ଏଏପି ଗୁଜରାଟରେ ନିଶ୍ଚିତ ବିଜୟ ହାସଲ କରିବ: କେଜିର୍‌ଓ୍ବାଲ

ନୂଆଦିଲ୍ଲୀ,୩।୧୧: ଗୁଜରାଟ ବିଧାନସଭା ନିର୍ବାଚନ ତାରିଖ ଘୋଷଣା ହେବା ପରେ ଏଏପିର ମୁଖ୍ୟ ଅରବିନ୍ଦ କେଜିର୍‌ଓ୍ବାଲ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଏଏପି ନିଶ୍ଚିତ ଗୁଜରାଟରେ…

ସରିଲା ମତଦାନ: ଇଭିଏମରେ ସିଲ୍‌ ହେଲା ପ୍ରାର୍ଥୀଙ୍କ ଭାଗ୍ୟ

ଭଦ୍ରକ ଅଫିସ, ୩।୧୧: ଧାମନଗର ଉପନିର୍ବାଚନ ପାଇଁ ସରିଲା ମତଦାନ ପ୍ରକ୍ରିୟା। ଇଭିଏମରେ ସିଲ୍‌ ହୋଇଛି ପ୍ରାର୍ଥୀଙ୍କ ଭାଗ୍ୟ । ମୋଟ ୬୬.୬୩ ପ୍ରତିଶତ ମତଦାନ ହୋଇଛି।…

ହାଇଓ୍ବା-କାର୍‌ ମୁହାଁମୁହିଁ: ଚାଲିଗଲା ୪ ଜଣଙ୍କ ଜୀବନ

କେନ୍ଦୁଝର,୩।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ବଡପଶି ଗ୍ରାମ ନିକଟରେ ଏକ ହାଇଓ୍ବା ଟ୍ରକ୍‌ ଓ କାର୍‌ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ କାର୍‌ରେ ବସିଥିବା…

ପାକିସ୍ତାନର ସେମି ଆଶା ଉଜ୍ଜୀବିତ

ସିଡ୍‌ନି,୩।୧୧: ସିଡ୍‌ନିଠାରେ ଗୁରୁବାର ଟି-୨୦ ବିଶ୍ବକପର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଦକ୍ଷିଣ ଆଫ୍ରିକାକୁ ୩୩ ରନ୍‌ରେ ପରାସ୍ତ କରିଛି ପାକିସ୍ତାନ। ପାକିସ୍ତାନ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

ଇମ୍ରାନଙ୍କୁ ହତ୍ୟା କରିବାକୁ ଆସିଥିଲି : ଅଭିଯୁକ୍ତ

ଇସ୍‌ଲାମାବାଦ୍‌,୩।୧୧: ପାକିସ୍ଥାନର ଗୁଜରାନଓ୍ବାଲରେ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ଗୁଳିମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଗିରଫ ପରେ ଅଭିଯୁକ୍ତ ଜଣଙ୍କ ପ୍ରତିକ୍ରିୟା ରଖିଛନ୍ତି। ମୁଁ ଇମ୍ରାନ…

ଡିସେମ୍ବରରେ ବିବାହ କରିବେ ସିଦ୍ଧାର୍ଥ- କିଆରା

ବଲିଉଡ ଅଭିନେତା ସିଦ୍ଧାର୍ଥ ମାଲହୋତ୍ରା ଏବଂ କିଆରା ଆଡଭାନୀ ବର୍ତ୍ତମାନ ବିବାହକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଦୁହେଁ ଖୁବ୍‌ଶୀଘ୍ର ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି। କୁହାଯାଉଛି…

ଆଇପିଏସ୍‌ ଲଳିତ ଦାସଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୩।୧୧(ବ୍ୟୁରୋ): ୧୯୯୨ ବ୍ୟାଚ୍‌ ଓ ଆଇପିଏସ୍‌ ଲଳିତ ଦାସଙ୍କୁ ମିଳିଲା ନୂଆ ଦାୟିତ୍ୱ। ତାଙ୍କୁ କଟକସ୍ଥିତ ରାଜ୍ୟ ପ୍ରିଣ୍ଟିଂ,ଷ୍ଟେସନାରୀ ଓ ପବ୍ଲିକେଶନ ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି…

ଗୁଳିକାଣ୍ଡ ପରେ ପ୍ରତିକ୍ରିୟା ରଖିଲେ ଇମ୍ରାନ

ଇସ୍‌ଲାମାବାଦ୍‌,୩।୧୧: ପାକିସ୍ଥାନର ଗୁଜରାନଓ୍ବାଲରେ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ଗୁଳିମାଡ ହୋଇଛି। ଏଥିରେ ଉମ୍ରାନଙ୍କ ସମେତ ୫ ଜଣ ଆହତ ହୋଇଛନ୍ତି। ସମସ୍ତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।…

ଇମ୍ରାନଙ୍କୁ ଗୁଳି କରିଥିବା ଅଭିଯୁକ୍ତ ଗିରଫ

ଇସଲାମାବାଦ୍‌,୩।୧୧: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ଦଳ ପାକିସ୍ତାନ ତେହେରିକ-ଇ-ଇନ୍‌ସାଫ ଦ୍ୱାରା ଜାରି ରହିଥିବା ଆଜାଦୀ ମାର୍ଚ୍ଚ ଲାହୋର ପଦଯାତ୍ରା ଗୁରୁବାର ଗୁଜରାନଓ୍ବାଲାର ଆଲ୍ଲା ଛକରେ…

ହସ୍ପିଟାଲରେ ଭର୍ତ୍ତି ହେଲେ ଅଭିନେତ୍ରୀ ଏଣ୍ଡ୍ରିଲା ଶର୍ମା

ଲୋକପ୍ରିୟ ଅଭିନେତ୍ରୀ ଏଣ୍ଡ୍ରିଲା ଶର୍ମାଙ୍କ ସ୍ବାସ୍ଥ୍ୟାବସ୍ଥା ଅତ୍ୟନ୍ତ ଗୁରୁତର। ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ହଠାତ୍‌ ତାଙ୍କ ଅବସ୍ଥା ବିଗିଡିଯିବାରୁ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ଏବଂ ବର୍ତ୍ତମାନ…