୁ ସତର୍କ ଦୃ୍‌ଷ୍ଟିରେ ରଖି…

୨୦୨୬ ଯାଏ ବଢ଼ିଲା ଡେଶ୍ଚାମ୍ପଙ୍କ କାର୍ଯ୍ୟକାଳ

ପ୍ୟାରିସ୍‌,୮ା୧: ଫ୍ରାନ୍ସ ଜାତୀୟ ଫୁଟବଲ ଦଳର ମୁଖ୍ୟ କୋଚ ରହିଥିବା ଡିଡିଏର ଡେଶ୍ଚାମ୍ପଙ୍କ କାର୍ଯ୍ୟକାଳ ଶନିବାର ବୃଦ୍ଧି କରାଯାଇଛି। ଆସନ୍ତା ବିଶ୍ୱକପ୍‌ ଯାଏ ଡେଶ୍ଚାମ୍ପଙ୍କ କାର୍ଯ୍ୟକାଳ ବୃଦ୍ଧି…

‘ଜୀବନ ଶାନ୍ତି’ରେ ସଂଶୋଧନକଲା ଏଲ୍‌ଆଇସି

ଭୁବନେଶ୍ୱର,୮।୧: ଜୀବନ ଶାନ୍ତି ପ୍ଲାନ୍‌ରେ ସଂଶୋଧନ କରିଛି ଭାରତୀୟ ଜୀବନ ବୀମା ନିଗମ (ଏଲ୍‌ଆଇସି)। ଏହି ସଂଶୋଧନ ୫ ଜାନୁୟାରୀଠାରୁ ଲାଗୁହେବ ବୋଲି ଏଲ୍‌ଆଇସି ପକ୍ଷରୁ ଘୋଷଣା…

ସରକାରଙ୍କ କରୋନା ନୀତିକୁ ସମାଲୋଚନା: ୧,୧୨୦ ସୋସିଆଲ ମିଡିଆ ଆକାଉଣ୍ଟ ନିଷିଦ୍ଧ କଲେ ଜିନପିଙ୍ଗ ପ୍ରଶାସନ…

ଓ୍ବାଶିଂଟନ,୮।୧ : କରୋନା ବିସ୍ଫୋରଣକୁ ନେଇ ସରକାରଙ୍କ ନୀତିକୁ ସମାଲୋଚନା କରୁଥିବା ଚାଇନା ୧,୧୨୦ ସୋସିଆଲ ମିଡିଆ ଆକାଉଣ୍ଟକୁ ସାମୟିକ କିମ୍ବା ସ୍ଥାୟୀ ଭାବରେ ନିଷିଦ୍ଧ କରିଛି।…

ନୃତ୍ୟ, ବାଦ୍ୟରେ କମ୍ପିଲା ସହର

କେନ୍ଦୁଝର/ପାଟଣା,୮।୧ (ସ୍ବ.ପ୍ର/ଡି.ଏନ୍‌.ଏ): ବିଶ୍ୱକପ୍‌ ହକି ଟ୍ରଫି ଏବଂ ମାସ୍କଟ ‘ଓଲି’କୁ କେନ୍ଦୁଝର ଜିଲାରେ ଭବ୍ୟ ସ୍ବାଗତ କରାଯାଇଛି। ଏଥିପାଇଁ ବିଭିନ୍ନ ସ୍ଥାନରେ ନୃତ୍ୟ, ଗୀତ ଓ ବାଦ୍ୟଯନ୍ତ୍ରର ମଧୁର…

ମଣ୍ଡିରେ କଟ୍‌ନିଛଟ୍‌ନିକୁ ବିରୋଧ

ଖୋର୍ଦ୍ଧା ଅଫିସ,୮।୧: ଖୋର୍ଦ୍ଧା ଜିଲାରେ ଗତବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଆରମ୍ଭରୁ ଧାନମଣ୍ଡିରେ ଅବ୍ୟବସ୍ଥା ଦେଖିବାକୁ ମିଳିଛି। ମିଲ୍‌ ମାଲିକଙ୍କ ମନମାନିରେ ଚାଲିଛି ମଣ୍ଡି। ଧାନର…

ଦାରିଙ୍ଗବାଡିରେ ସର୍ବନିମ୍ନ ତାପମାତ୍ରା ୭ଡିଗ୍ରୀ: ବିଭିନ୍ନ ସ୍ଥାନରେ ତୁଷାରପାତ

ଦାରିଙ୍ଗବାଡ଼ି,୮।୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ପ୍ରବଳ ଶୀତ ଅନୁଭବ ହେଉଛି। ରବିବାର ତୁଷାରପାତ ହୋଇଥିବା ଦେଖିବାକୁ ମିଳିଛି। ସର୍ବନିମ୍ନ ତାପମାତ୍ରା ୭ ଡିଗ୍ରୀ ରହିଥିବା ବଡିଓ…

ଏସିସି ଇକୋମ୍ୟାକ୍ସର ଶୁଭାରମ୍ଭ

ନୂଆଦିଲ୍ଲୀ,୮।୧: ଦେଶର ୩ଟି ରାଜ୍ୟରେ ଆଦାନୀ ଗ୍ରୁପ୍‌ ତା’ର ‘ଏସିସି ଇକୋମ୍ୟାକ୍ସ’ ସିମେଣ୍ଟକୁ ଶୁଭାରମ୍ଭ କରିଛି। ସେହି ରାଜ୍ୟଗୁଡ଼ିକ ହେଉଛି ଓଡ଼ିଶା, ପଶ୍ଚିମବଙ୍ଗ ଓ ବିହାର। ଏ…

‘ମୁଁ ନିଜ ଭିତରେ ପଦ୍ମାବତୀଙ୍କୁ ଦେଖୁଛି’

ସେ ନୃତ୍ୟରେ ନିଜକୁ ହଜାଇ ଦିଅନ୍ତି। କଥାବାର୍ତ୍ତା ହେଉ କି ଚାଲିଚଳନ, ପ୍ରତିଟି କାର୍ଯ୍ୟରେ ନିଜକୁ ଜଣେ ନୃତ୍ୟାଙ୍ଗନାର ପରିଚୟ ଦେବାକୁ ଚାହାନ୍ତି। ସବୁକ୍ଷେତ୍ରରେ ନୃତ୍ୟର ଭାବକୁ…

ପ୍ରିନ୍ସ ହ୍ୟାରି ତାଲିବାନ ମୁହାଁମୁହିଁ: ମରିଥିବା ଆତଙ୍କବାଦୀ ମଣିଷ, ଚେସ୍‌ ବୋର୍ଡର ମୋହରା ନୁହନ୍ତି…

ଲଣ୍ଡନ/କାବୁଲ,୮।୧ : ଜାନୁଆରୀ ୧୦ ରେ ରିଲିଜ ହେବା ପୂର୍ବରୁ ଏହାର କିଛି ଅଂଶ ଲିକ ହେବା ପରେ ବ୍ରିଟେନର ପ୍ରିନ୍ସ ହ୍ୟାରିଙ୍କ ଆତ୍ମଜୀବନୀ ‘ସ୍ପେୟାର’ ଏବେ…