ସମ୍ପତ୍ତି ପାଇଁ ଜିଅନ୍ତା ସମାଧି ଉଦ୍ୟମ

ପାରଳାଖେମୁଣ୍ଡି, ୯ା୧୧(ଡି.ଏନ୍‌.ଏ.): ଗଜପତି ଜିଲା ପଡ଼ୋଶୀ ରାଜ୍ୟ ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମ ଜିଲାର ହରିପୁର ଗ୍ରାମରେ ମଙ୍ଗଳବାର ସମ୍ପତ୍ତି ପାଇଁ ମା’, ଝିଅଙ୍କୁ ଜିଅନ୍ତା ସମାଧି ଉଦ୍ୟମ କରାଯାଉଛି।…

ରାଜଧାନୀରେ ଡ୍ରାଇଭରଙ୍କ ଦଣ୍ଡବତ ଯାତ୍ରା

ଭୁବନେଶ୍ୱର,୯।୧୧(ବ୍ୟୁରୋ): ୯ ଦଫା ଦାବି ନେଇ ଏକାଧିକ ଥର ଆନ୍ଦୋଳନ ପରେ ପ୍ରତିଶ୍ରୁତି ପୂରଣ କରା ନ ଯିବାରୁ ଶେଷରେ ରାଜ୍ୟ ଡ୍ରାଇଭର ମହାସଂଘ ଆନ୍ଦୋଳନକୁ ଓହ୍ଲାଇଛି।…

ଭିମ୍‌ସାରରେ ନକଲି ନିଯୁକ୍ତିପତ୍ର

ସମ୍ବଲପୁର, ୯ା୧୧(ବ୍ୟୁରୋ): ସମ୍ବଲପୁରର ବୁର୍ଲାସ୍ଥିତ ଭିମ୍‌ସାରରେ ୪ଜଣ ଯୁବତୀଯୁବକଙ୍କୁ ଆଟେଣ୍ଡାଣ୍ଟ ପଦରେ ନିଯୁକ୍ତି ଦିଆଯାଇଛି। ଏଥିରେ ସ୍ବାସ୍ଥ୍ୟ ବିଭାଗ ସଚିବଙ୍କ ସ୍ବାକ୍ଷର ସହ ଓଡ଼ିିଶା ସରକାରଙ୍କ ଲୋଗୋ…

ସପ୍ତାହେ ହାଲୁକା ଶୀତ

ଭୁବନେଶ୍ୱର,୯ା୧୧(ବ୍ୟୁରୋ): କାର୍ତ୍ତିକ ମାସ ଶେଷ ହେଲା। ଶୀତର ନାଁଗନ୍ଧ ନାହିଁ। ହାଲୁକା ଶୀତ ପଡ଼ିଥିଲେ ବି ପାରଦ ତଳମୁହାଁ ହେଉନାହିଁ। ଅଧିକାଂଶ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୨୦…

ଆଜି ପାଣିକୋଇଲି ଟୋଲ୍‌ପ୍ଲାଜା ସ୍ଥାନାନ୍ତର

ଯାଜପୁର ଅଫିସ, ୯ା୧୧: ନ୍ୟାଶନାଲ ହାଇୱେ ଅଥରିଟି ଅଫ୍‌ ଇଣ୍ଡିଆ (ଏନଏଚ୍‌ଏଆଇ) ଅଧୀନରେ ଥିବା ଯାଜପୁର ଜିଲା ପାଣିକୋଇଲି ଟୋଲ୍‌ ପ୍ଲାଜା ଦୀର୍ଘ ୬ ବର୍ଷର ପ୍ରତୀକ୍ଷା…

ଆଜି ପାକିସ୍ତାନ-ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ସେମିଫାଇନାଲ: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍‌

ସିଡନୀ,୯।୧୧: ଟି-୨୦ ବିଶ୍ୱକପ ୨୦୨୨ର ପ୍ରଥମ ସେମିଫାଇନାଲରେ ଆଜି ପାକିସ୍ତାନ ନ୍ୟୁଜିଲାଣ୍ଡକୁ ଭେଟିବ। ଗ୍ରୁପ-୧ରେ ଶୀର୍ଷରେ ରହି ନ୍ୟୁଜିଲାଣ୍ଡ ଏବଂ ପାକିସ୍ତାନ ଦଳ ଗ୍ରୁପ-୨ରେ ଦ୍ୱିତୀୟ ସ୍ଥାନରେ…

ବେନାମୀ ଚିଠି ଖୋଲିଲା ଗୁମର

ନୂଆପଡ଼ା ଅଫିସ,୯।୧୧: ନୂଆପଡ଼ା ସଦର ଥାନା ଟାୱାଟ ପଞ୍ଚାୟତ ରତିପାଲି ଗାଁର ଯୁକ୍ତ ୨ ପ୍ରଥମ ବର୍ଷ ଛାତ୍ରୀ ନିଖୋଜ ଘଟଣାର ଗୁମର ଖୋଲିଛି ବେନାମୀ ଚିଠି।…

ମହୁଲି ପିଇ ହାତୀ ମାତାଲ

ପାଟଣା, ୯ା୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅଞ୍ଚଳରେ ରନ୍ଧା ମହୁଲି ମଦ ପୋଚ ପିଇ ୨ ହାତୀ ମାତାଲ ହେବା ଚର୍ଚ୍ଚାର ବିଷୟ ହୋଇଛି। ଏହି…

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବାସଭବନ ଆଗରେ କିଡ୍‌ନୀ ରୋଗୀଙ୍କ ଧାରଣା

ଭୁବନେଶ୍ବର,୯ା୧୧(ବ୍ୟୁରୋ): ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସଙ୍କ ସରକାରୀ ବାସଭବନ ଆଗରେ କିଡ୍‌ନୀ ରୋଗୀ ଓ ସେମାନଙ୍କ ସମ୍ପର୍କୀୟମାନେ ମଙ୍ଗଳବାରଠାରୁ ଧାରଣା ଦେଇଛନ୍ତି।…

ସ୍କୁଲରୁ ଦଶମ ଶ୍ରେଣୀ ଛାତ୍ର ନିଖୋଜ

ପାପଡ଼ାହାଣ୍ଡି/ଡାବୁଗଁା/ନବରଙ୍ଗପୁର,୯ା୧୧(ଡି.ଏନ୍‌.ଏ./ବି.ପ୍ର.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ମାନିଗଁା ସରକାରୀ ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀ ଛାତ୍ର ଶଙ୍କର ହରିଜନ ସ୍କୁଲରୁ ନିଖୋଜ ଅଛନ୍ତି। ଏ ନେଇ ସୋମବାର…