ଭୟଭୀତ ହେବାର କୌଣସି ଆବଶ୍ୟକତା ନାହିଁ: ଷ୍ଟାଲିନ୍‌

ଚେନ୍ନାଇ,୨୨।୧୨: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ ଷ୍ଟାଲିନ୍‌ କରୋନା ସ୍ଥିତିକୁ ନେଇ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ରାଜ୍ୟରେ କରୋନାର ନୂଆ ଭାରିଆଣ୍ଟ ଉପରେ ନଜର ରଖାଯାଉଛି। ତେବେ ରାଜ୍ୟରେ…

କେନାଲରୁ ମିଳିଲା ମହିଳାଙ୍କ ମୃତଦେହ, ପରିଚୟ ଖୋଜୁଛି ପୋଲିସ 

ମୋରଡ଼ା,୨୨।୧୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ ଅଧୀନ ବିଳାସ ଗ୍ରାମ ଦେଇ ଯାଇଥିବା ସୁବର୍ଣ୍ଣରେଖା କେନାଲରୁ ମଙ୍ଗଳବାର ଜଣେ ମହିଳାଙ୍କ ମୃତଦେହ ଭାସୁଥିବା ଅବସ୍ଥାରେ ଉଦ୍ଧାର କରାଯାଇଛି।…

ମାଲବାହୀ ଟ୍ରେନ୍‌ ଧକ୍କାରେ ଜଣେ ମୃତ

କେନ୍ଦୁଝର,୨୨ା୧୨(ସ୍ବ.ପ୍ର): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ କାଦଗଡ ରେଳ ଫାଟକରୁ ୫୦ମିଟର ଦୂରରେ ଏକ ମାଲବାହୀ ଟ୍ରେନ୍‌ ଧକ୍କାରେ ଗୁରୁବାର ଜଣଙ୍କର ମୃତ୍ୟୁ ଘଟିଛି।…

ବ୍ୟବସାୟ କରିବାକୁ ଆସୁଥିବାବେଳେ ଚଢିଗଲା ଟ୍ରକ୍‌

ଆନନ୍ଦପୁର,୨୨ା୧୨(ସ୍ବ.ପ୍ର): କେନ୍ଦୁଝର ଜିଲା ୨୦ ନଂ ଜାତୀୟ ରାଜପଥ ପାର୍ଶ୍ୱ କୋଳିମାଟି ହାଟକୁ ପରିବା ବ୍ୟବସାୟ କରିବାକୁ ଆସୁଥିବା ସମୟରେ ଗୁରୁବାର ଜଣେ ବ୍ୟବସାୟୀଙ୍କର ଦୁର୍ଘଟଣାରେ ମୃତ୍ୟୁ…

କରୋନା ଚିନ୍ତା: ଉଚ୍ଚସ୍ତରୀୟ ବୈଠକ ଡକାଇ ସ୍ଥିତି ସମୀକ୍ଷା କଲେ ମୋଦି

ନୂଆଦିଲ୍ଲୀ,୨୨।୧୨: ଚାଇନାରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଏହି ପରିପ୍ରେକ୍ଷୀରେ ଭାରତରେ ଓମିକ୍ରନ୍‌ ସବ୍‌ ଭାରିଆଣ୍ଟ ବିଏଫ୍‌-୭ର ୪ଟି ମାମଲା ଚିହ୍ନଟ ହେବାପରେ କେନ୍ଦ୍ର…

ଦିଲ୍ଲୀରେ ବିଏଫ୍‌-୭ ଭାରିଆଣ୍ଟର ଗୋଟିଏ ବି ମାମଲା ନାହିଁ: କେଜିର୍‌ଓ୍ବାଲ

ନୂଆଦିଲ୍ଲୀ,୨୨।୧୨: ଚିନ୍ତା ବଢାଇଲାଣି କରୋନା ସଂକ୍ରମଣ। ଏହାକୁ ନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜିର୍‌ଓ୍ବାଲ ଗୁରୁବାର ତାଙ୍କ ବାସଭବନରେ ଏକ ଜରୁରୀ ବୈଠକ ଡାକିଥିଲେ। ବୈଠକ ପରେ…

ଜେଲ୍‌ରେ ବିତାଇବେ ନୂଆବର୍ଷ: ପୁଣି ଚାଟାର୍ଜୀଙ୍କ ଜାମିନ୍‌ ଆବେଦନ ଖାରଜ

କୋଲକାତା,୨୨।୧୨: କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋ (ସିବିଆଇ)ର ସ୍ବତନ୍ତ୍ର କୋର୍ଟ ଗୁରୁବାର ପଶ୍ଚିମବଙ୍ଗର ପୂର୍ବତନ ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କ ଜାମିନ୍‌ ଆବେଦନକୁ ଖାରଜ କରିଦେଇଛନ୍ତି। ଶିକ୍ଷକ ନିଯୁକ୍ତି ଦୁର୍ନୀତିରେ…

କର୍ନାଟକରେ କୋଭିଡ ଗାଇଡ୍‌ଲାଇନ୍‌ ଜାରି :ମାସ୍କ ପିନ୍ଧିବା ବାଧ୍ୟତାମୂଳକ

ବେଙ୍ଗାଲୁରୁ,୨୨।୧୨: ଚାଇନାରେ କରୋନା ସଂକ୍ରମଣ ବୃଦ୍ଧି ପାଉଛି। ଏହାକୁ ନେଇ ଭାରତରେ ତତ୍ପରତା ପ୍ରକାଶ ପାଇଛି। ଏହିକ୍ରମରେ କର୍ନାଟକ ସ୍ବାସ୍ଥ୍ୟମନ୍ତ୍ରୀ କେ. ସୁଧାକର କରୋନା ସଂକ୍ରମଣକୁ ଦୃଷ୍ଟିରେ…

ଶିଶୁକନ୍ୟା ବଳାତ୍କାର ମାମଲା: ଅଭିଯୁକ୍ତଙ୍କୁ ୨୫ ବର୍ଷ ଜେଲ୍‌ ଦଣ୍ଡାଦେଶ

ଫୁଲବାଣୀ ଅଫିସ,୨୨ା୧୨: ଜଣେ ୫ ବର୍ଷର ଶିଶୁକନ୍ୟାକୁ ବଳାତ୍କାର କରିବା ମାମଲାର ବିଚାର କରି ଗୁରୁବାର ଫୁଲବାଣୀ ପୋକ୍ସୋ କୋର୍ଟ ସ୍ବତନ୍ତ୍ର ବିଚାରପତି ସଞ୍ଜିତ କୁମାର ବେହେରା…

ହାତୀ ଆକ୍ରମଣରେ ୬ ପରିବାର କ୍ଷତିଗ୍ରସ୍ତ

କେନ୍ଦୁଝର,୨୨ା୧୨(ସ୍ବ.ପ୍ର.): କେନ୍ଦୁଝର ଝୁମ୍ପୁରା ବ୍ଲକ ଅନ୍ତର୍ଗତ ନିଶ୍ଚିନ୍ତପୁର ପଞ୍ଚାୟତର ଅମାଣିଗୋଡ଼ା ମୁଣ୍ଡାସାହିରେ ୧୦ରୁ ଊର୍ଦ୍ଧ୍ୱ ହାତୀ ପ୍ରବେଶ କରି ବ୍ୟାପକ ଘରବାଡି ଭଙ୍ଗାରୁଜା କରିବା ସହ ଧାନଚାଉଳ…