ଗୋଟେ ପଟେ ହାତୀ ଆତଙ୍କ, ଆଉ ଗୋଟେ ପଟେ ଜଳକ୍ରୀଡ଼ା ଦେଖିବାକୁ ଲୋକେ ଉତ୍ସାହିତ

କେନ୍ଦୁଝର,୯ା୧୧(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ହାତୀ ଉପଦ୍ରବ ବୃଦ୍ଧି ପାଉଥିବା ବେଳେ ବନ ବିଭାଗ ଲୋକଙ୍କ ଧନଜୀବନର ସୁରକ୍ଷା କରିବାରେ ବିଫଳ ହେଉଛି। ଅନ୍ୟପକ୍ଷରେ ହାତୀ ଉପଦ୍ରବ ବଢୁଥିବାରୁ…

ନେପାଳରେ ଭୂକମ୍ପ: ୬ ମୃତ

କାଠମାଣ୍ଡୁ,୯।୧୧:ନେପାଳ ଦୋତି ଜିଲାରେ ବୁଧବାର ଭୋରରୁ ବଡ଼ ଧରଣ ଭୂ-କମ୍ପ ହୋଇଥିବାବେଳେ ଏଥିରେ ୬ ଜଣଙ୍କ ମୃତ୍ୟୁ ଘଟିଛି। ୫ ଜଣ ଶୁରୁତର ଆହତଙ୍କୁ ଚିକିତ୍ସା ପାଇଁ…

ବଲିଉଡ୍‌ରେ ୧୫ ବର୍ଷ ପୂରଣ କଲେ ରଣବୀର

ମୁମ୍ବାଇ: ରଣବୀର କପୁର ସଞ୍ଜୟ ଲୀଲା ଭଁସାଲିଙ୍କ ଫିଲ୍ମ ‘ସାଓ୍ବରିଆ’ ଜରିଆରେ ବଲିଉଡ୍‌ରେ ଡେବ୍ୟୁ କରିଥିଲେ। ଏହି ଫିଲ୍ମ ସହିତ ସେ ବଲିଉଡ୍‌ରେ ଜଣେ ସୁପରଷ୍ଟାର ଭାବରେ…

ରାଜସ୍ବ ଗ୍ରାମ ମାନ୍ୟତା ମିଳୁ ନ ଥିବାରୁ ଅସନ୍ତୋଷ

କେନ୍ଦୁଝର,୯ା୧୧(ସ୍ବ.ପ୍ର.): ଜଙ୍ଗଲ ଜମି ଅଧିକାର ଆଇନ ୨୦୦୬ରେ ପ୍ରାବଧାନ ଥିବା ସତ୍ତ୍ୱେ ବଣଜଙ୍ଗଲ ଘେରା ଅଞ୍ଚଳରେ ରହୁଥିବା ପୁରାତନ ବସ୍ତି ଓ ଗ୍ରାମଗୁଡ଼ିକୁ ରାଜସ୍ବ ଗ୍ରାମର ମାନ୍ୟତା…

ମୋଦିଙ୍କ ଭଳି ମିଥ୍ୟା ପ୍ରତିଶ୍ରୁତି ଦେଇପାରିବୁ ନାହିଁ, ଯାହା କହିଛୁ ପୂରଣ କରିବୁ: ଖାର୍ଗେ

ଶିମଲା,୯।୧୧: ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ରାଜନୀତି ସରଗରମ ହୋଇଛି। ଭିନ୍ନ ଦଳ ପକ୍ଷରୁ ଭୋଟରଙ୍କ ମନ ଜିଣିବା ପାଇଁ ବିଭିନ୍ନ ପ୍ରକାର ପ୍ରତିଶ୍ରୁତି ଦେଉଛନ୍ତି।…

ଫ୍ଲାଟ୍‌ ଦେବା ନାଁରେ ୨୦ ଲକ୍ଷ ଟଙ୍କା ଠକି ବନ୍ଧା ହେଲେ ବିଲ୍‌ଡର

ଭୁବନେଶ୍ୱର,୯।୧୧(ବ୍ୟୁରୋ): ରାଜଧାନୀରେ ଫ୍ଲାଟ ଦେବା ନାଁରେ ୨୦ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ଜଣେ ବିଲ୍‌ଡରଙ୍କୁ ମଞ୍ଚେଶ୍ୱର ଥାନା ପୋଲିସ ବୁଧବାର ଗିରଫ କରିଛି । ସେ…

୩ ମାସ ପରେ ଜେଲ୍‌ରୁ ମୁକୁଳିଲେ ସଞ୍ଜୟ

ମୁମ୍ବାଇ,୯।୧୧: ପାତ୍ରା ଚୌଲ ନବୀକରଣ ପ୍ରକଳ୍ପ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ଶିବସେନାର ବରିଷ୍ଠ ନେତା ସଞ୍ଜୟ ରାଉତ ବୁଧବାର ୩ ମାସ୍‌ ପରେ ଜେଲରୁ ମୁକୁଳିଛନ୍ତି।…

ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ରାଜଧାନୀରେ ଛୁଟି ଘୋଷଣା, ଅପରାହ୍ନ ୧ଟାରୁ ଏସବୁ ବନ୍ଦ

ଭୁବନେଶ୍ୱର,୯।୧୧(ବ୍ୟୁରୋ): ରାଷ୍ଟ୍ରପତି ହେବା ପରେ ଗୁରୁବାର ପ୍ରଥମଥର ପାଇଁ ନିଜ ଗୃହ ରାଜ୍ୟକୁ ଆସୁଛନ୍ତି ଦେଶର ପ୍ରଥମ ଆଦିବାସୀ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହାକୁ ସମ୍ମାନ ଜଣାଇ…

ପୁଣି ଆମେରିକା-ଚାଇନା ମୁହାଁମୁହିଁ

ତାଇପେଇ,୯ା୧୧: ତାଇଓ୍ବାନକୁ ନେଇ ପୁଣି ଥରେ ଆମେରିକା ଏବଂ ଚାଇନା ମୁହାଁମୁହିଁ ହୋଇଛନ୍ତି। ଅଗଷ୍ଟରେ ଆମେରିକା ଲୋକ ସଭାର ବାଚସ୍ପତି ନାନ୍ସି ପେଲୋସୀଙ୍କ ତାଇଓ୍ବାନ ଗସ୍ତ ସମୟରେ…

ରାତି ଅଧରେ ବିଗ୍‌ବସ୍‌ରୁ ବିଦା ହେଲେ ଅର୍ଚ୍ଚନା !

ବମ୍ବେ: ରାତି ଅଧରେ ବିଗ୍‌ବସ୍‌ରୁ ବିଦା ହୋଇଛନ୍ତି ସାଉଥ୍‌ର ସନି ଲିଓନି ଓରଫ ଅର୍ଚ୍ଚନା ଗୌତମ। ବିଗ୍‌ବସ୍‌ ସିଜନ-୧୬ର ସବୁଠାରୁ ଏଣ୍ଟରଟେନିଂ ପ୍ରତିଯୋଗୀ ଥିଲେ ସେ। ଶୋ’ରେ…