ଶ୍ରୀକ୍ଷେତ୍ରରେ ହକି ବିଶ୍ୱକପ୍‌ ଟ୍ରଫିକୁ ଭବ୍ୟ ସ୍ବାଗତ

ପୁରୀ ଅଫିସ, ୨୮ା୧୨: ଶ୍ରୀକ୍ଷେତ୍ରରେ ମଙ୍ଗଳବାର ହକି ବିଶ୍ୱକପ୍‌ ଟ୍ରଫିକୁ ଜିଲା ପ୍ରଶାସନ ଓ ଶ୍ରୀମନ୍ଦିର ପ୍ରଶାସନ ସମେତ ଜିଲାବାସୀଙ୍କ ପକ୍ଷରୁ ଭବ୍ୟ ସ୍ବାଗତ କରାଯାଇଛି। ସକାଳ…

ଝାରସୁଗୁଡ଼ା, ବରଗଡ଼ରୁ ଜବତ ନକଲି ଔଷଧ ୟୁପିରୁ ଆସିଛି

ଭୁବନେଶ୍ୱର, ୨୮।୧୨ (ବ୍ୟୁରୋ): ବାହାର ରାଜ୍ୟରୁ ଓଡ଼ିଶାକୁ ବ୍ୟାପିଛି ନକଲି ଔଷଧ ର଼୍ୟାକେଟ। ବ୍ୟବସାୟୀମାନେ ଅଧିକ ଲାଭ ପାଇଁ ଏସବୁ ଔଷଧ ଆମଦାନୀ କରି ଲୋକଙ୍କ ଜୀବନ…

ଭୁବନେଶ୍ୱରରୁ ଦୁବାଇ, ସିଙ୍ଗାପୁର, ବ୍ୟାଙ୍କକକୁ ଉଡ଼ିବ ବିମାନ

ଭୁବନେଶ୍ୱର,୨୮ା୧୨(ବ୍ୟୁରୋ): ଭୁବନେଶ୍ୱରରୁ ଦୁବାଇ, ସିଙ୍ଗାପୁର, ବ୍ୟାଙ୍କକକୁ ସିଧାସଳଖ ବିମାନ ଉଡ଼ିବ। ସପ୍ତାହକୁ ୩ ଥର ୧୮୬ ସିଟ୍‌ ବିଶିଷ୍ଟ ବିିମାନ ଚଳାଚଳ କରିବ। ଇଣ୍ଡିଗୋ ଏହି ରୁଟରେ…

ସମସ୍ତ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ନବୀନ

ଭୁବନେଶ୍ୱର,୨୮ା୧୨(ବ୍ୟୁରୋ): ଆସନ୍ତା ଜାନୁୟାରୀ ୧୩ରୁ ୨୯ ଯାଏ ଭୁବନେଶ୍ୱର ଓ ରାଉରକେଲାରେ ପୁରୁଷ ହକି ବିଶ୍ବକପ୍‌ ଅନୁଷ୍ଠିତ ହେବ। ସେଥିପାଇଁ ରାଜ୍ୟ ସରକରାରଙ୍କ ପକ୍ଷରୁ ପ୍ରସ୍ତୁତି ଜୋରସୋର…

କୃଷକଙ୍କ ୧୦୨ ପିଲା, ୫୬୮ ନାତୁଣୀନାତି

କାମପାଲ, ୨୮।୧୨: ଛୋଟ ପରିବାର ସୁଖୀ ପରିବାର। ପରିବାର ଯେତେ ଛୋଟ ମୁରବିଙ୍କ ପାଇଁ ଘର ଚଳାଇବା ସେତେ ସହଜ। କ୍ଷୁଦ୍ର ପରିବାରରେ ଖାଦ୍ୟ, ବସ୍ତ୍ର ଏବଂ…

ଏମ୍‌ଏସ୍‌ଏମ୍‌ଇ ପଲିସି-୨୦୨୨କୁ ମଞ୍ଜୁରୀ

ଭୁବନେଶ୍ୱର,୨୮ା୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଅପରାହ୍ନରେ ଲୋକସେବା ଭବନରେ ବସିଥିବା କ୍ୟାବିନେଟ ବୈଠକରେ ମୋଟ ୧୭ଟି ପ୍ରସ୍ତାବ ଉପରେ ମୋହର ବାଜିଛି। ଏଥିରେ ରାଜ୍ୟରେ…

ମହିଳାଙ୍କୁ ଆର୍ଥିକ ସମ୍ବଳରୁ ବଞ୍ଚିତ କରିବା ଏକ ଘରୋଇ ହିଂସା: ହାଇକୋର୍ଟ…

କୋଲକାତା,୨୭।୧୨ : ସ୍ବାମୀଙ୍କ ମୃତ୍ୟୁ ପରେ ଜଣେ ମହିଳାଙ୍କୁ ସ୍ତ୍ରୀଧନ କିମ୍ବା ଆର୍ଥିକ ସମ୍ବଳରୁ ବଞ୍ଚିତ କରିବା ଏକ ଘରୋଇ ହିଂସା ବୋଲି ପଶ୍ଚିମବଙ୍ଗର କୋଲକାତା ହାଇକୋର୍ଟ…

ମଦ୍ୟପାନ କରି-ଗୁଟଖା ଖାଇ ସ୍ବାମୀଙ୍କୁ ହଇରାଣ କରିବା ଏକ କ୍ରୁରତା: ହାଇକୋର୍ଟଙ୍କ ରାୟ…

ରାୟପୁର,୨୭।୧୨ : ଏକ ଛାଡପତ୍ର ମାମଲାର ଶୁଣାଣି ବେଳେ ଛତିିଶଗଡ଼ ହାଇକୋର୍ଟ ଏହାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିରେ କହିଛନ୍ତି ଯେ ଯଦି ସ୍ତ୍ରୀ ପାନ ମସାଲା, ଗୁଟଖା ଏବଂ…

ଜୟପୁରରୁ ଭୁବନେଶ୍ୱରକୁ ଉଡ଼ିବ ଦ୍ୱିତୀୟ ବିମାନ

ଭୁବନେଶ୍ୱର, ୨୭।୧୨ (ବ୍ୟୁରୋ) - ଖୁବ୍‌ଶୀଘ୍ର ଜୟପୁର ବିମାନବନ୍ଦରରୁ ଭୁବନେଶ୍ୱରକୁ ଆଉ ଏକ ବିମାନ ଉଡିବ। ଯାତ୍ରୀଙ୍କ ଚାହିଦା ଓ ଦାବିକୁ ଦୃଷ୍ଟିରେ ରଖି ଇଣ୍ଡିଆ ଓ୍ବାନ୍‌…

ଶିନ୍ଦେ ସରକାର ଆମକୁ ଉତ୍ତେଜିତ କରିବାର ପ୍ରୟାସ କରୁଛନ୍ତି: ବୋମ୍ମାଇ…

ବେଙ୍ଗାଲୁରୁ,୨୭।୧୨ : ପଡୋଶୀ ମହାରାଷ୍ଟ୍ରର ବିଧାନସଭାରେ ଅଣାଯାଇଥିବା ପ୍ରସ୍ତାବ ନେଇ କର୍ନାଟକ ମୁଖ୍ୟମନ୍ତ୍ରୀ ବାସଭରାଜ ବୋମ୍ମାଇ ଦୃଢ଼ ନିନ୍ଦା କରିଛନ୍ତି। ସେ କହିଛନ୍ତି ଯେ ମୁଖ୍ୟମନ୍ତ୍ରୀ ଏକନାଥ…