ଡ୍ୟାମ୍‌ ନିର୍ମାଣକୁ ବିରୋଧ କରି ଆଦିବାସୀଙ୍କ ପ୍ରଜାମେଳି

ମାଲକାନଗିରି/ମାଥିଲି,୨୯ା୧୨(ଡି.ଏନ.ଏ.): ଓଡ଼ିଶା ସୀମାରେ ପଡୋଶୀ ଛତିଶଗଡ଼ର ପ୍ରକଳ୍ପକୁ ବିରୋଧ କରି ଗୁରୁବାର ଶତାଧିକ ଆଦିବାସୀ ରାସ୍ତାକୁ ଓହ୍ଲାଇଛନ୍ତି। ଆଦିବାସୀ ସଂଘ ମାଧ୍ୟମରେ ଏକାଠି ହୋଇ ମେଳି କରି…

ଗଣତନ୍ତ୍ରଦିବସ ପରେଡ୍‌ରେ ସାମିଲ ହେବେ ଚୌଧୁରୀ

କେନ୍ଦୁଝର/ପାଟଣା,୨୯ା୧୨(ସ୍ବ.ପ୍ର.): ଆସନ୍ତା ଜାନୁୟାରୀ ୨୬ରେ ନୂଆଦିଲ୍ଲୀରେ ହେବାକୁ ଥିବା ଗଣତନ୍ତ୍ର ପରେଡ୍‌ରେ ଭାଗ ନେବାକୁ କେନ୍ଦୁଝର ସଦର ବ୍ଲକ୍‌ କେରୀ ଗ୍ରାମର ଚୌଧୁରୀ ପାତ୍ର(ଗୁଡୁ) ସୁଯୋଗ ପାଇଛନ୍ତି।…

୫ରେ ବିର୍ସାମୁଣ୍ଡା ଷ୍ଟାଡିୟମ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ରାଉରକେଲା ଅଫିସ,୨୯।୧୨: ଆସନ୍ତା ଜାନୁଆରୀ ୧୩ ତାରିଖରେ ଷ୍ଟିଲସିଟି ରାଉରକେଲାରେ ପ୍ରଥମ କରି ପୁରୁଷ ହକି ବିଶ୍ୱକପ୍‌ ଖେଳାଯିବ। ଏଥିପାଇଁ ବିର୍ସାମୁଣ୍ଡା ଷ୍ଟାଡିୟମର ନିର୍ମାଣ କାର୍ଯ୍ୟ ଶେଷ…

୪୫୦ ଲିଟର ନକଲି ମଦ ଜବତ, ୪ ଗିରଫ

ରାଉରକେଲା ଅଫିସ,୨୯।୧୨: ନକଲି ମଦ ଚାଲାଣ ବେଳେ ରାଉରକେଲା ଅବକାରୀ ପୋଲିସ ୪ଜଣଙ୍କୁ ଗୁରୁବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବେଦବ୍ୟାସ ଅଞ୍ଚଳର ସଞ୍ଜୀପ ସାଓ,…

ଗୁପ୍‌ଚୁପ୍‌ ବିକାଳିଙ୍କୁ ଆକ୍ରମଣ, ୩ ଗିରଫ

ରାଉରକେଲା ଅଫିସ,୨୯।୧୨: ରାଉରକେଲା ରେଳ ଷ୍ଟେଶନ ରୋଡ୍‌ ଅଞ୍ଚଳରେ ଜଣେ ଗୁପ୍‌ଚୁପ୍‌ ବିକାଳିଙ୍କୁ ଆକ୍ରମଣ ଅଭିଯୋଗରେ ପ୍ଲାଣ୍ଟସାଇଟ ପୋଲିସ ଗୁରୁବାର ୩ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ…

ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ବେଞ୍ଜାମିନ୍‌ ନେତ୍‌ନ୍ୟାହୁ

ଜେରୁଜେଲମ,୨୯।୧୨: ଦକ୍ଷିଣପନ୍ଥୀ ନେତା ବେଞ୍ଜାମିନ୍‌ ନେତ୍‌ନ୍ୟାହୁ ପୁଣି ଥରେ ଇସ୍ରାଏଲର ପ୍ରଧାନମନ୍ତ୍ରୀ ହୋଇଛନ୍ତି। ଗୁରୁବାର ସେ ପ୍ରଧାନମନ୍ତ୍ରୀ ପଦ ପାଇଁ ଗୋପନୀୟତାର ଶପଥ ପାଠ କରିଥିଲେ। ଷଷ୍ଠ…

ବିନା ହିଜାବରେ ଚେସ୍‌ ଖେଳିଲେ

ଅଲ୍‌ମାଟି,୨୯ା୧୨: ଏଫ୍‌ଆଇଡିଇ ଓ୍ବାଲର୍‌ଡ ରାପିଡ୍‌ ଆଣ୍ଡ୍‌ ବ୍ଲିଜ୍‌ ଚାମ୍ପିୟନ୍‌ଶିପ୍‌ କାଜାଖାସ୍ତାନର ଅଲ୍‌ମାଟିରେ ଆୟୋଜିତ ହୋଇଛି। ଏଥିରେ ଇରାନର ଚେସ୍‌ ଖେଳାଳି ସାରା ଖାଦେମ୍‌ ଭାଗନେଇଥିଲେ। ଇରାନ ସରକାର…

ପ୍ରକାଶ ପାଇଲା ସିବିଏସ୍‌ଇ ଦଶମ, ଦ୍ୱାଦଶ ପରୀକ୍ଷା ସୂଚୀ

ଭୁବନେଶ୍ୱର,୨୯।୧୨(ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିଏସ୍‌ଇ) ଦଶମ ଏବଂ ଦ୍ୱାଦଶ ପରୀକ୍ଷା ଫେବୃୟାରୀ ୧୫ ତାରିଖରୁ ଆରମ୍ଭ ହେବ। ଏ ନେଇ ଗୁରୁବାର ସିବିଏସ୍‌ଇ ପକ୍ଷରୁ ଏକ…

ଯାତ୍ରୀଙ୍କ ତଥ୍ୟ ଚୋରି ଅଭିଯୋଗକୁ ଖଣ୍ଡନ କଲା ରେଲଓ୍ବେ

ନୂଆଦିଲ୍ଲୀ,୨୯ା୧୨: ଭାରତୀୟ ରେଳପଥର ୩ କୋଟି ଯାତ୍ରୀଙ୍କ ତଥ୍ୟ ଚୋରି କରାଯାଇ ଡାର୍କ ଓ୍ବେବ୍‌ରେ ବିକ୍ରି ପାଇଁ ରଖାଯାଇଥିବା ହକରମାନଙ୍କ ଫୋରମ୍‌ ପକ୍ଷରୁ ଦାବି କରାଯାଇଛି। ତେବେ…

‘ପଠାନ୍‌’ରେ ପରିବର୍ତ୍ତନ କରିବାକୁ ସେନ୍‌ସର ବୋର୍ଡର ନିର୍ଦ୍ଦେଶ

ମୁମ୍ବାଇ,୨୯ା୧୨: ଡିସେମ୍ବର ୧୨ରୁ ଅନ୍‌ଲାଇନ୍‌ରେ ଉପଲବ୍ଧ ଶାହରୁଖ୍‌ ଖାନ୍‌ ଓ ଦୀପିକା ପାଦୁକୋଣଙ୍କ ଅଭିନୀତ ବଲିଉଡ୍‌ ଫିଲ୍ମ ‘ପଠାନ୍‌’ର ବେସରମ୍‌ ରଙ୍ଗ୍‌ ଗୀତକୁ ନେଇ ବିବାଦ ଜୋର୍‌…