ବରଗଡ଼ ଅଫିସ,୧୦ା୧୧: ବରଗଡ଼ ଜିଲା ପଦ୍ମପୁର ବିଧାନସଭା ଉପନିର୍ବାଚନ ପାଇଁ ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଏନେଇ ପଦ୍ମପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟ ସୂତ୍ରରୁ ସୂଚନା ମିଳିଛି। ଡିସେମ୍ବର…
ଭୁବନେଶ୍ବର, ୧୦ା୧୧(ବ୍ୟୁରୋ):ଧାମନଗର ଉପନିର୍ବାଚନରେ ବିଜୟ ହାସଲକରି ଚର୍ଚ୍ଚାରେ ଥିବା ସୂର୍ଯ୍ୟବଂଶୀ ସୂରଜଙ୍କୁ ପଦ୍ମପୁର ପ୍ରଚାରରେ ଭାଜପା ଓହ୍ଲାଇବ। ପଦ୍ମପୁର ଉପନିର୍ବାଚନରେ ସୂର୍ଯ୍ୟବଂଶୀ ଦଳ ପାଇଁ ପ୍ରଚାର କରିବେ…
ମସ୍କୋ,୧୦।୧୧ : ଆସନ୍ତା ସପ୍ତାହରେ ଇଣ୍ଡୋନେସିଆର ବାଲିରେ ହେବାକୁ ଥିବା ଜି-୨୦ ଶିଖର ସମ୍ମିଳନୀରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଯୋଗଦେବେ ନାହିଁ। ରାଷ୍ଟ୍ରପତି ପୁଟିନଙ୍କ ବଦଳରେ…
ଭୁବନେଶ୍ୱର,୧୦ା୧୧(ବ୍ୟୁରେ): ରାଜ୍ୟରେ ହାଲୁକା ଶୀତ ଜାରି ରହିଛି। ତେବେ ଆସନ୍ତା ୧୨ ତାରିଖ ପରେ ରାଜ୍ୟରେ ଶୀତର ପ୍ରକୋପ ବଢ଼ିବ। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ…
ଭୁବନେଶ୍ୱର,୧୦।୧୧ବ୍ୟୁରୋ):ରାଜଧାନୀ ଭୁବନେଶ୍ୱରରେ ମା’ବାପା ନିଜ ଶିଶୁଙ୍କୁ ବିକ୍ରି କରିବା ଭଳି ସ୍ପର୍ଶକାତର ଘଟଣା ବାରମ୍ବାର ଘଟୁଛି। ମଙ୍ଗଳବାର ବଡ଼ଗଡ଼ ଥାନାଞ୍ଚଳରୁ ୩ବର୍ଷର ଜଣେ ଶିଶୁକନ୍ୟାଙ୍କୁ ଚାଇଲ୍ଡଲାଇନ୍ ଉଦ୍ଧାର…
ଯାଜପୁର ଅଫିସ,୧୦ା୧୧: ରାଜ୍ୟ ସରକାରଙ୍କ ସୁପାରିସକ୍ରମେ କେନ୍ଦ୍ର ସରକାରଙ୍କ ଶିଳ୍ପ ଓ ବାଣିଜ୍ୟ ମନ୍ତ୍ରଣାଳୟ ପକ୍ଷରୁ ୨୦୧୯ରେ କଳିଙ୍ଗନଗର ଶିଳ୍ପାଞ୍ଚଳକୁ ଜାତୀୟ ଉପତ୍ାଦନ ବିନିଯୋଗ କ୍ଷେତ୍ର (ନ୍ୟାଶନାଲ…
ପାଟଣା,୧୦ା୧୧(ସ୍ବ.ପ୍ର.):କେନ୍ଦୁଝର ଜିଲା ପାଟଣା ରେଞ୍ଜ୍ରେ ବୁଲୁଥିବା ୨୪ ଟିକିଆ ଝାଡ଼ଖଣ୍ଡୀ ହାତୀପଲ ଜନବସତିମୁହଁା ହୋଇଛନ୍ତି। ଗତ ମଙ୍ଗଳବାର ଅପରାହ୍ନରେ ହାତୀ ମାତାଲ ହୋଇ କାଜୁ ଜଙ୍ଗଲରେ ପଡ଼ିଥିବା…
ଭୁବନେଶ୍ୱର,୧୦।୧୧(ବ୍ୟୁରୋ):ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସେ ନୂଆଦିଲୀରୁ ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନ ବନ୍ଦରରେ ସକାଳ ୧୦ଟା ୫୦…
ଭୁବନେଶ୍ୱର,୧୦ା୧୧(ବ୍ୟୁରୋ): ଲେଡି ବ୍ଲାକ୍ମେଲର ଅର୍ଚ୍ଚନା ନାଗଙ୍କ ଘରେ ଗୁରୁବାର ଇଡି ଚଢ଼ାଉ କରିଛି। ଏଥିସହିତ ଅର୍ଚ୍ଚନାଙ୍କ ବିଜ୍ନେସ ପାର୍ଟନର ଖଗେଶ୍ୱରଙ୍କ କାର୍ ଶୋ’ରୁମ୍ ଏବଂ ବାଲିପାଟଣାସ୍ଥିତ ଘରେ…
ଚେନ୍ନାଇ,୧୦।୧୧ : ଜାତୀୟ ତଦନ୍ତ ଏଜେନ୍ସି (ଏନଆଇଏ) ପକ୍ଷରୁ ଗୁରୁବାର ତାମିଲନାଡୁର ୪୫ ଟି ସ୍ଥାନରେ ଏକକାଳୀନ ଚଢ଼ାଉ ଆରମ୍ଭ କରିଛି। ଦୀପାବଳି ଅବସରରେ କୋଏମ୍ବାଟୁରରେ ଏକ…