‘ମୋଦିଙ୍କ ସହ ମୋର ସମ୍ପର୍କ ବହୁତ ଭଲ’

ଓ୍ବାଶିଂଟନ,୨୭ା୧୦: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଭାରତକୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି, ୨୦୨୪ ରାଷ୍ଟ୍ରପତି ନିର୍ବାଚନରେ ଯଦି ସେ ଜିତନ୍ତି ତେବେ…

ଆର୍ଦ୍ରଭୂମି ସୁରକ୍ଷାରେ ଡ୍ରୋନ୍‌ ବ୍ୟବହାର କର: ହାଇକୋର୍ଟ

କେନ୍ଦ୍ରାପଡ଼ା ଅଫିସ,୨୭।୧୦: ଜାତୀୟ ଉଦ୍ୟାନ ଭିତରକନିକା ଅଞ୍ଚଳରେ ଡ୍ରୋନ୍‌ ବ୍ୟବହାର ହେବ। ଏହି ଆର୍ଦ୍ରଭୂମି ପରିବେଶକୁ ନଷ୍ଟ କରୁଥିବା ଚିଙ୍ଗୁଡି ଘେରି ସହ ତଟକ୍ଷୟ ସମ୍ପର୍କରେ ତଥ୍ୟ…

ବଡ଼ ରେକର୍ଡ ହାସଲ କଲେ ସୂର୍ଯ୍ୟକୁମାର

ସିଡନୀ,୨୭।୧୦: ଭାରତୀୟ କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସୁର୍ଯ୍ୟକୁମାର ଯାଦବ ଭଲ ପ୍ରଦର୍ଶନ ଜାରି ରଖିଛନ୍ତି। ଟି-୨୦ ବିଶ୍ୱକପ ୨୦୨୨ରେ ନେଦରଲାଣ୍ଡ୍ସ ବିପକ୍ଷରେ ସୂର୍ଯ୍ୟକୁମାର ବିସ୍ଫୋରକ ଅର୍ଦ୍ଧଶତକ ହାସଲ…

ଉତ୍ତେଜନାମୂଳକ ଭାଷଣ ଦେବା ଅଭିଯୋଗରେ ଆଜମ ଖାନ ଦୋଷୀ ସାବ୍ୟସ୍ତ

ଲକ୍ଷ୍ନୌ,୨୭।୧୦: ଉତ୍ତେଜନାମୂଳକ ଭାଷଣ ଦେବା ଅଭିଯୋଗରେ ସମାଜବାଦୀ ପାର୍ଟି ନେତା ଆଜମ ଖାନ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ରାମପୁର କୋର୍ଟ ଆଜମଙ୍କୁ ଆଇପିସିର ଧାରା ୧୫୩-ଏ, ୫୦୫-ଏ…

ଜଗବନ୍ଧୁଙ୍କ ପାଇଁ ବଢିଲା ଅଡୁଆ: ଆଗୁଆ ଜାମିନ୍‌ ଆବେଦନର ହେବନି ଶୁଣାଣି

କଟକ ଅଫିସ,୨୭।୧୦: ବ୍ଲାକ୍‌ମେଲର ଅର୍ଚ୍ଚନା ନାଗଙ୍କ ସ୍ବାମୀ ଜଗବନ୍ଧୁ ଚାନ୍ଦଙ୍କ ପାଇଁ ବଢିଲା ଅଡୁଆ। ଗିରଫ ପୂର୍ବରୁ ଆଗୁଆ ଜାମିନ୍‌ ଆବେଦନ କରିଥିବା ଜଗବନ୍ଧୁଙ୍କ ଶୁଣାଣି ଉପରେ…

ନେଦରଲାଣ୍ଡ୍ସକୁ ୧୮୦ ରନ୍‌ର ବିଜୟ ଲକ୍ଷ୍ୟ ଦେଲା ଭାରତ

ସିଡନୀ,୨୭।୧୦: ଟି-୨୦ ବିଶ୍ୱକପରେ ଦ୍ୱିତୀୟ ମ୍ୟାଚରେ ନେଦରଲାଣ୍ଡ୍ସ ବିପକ୍ଷରେ ଜିତିବା ପାଇଁ ଟିମ ଇଣ୍ଡିଆ ୧୮୦ ରନ ଲକ୍ଷ୍ୟ ଧାର୍ଯ୍ୟ କରିଛି। ରୋହିତ ଶର୍ମାଙ୍କ ବ୍ୟତୀତ ବିରାଟ…

ନୟାଗଡ଼ ବଜାରରୁ କଲେଜ ରାସ୍ତା ମରଣଯନ୍ତା

ନୟାଗଡ ଅଫିସ,୨୭।୧୦: ନୟାଗଡ ନାଉଖାଲ ୨୧ ନଂ ରାଜ୍ୟ ରାଜପଥର ନୟାଗଡ ଟ୍ରାଫିକ ଛକ ଠାରୁ ନୟାଗଡ ସ୍ବୟଂ ଶାସିତ ମହାବିଦ୍ୟାଳୟ ପର୍ଯ୍ୟନ୍ତ ରାସ୍ତା ମରଣଯନ୍ତା ପାଲଟିଛି।…

ବିନା ଲାଇସେନ୍ସରେ ଚାଲିଛି କରତକଳ

ଗୋପ,୨୭।୧୦(ଡି.ଏନ୍‌.ଏ.): ପୁରୀ ଜିଲା ଗୋପ ବ୍ଲକ ଏବେ କାଠମାଫିଆଙ୍କ ପେଣ୍ଠସ୍ଥଳୀ ପାଲଟିଛି। ଗୋପ ବ୍ଲକ ଅଞ୍ଚଳରେ ଦିନକୁଦିନ ବେଆଇନ ଭାବେ କରତକଳ ବଢୁଥିବାରୁ ଏହି କାଠମାଫିଆମାନେ ବେଧଡ଼କ…

୨୮ରେ ସକାଳ ୮ରୁ ଦିନ ୧ଟା ପର୍ଯ୍ୟଟକଙ୍କୁ ଧଉଳି ମନା

ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ଶାନ୍ତିସ୍ତୂପ ଧଉଳିର ୫୦ବର୍ଷ ପୂର୍ତ୍ତି ଉପଲକ୍ଷେ ଆସନ୍ତା ୨୮ତାରିଖରେ ସୁବର୍ଣ୍ଣ ଜୟନ୍ତୀ ପାଳନ କରାଯିବ। ଏହି ଅବସରରେ ଦେଶ ବିଦେଶରୁ ବହୁ ବୌଦ୍ଧ ଭିକ୍ଷୁ, ସାଧୁ…

ଡ.ଗୌରହରି ଦାସଙ୍କୁ ୪୩ତମ ଶାରଳା ପୁରସ୍କାର

ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ସମାଜରେ କଳାକାର, ଲେଖକଙ୍କ ପ୍ରତି ପୁରସ୍କାର ହେଉଛି ଏକ କୃତଜ୍ଞତା। ଏହା ସୃଜନଶୀଳତା ପ୍ରତି ବିଶ୍ୱାସ ଆଣିବା ସହ ଉକ୍ତ ବ୍ୟକ୍ତିଙ୍କ ପ୍ରତି ଦାବି ଆଣିଥାଏ…