ଓଲଟିଲା ବସ୍‌: ୨୫ରୁ ଊର୍ଦ୍ଧ୍ୱ ଗୁରୁତର

ଆଳି ୪।୧(ଡି.ଏନ୍‌.ଏ.): କେନ୍ଦ୍ରାପଡା ଜିଲା ଆଳି ଥାନା ଅନ୍ତର୍ଗତ କଟକ ଚାନ୍ଦବାଲି ରାଜ୍ୟ ରାଜପଥର ଛପୋଲିଆଠାରେ ନାୟକ ଆଣ୍ଡ ନାୟକ ବସ୍‌ ବୁଧବାର ରାସ୍ତାର ତଳକୁ ଓଲଟି…

ବୁମ୍‌ରାଙ୍କ ରେକର୍ଡ ଭାଙ୍ଗିଲେ ଉମରାନ୍‌

ମୁମ୍ବାଇ,୪।୧: ଭାରତ ବିଜୟର ସହ ବର୍ଷ ଆରମ୍ଭ କରିଛି। ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟି-୨୦ରେ ଟିମ ଇଣ୍ଡିଆ ୨ ରନରେ ଜିତିଥିଲା। ଏହି ମ୍ୟାଚରେ ଭାରତୀୟ ବୋଲରଙ୍କ…

ୟୁରୋପକୁ ଜାଗ୍ରତ କରିବା ଲାଗି ଏକ ଓ୍ବେକ ଅପ୍‌ କଲ ଜରୁରୀ: ଜୟଶଙ୍କର…

ନୂଆଦିଲ୍ଲୀ/ଭିଏନା,୪।୧ : ଅଷ୍ଟ୍ରିଆ ଗସ୍ତରେ ଭାରତୀୟ ବହିର୍ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ୟୁରୋପୀୟ ଦେଶମାନଙ୍କୁ ପରାମର୍ଶ ଦେଇଛନ୍ତି। ଭିଏନାରେ ଏକ ସାକ୍ଷାତକାରରେ ସେ ୟୁରୋପକୁ ନୂତନ ବିଶ୍ୱ…

ରିଷଭ ପନ୍ତକୁ କରାଯିବ ମୁମ୍ବାଇ ସ୍ଥାନାନ୍ତର

ମୁମ୍ବାଇ,୪।୧: ଡିସେମ୍ବର ୩୦ରେ ଏକ କାର ଦୁର୍ଘଟଣାରେ ଭାରତୀୟ କ୍ରିକେଟ ଦଳର ଉଇକେଟ କିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ଗୁରୁତର ଆହତ ହୋଇଥିଲେ। ସେ ଡେରାଡୁନର ମ୍ୟାକ୍ସ…

ଉଇଗୁରୁ ମୁସଲମାନ ପ୍ରସଙ୍ଗ ନେଇ ଚାଇନା-ତୁର୍କୀ ମୁହାଁମୁହିଁ…

ବେଜିଂ/ଇସ୍ତାନବୁଲ,୪।୧ : ଉଇଗୁରୁ ମୁସଲମାନ ପ୍ରସଙ୍ଗରେ ଚାଇନା ଏବଂ ତୁର୍କୀ ପୁଣି ମୁହାଁମୁହିଁ ହୋଇଛନ୍ତି। ଚାଇନା ତୁର୍କୀ ରାଷ୍ଟ୍ରଦୂତଙ୍କୁ ଶିନଝିଆଙ୍ଗ ପ୍ରଦେଶ ପରିଦର୍ଶନ କରିବାକୁ ଅନୁମତି ଦେବାକୁ…

ଡୋକରିଚଞ୍ଚରାରେ ଡୋକରୀ ଦେବୀଙ୍କ ମଣ୍ଡେଇ ଯାତ୍ରା

କୋକସରା,୪।୧(ଡି.ଏନ.ଏ.): କଳାହାଣ୍ଡି ଜିଲାର ଅନ୍ୟତମ ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରିଚଞ୍ଚରା ଠାରେ ମଙ୍ଗଳବାର ଗୁଡହାଣ୍ଡି ଉନ୍ନୟନ କମିଟି ପକ୍ଷରୁ ଡୋକରୀ ଦେବୀଙ୍କ ବାର୍ଷିକ ମଣ୍ଡେଇ ଯାତ୍ରା ଅନୁଷ୍ଠିତ ହୋଇଯାଇଛି। କୋକସରା…

ସୁରକ୍ଷା ଯାଞ୍ଚ୍‌: ବିମାନ ବନ୍ଦରର ମହିଳାଙ୍କୁ ପୋଷାକ ବାହାର କରିବାକୁ କୁହାଗଲା…

ବେଙ୍ଗାଲୁରୁ,୪।୧ : ବେଙ୍ଗାଲୁରୁ ବିମାନବନ୍ଦରରେ ସୁରକ୍ଷା ନାମରେ ଜଣେ ମହିଳା ସଙ୍ଗୀତଜ୍ଞଙ୍କର ପାଷାକ ବାହାର କରାଯାଇ ଥିବା ଅଭିଯୋଗ ସାମ୍ନାକୁ ଆସିଛି। ଘଟଣା ସମ୍ପର୍କରେ ପୀଡିତା କହିଛନ୍ତି…

ଉତ୍ତମ ଫସଲ ନେଇ ବାଲି , ଗାଙ୍ଗମାଁ ପର୍ବ

ପଟ୍ଟାଙ୍ଗି,୪।୧ (ଡି.ଏନ.ଏ.): ପ୍ରତିବର୍ଷ ଯେପରି ନିଜ ଚାଷଜମି ନିଜ ଜମିରେ ଉତ୍ତମ ଚାଷ ସହ ଅଧିକ ଫସଲ ଉତ୍ପାଦନ ପାଇଁ ମଙ୍ଗଳବାର କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦରସ୍ଥିତ…

ଯାତ୍ରୀଙ୍କ ଉପରେ ପ୍ରତିବନ୍ଧକ ନେଇ ଚାଇନା ଚେତାବନୀର ଜବାବ ଦେଲା ଆମେରିକା…

ଓ୍ବାଶିଂଟନ/ବେଜିଂ,୪।୧ :ଚାଇନାରେ କରୋନା ମହାମାରୀ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଡାକ୍ତରଖାନାଗୁଡ଼ିକରେ ସ୍ଥାନ ନାହିଁ ଏବଂ ଶ୍ମଶାନରେ ଅନ୍ତିମ ସଂସ୍କାର ପାଇଁ ଧାଡି ଲାଗି ରହିଛି। ବଢୁଥିବା…

ନାରୀ ଶିକ୍ଷାର ଆଲୋକବର୍ତ୍ତିକା ଥିଲେ

ଜୟପୁର,୪।୧(ନି.ପ୍ର.): ସ୍ଥାନୀୟ ଶ୍ରମିକ କର୍ମଚାରୀ ଭବନଠାରେ ଭାରତବର୍ଷରେ ପ୍ରଥମେ ମହିଳାଙ୍କ ଶିକ୍ଷା ପାଇଁ ବିଦ୍ୟାଳୟ ପ୍ରତିଷ୍ଠା କରିଥିବା ସାବିତ୍ରୀବାଈ ଫୁଲେଙ୍କ ୧୯୩ତମ ଜୟନ୍ତୀ ମଙ୍ଗଳବାର ପାଳିତ ହୋଇଯାଇଛି।…