ନାବାଳିକାଙ୍କୁ ଅପହରଣ କରି କୀଟନାଶକ ପିଆଇଦେଲେ

ଖଣ୍ଡଓ୍ବା,୨୦।୧୨: ମଧ୍ୟପ୍ରଦେଶର ଆଦିବାସୀ ସମ୍ପ୍ରଦାୟର ଜଣେ ନାବାଳିକାଙ୍କୁ ଅପହରଣ ପରେ କୀଟ ନାଶକ ପିଆଇ ହତ୍ୟା କରାଯାଇଥିବା ଘଟଣା ସାମ୍ନାକୁ ଆସିଛି। ନାବାଳିକାଙ୍କୁ ଘରେ ନ ପାଇଁ…

କଂଗ୍ରେସ ଅଧ୍ୟକ୍ଷଙ୍କ ଉପରେ ବର୍ଷିଲେ ନିଶିକାନ୍ତ, କହିଲେ ଖାର୍ଗେଙ୍କ ଦଳ ସମସ୍ତଙ୍କୁ କୁକୁର ଭାବୁଛନ୍ତି

ନୂଆଦିଲ୍ଲୀ,୨୦।୧୨: ସଂସଦର ଶୀତକାଳୀନ ଅଧିବେଶନ ଚାଲିଛି। ମଙ୍ଗଳବାର ଅଧିବେଶନ ଆରମ୍ଭରୁ ଗୃହରେ ଉତ୍ତେଜନା ଦେଖାଦେଇଥିଲା। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ସଂସଦରେ ହଟ୍ଟଗୋଳ…

ମନି ଲଣ୍ଡରିଂ ମାମଲାରେ କୋର୍ଟରେ ହାଜର ହେଲେ ଜ୍ୟାକଲିନ୍‌

ନୂଆଦିଲ୍ଲୀ,୨୦।୧୨: ମନି ଲଣ୍ଡରିଂ ମାମଲାରେ ବଲିଉଡ୍‌ ଅଭିନେତ୍ରୀ ଜ୍ୟାକଲିନ୍‌ ଫର୍ନାଣ୍ଡିଜ୍‌ ମଙ୍ଗଳବାର ଦିଲ୍ଲୀର ପଟିଆଲା ହାଇକୋର୍ଟରେ ହାଜର ହୋଇଛନ୍ତି। ଏହି ମାମଲାରେ ମଙ୍ଗଳବାର ପୁଣି କୋର୍ଟରେ ଶୁଣାଣି…

ପୁଣି ଶକ୍ତି ପ୍ରଦର୍ଶନ କଲେ ଚାଷୀ, ଦାବି ପୂରଣ ଲାଗି ସରକାରଙ୍କ ଉପରେ ଚାପ

ନୂଆଦିଲ୍ଲୀ,୨୦।୧୨: ଦିଲ୍ଲୀର ରାମଲୀଳା ମଇଦାନରେ ଆୟୋଜିତ କିଷାନ ଗର୍ଜନ ରାଲିରେ ୫୫ ହଜାରରୁ ଊର୍ଦ୍ଧ୍ୱ ଚାଷୀ ଯୋଗଦେଇଥିଲେ। କୃଷି ସାମଗ୍ରୀ ଉପରୁ ଦ୍ରବ୍ୟ ଓ ସେବା ଟିକସ…

ରାୟଗଡ଼ା ଜିଲାରେ ଖୋଲିଲା ଧାନମଣ୍ଡି

ରାୟଗଡ଼ା ଅଫିସ/ରାୟଗଡ଼ା (ସ୍ବ.ପ୍ର.),୨୦ା୧୨: ରାୟଗଡ଼ା ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ମଣ୍ଡି ଖୋଲିଛି। ସ୍ଥାନୀୟ ଆର୍‌ଏମ୍‌ସି ବଜାର ପ୍ରାଙ୍ଗଣରେ ପୂଜାର୍ଚ୍ଚନା କରି ମଣ୍ଡିର ଶୁଭାରମ୍ଭ କରାଯାଇଛି।…

ଜୟପୁରରେ ହେବ ସ୍ପୋର୍ଟସ ହଷ୍ଟେଲ: ମନ୍ତ୍ରୀ

ଜୟପୁର,୨୦ା୧୨( ନି.ପ୍ର.): ଜୟପୁର ଫୁଲବାଡ ନିକଟରେ ଇଣ୍ଟିଗ୍ରେଟେଡ ସ୍ପୋର୍ଟସ କମ୍ପ୍ଲେକ୍ସ କାର୍ଯ୍ୟ ମନ୍ଥର ଗତିରେ ଚାଲିଛି ା ସୋମବାର ଜୟପୁର ଗସ୍ତ ଅବସରରେ ରାଜ୍ୟ କ୍ରୀଡାମନ୍ତ୍ରୀ ତୁଷାରକାନ୍ତି…

ଘରେ କରନ୍ତୁ ହେୟାର ସ୍ପା

ଶୀତଦିନେ ଥଣ୍ଡା ପବନରେ କେଶ ଶୁଷ୍କ ହୋଇଯାଏ ଏବଂ ରୁପି ସମସ୍ୟା ମଧ୍ୟ ଦେଖାଦିଏ। ଏହାକୁ ଦୂରକରିବା ଲାଗି ଆପଣ ହେୟାର ସ୍ପା କରିପାରିବେ। ତେବେ ବ୍ୟୁଟିପାର୍ଲର…

ଫ୍ୟୁଜନ୍‌ ମାନିଆ

ଫ୍ୟାଶନ ଦୁନିଆରେ ନିଜକୁ ଅପ୍‌ଡେଟ୍‌ ରଖିବା ଏବଂ ଏଥିରେ ନୂଆ ଏକ୍ସପେରିମେଣ୍ଟ କରିବାରେ ଏବେ ମହିଳାଙ୍କଠାରେ ବଢୁଛି କ୍ରେଜ୍‌। ବିଭିନ୍ନ ଓ୍ବେଷ୍ଟର୍ନ ସହ ଇଣ୍ଡିଆନ୍‌ ପୋଷାକର ଫ୍ୟୁଜନ୍‌…

ନିଜ ମାଟିରେ ପାକିସ୍ତାନର ଲଜ୍ଜାଜନକ ପରାଜୟ

କରାଚି,୨୦।୧୨: ଇଂଲଣ୍ଡ କରାଚି ଟେଷ୍ଟକୁ ୮ ଉଇକେଟରେ ଜିତିଛି। ଏହା ସହ ଇଂଲଣ୍ଡ ତିନି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜରେ ପାକିସ୍ତାନକୁ ୩-୦ରେ କ୍ଲିନ୍‌ସୁଇପ୍‌ କରିଛି। କରାଚି…

ଖାର୍ଗେଙ୍କ ବିବାଦୀୟଙ୍କ ବୟାନକୁ ନେଇ ସଂସଦରେ ଭାଜପାର ହଟ୍ଟଗୋଳ

ନୂଆଦିଲ୍ଲୀ,୨୦।୧୨: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ବିବାଦୀୟ ବୟାନକୁ ନେଇ ସଂସଦରେ ଜୋରଦାର ହଟ୍ଟଗୋଳ ହୋଇଛି। ମଙ୍ଗଳବାର ରାଜ୍ୟ ସଭାରେ ଖାର୍ଗେ କ୍ଷମା ମାଗନ୍ତୁ ବୋଲି ଭାଜପା…