ପ୍ରସିଦ୍ଧ ଧାର୍ମିକ ଗୁରୁ ସିଦ୍ଧେଶ୍ୱର ସ୍ବାମୀଜୀଙ୍କ ପରଲୋକ: ପ୍ରଧାନମନ୍ତ୍ରୀଙ୍କ ଶୋକ

ବେଙ୍ଗାଲୁରୁ,୩।୧: କର୍ନାଟକର ବିଜୟପୁର ଜିଲାରେ ଅବସ୍ଥିତ ଜନ୍ନାୟୋଗାଶ୍ରାମର ପ୍ରସିଦ୍ଧ ଧାର୍ମିକ ଗୁରୁ ସିଦ୍ଧେଶ୍ୱର ସ୍ବାମୀଜୀଙ୍କ ପରଲୋକ ଘଟିଛି। ତାଙ୍କୁ ୮୧ ବର୍ଷ ହୋଇଥିଲା। ସେ କିଛି ଦିନ…

ସୂର୍ଯ୍ୟନଗରୀ ଏକ୍ସପ୍ରେସ୍‌ର ୧୧ ବଗି ଲାଇନଚ୍ୟୁତ

ନୂଆଦିଲ୍ଲୀ,୩।୧: ମୁମ୍ବାଇ-ଯୋଧପୁର ମଧ୍ୟରେ ଚଳାଚଳ କରୁଥିବା ସୂର୍ଯ୍ୟନଗରୀ ଏକ୍ସପ୍ରେସ୍‌ର ୧୧ଟି ବଗି ଲାଇନଚ୍ୟୁତ ହୋଇଛି। ସୋମବାର ଭୋର ସମୟରେ ଯୋଧପୁର ଡିଭିଜନ୍‌ର ରାଜକିଆଓ୍ବାସ-ବୋମଦ୍ରା ସେକ୍ସନ ମଧ୍ୟରେ ଏହି…

ନୋଟ୍‌ବନ୍ଦୀ ନିଷ୍ପତ୍ତି କାଏମ ରହିଛି କହିବା ଠିକ୍‌ ନୁହେଁ: କଂଗ୍ରେସ

ନୂଆଦିଲ୍ଲୀ,୩।୧: ବିମୁଦ୍ରୀକରଣ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ କାଏମ ରଖିଛନ୍ତି କହିବା ବିଭ୍ରାନ୍ତିକର ଓ ଭୁଲ୍‌ ବୋଲି କଂଗ୍ରେସ କହିଛି। ନିଷ୍ପତ୍ତି ଗ୍ରହଣ ପ୍ରକ୍ରିୟାର ସୀମିତ ପ୍ରସଙ୍ଗ ଉପରେ ସୁପ୍ରିମକୋର୍ଟଙ୍କ…

ଅନ୍ତର୍ଜାତୀୟ ଶାନ୍ତି ପାଇଁ ଆତଙ୍କବାଦ ବିପଦ: ଜୟଶଙ୍କର

ଭିଏନା,୩।୧: ଆତଙ୍କବାଦ ଅନ୍ତର୍ଜାତୀୟ ଶାନ୍ତି ଏବଂ ନିରାପତ୍ତା ପାଇଁ ବିପଦ ବୋଲି ଅଷ୍ଟ୍ରିଆ ଗସ୍ତର ଦ୍ୱିତୀୟ ଦିନରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଜୟଶଙ୍କର କହିଛନ୍ତି। ଏଥି ମଧ୍ୟରେ…

ଆତଙ୍କବାଦୀ ଆକ୍ରମଣ: ୨ ଶିଶୁ ମୃତ

ରାଜୌରୀ/ଜମ୍ମୁ,୩।୧: ଜମ୍ମୁ-କଶ୍ମୀରର ରାଜୌରୀ ଜିଲା ଅନ୍ତର୍ଗତ ଡାଙ୍ଗ୍ରୀ ଗ୍ରାମରେ ଆତଙ୍କବାଦୀମାନେ ୧୪ ଘଣ୍ଟା ମଧ୍ୟରେ ଦ୍ୱିତୀୟ ଆକ୍ରମଣ କରିଛନ୍ତି। ଏଥିରେ ଦୁଇ ନାବାଳକ ଭାଇଭଉଣୀ ପ୍ରାଣ ହରାଇବା…

‘ମୋ ଝିଅକୁ ନ୍ୟାୟ ଦିଅ’

ନୂଆଦିଲ୍ଲୀ,୩।୧: ଶ୍ରଦ୍ଧା ଓ୍ବାଲ୍‌କର ହତ୍ୟାକାଣ୍ଡ ପରେ ଦିଲ୍ଲୀରେ ଆଉ ଜଣେ ଯୁବତୀଙ୍କ ମୃତ୍ୟୁ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଉତ୍ତର-ପୂର୍ବ ଦିଲ୍ଲୀର ସୁଲତାନପୁରି ଅଞ୍ଚଳରେ ରବିବାର ଭୋର ସମୟରେ…

ଓଡ଼ିଶା: ଆଜିର ଫଟୋ ( ଜାନୁୟାରୀ ୨, ୨୦୨୩ )

ହକି ବିଶ୍ୱକପ ପୂର୍ବରୁ ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରସ୍ତୁତି କୁ ପିଲାମାନେ ଦେଖୁଛନ୍ତି

ବରଗଡ଼ ଧନୁଯାତ୍ରା: ରାଧାକୃଷ୍ଣଙ୍କ ନାବକେଳି

ମଥୁରାନଗରୀ,୨।୧: ବରଗଡ଼ ଧନୁଯାତ୍ରାର ସୋମବାର ସପ୍ତମ ଦିବସରେ ମଥୁରାଧିପତି କଂସ ମହାରାଜଙ୍କ ପରାକ୍ରମ, ଧନୁଯାତ୍ରା ଆୟୋଜନ ଏବଂ ରାଧାକୃଷ୍ଣଙ୍କ ନାବକେଳି ଦୃଶ୍ୟାଭିନୟ ଦେଖିବାକୁ ମିଳିଥିଲା। ରାଧାକୃଷ୍ଣଙ୍କୁ ନେଇ…

ସେଲ୍‌ଫି ଜୋନ୍‌ ପାଲଟିଛି ହକି ଷ୍ଟାଚ୍ୟୁ

ରାଉରକେଲା ଅଫିସ,୨।୧: ରାଉରକେଲା ସହରରେ ଆଉ ମାତ୍ର ୧୧ ଦିନ ପରେ ଆରମ୍ଭ ହୋଇଯିବ ବିଶ୍ୱକପ୍‌ ହକି ମହାକୁମ୍ଭ। ଏଥିପାଇଁ ରାଉରକେଲା ସହର ହକିମୟ ହୋଇ ପଡିଥିବାବେଳେ…

ନାବାଳିକାଙ୍କୁ ବଳାତ୍କାର, ଜଣେ ଗିରଫ

ରାଉରକେଲା ଅଫିସ,୨।୧: ବ୍ରାହ୍ମଣୀତରଙ୍ଗ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ ହୋଇଛି। ଗିରଫ ଅଭିଯୁକ୍ତ ହେଲେ ଝାଡତରଙ୍ଗ ଗ୍ରାମର ଗାନ୍ଧୁ…