ରିଲାଏନ୍ସ ଡିଜିଟାଲରେ ଦୀପାବଳି ସ୍ବତନ୍ତ୍ର ଅଫର

ନୂଆଦିଲ୍ଲୀ,୨୨ା୧୦: ଚଳିତ ବର୍ଷ ଦୀପାବଳି ଉପଲକ୍ଷେ ରିଲାଏନ୍ସ ଡିଜିଟାଲ ପକ୍ଷରୁ ‘ଫେଷ୍ଟିଭାଲ୍‌ ଅଫ୍‌ ଇଲେକ୍‌ଟ୍ରୋନିକ୍‌ ସେଲ୍‌’ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଏହି ସେଲ୍‌ ମାଧ୍ୟମରେ ଗ୍ରାହକ…

ପ୍ରାଚୀର ନିର୍ମାଣକୁ ନେଇ ଜନସ୍ବାର୍ଥ ମାମଲା

ପୁରୀ ଅଫିସ,୨୨ା୧୦: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅଧୀନରେ ବେଆଇନ ଭାବେ ନୂତନ ପ୍ରାଚୀର ନିର୍ମାଣ କରାଯାଉଥିବା ଅଭିଯୋଗ ଅଣାଯାଇ ଶୁକ୍ରବାର ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ଦାଏର…

ଉପକୂଳରୁ ୨୦୦ କି.ମି. ଦୂର ଦେଇ ଯିବ ବାତ୍ୟା

ଭୁବନେଶ୍ୱର,୨୨ା୧୦(ବ୍ୟୁରେ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅଧିକ ଘନୀଭୂତ ହୋଇ ଶନିବାର ଅବପାତ ଓ ୨୩ତାରିଖ ସୁଦ୍ଧା ଗଭୀର ଅବପାତରେ ପରିଣତ ହେବ। ୨୪ ତାରିଖରେ ଏହା…

କାର୍ଯ୍ୟାନୁଷ୍ଠାନ ନ ନେଲେ ଅଦାଲତ ଅବମାନନା

ନୂଆଦିଲ୍ଲୀ,୨୨ା୧୦: ଦେଶରେ ଦିନକୁ ଦିନ ଘୃଣିତ ମନ୍ତବ୍ୟ ଘଟଣା ବଢ଼ୁଥିବାରୁ ସୁପ୍ରିମକୋର୍ଟ ଶୁକ୍ରବାର ଉଦ୍‌ବେଗ ପ୍ରକାଶ କରିଛନ୍ତି। ଏହା ଏକବିଂଶ ଶତାବ୍ଦୀ, ଅଥଚ ଧର୍ମ ନାମରେ ଆମେ…

କମୁଛି ସଂକ୍ରମଣ: ଚିହ୍ନଟ ହେଲେ ୫୭ କରୋନା ଆକ୍ରାନ୍ତ

ଭୁବନେଶର, ୨୨।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍‌…

ହାତ ଧରି ଏକାଠି ଚାଲିଲେ ମନ୍ତ୍ରୀ, ବିରୋଧୀ ଦଳ ନେତା

ସମ୍ବଲପୁର,୨୨ା୧୦(ବ୍ୟୁରୋ): ସମ୍ବଲପୁର ସହରର ବହୁଚର୍ଚ୍ଚିତ ଫ୍ଲାଏଓଭର ବ୍ରିଜ ଶୁକ୍ରବାର ଉଦ୍‌ଘାଟିତ ହୋଇଛି। ହେଲେ ତିନିଦିନ ପୂର୍ବରୁ ଉଦ୍‌ଘାଟନ ଖବର ପ୍ରକାଶ ପରେ ସହରରେ ଅସନ୍ତୋଷ ଲାଗିରହିଥିଲା। ଶେଷରେ…

ପଥର ମାଡ଼ କରିଥିବା ମହିଳା ଗିରଫ

ଢେଙ୍କାନାଳ ଅଫିସ, ୨୨ା୧୦: ଢେଙ୍କାନାଳ ଲକ୍ଷ୍ମୀପୂଜା ଭସାଣି ଶୋଭାଯାତ୍ରାରେ ବନମାଳୀପ୍ରସାଦ ଏବଂ କଣ୍ଟାନାଳୀ ବାଇପାସ୍‌ ଛକ ପୂଜା ପ୍ରତିଷ୍ଠାନ ମଧ୍ୟରେ ହୋଇଥିବା ଗଣ୍ଡଗୋଳ ମାମଲାରେ ପୋଲିସ ଜଣେ…

ଧାମନଗର ନିର୍ବାଚନମଣ୍ଡଳୀ ଅଧିକାରୀଙ୍କୁ ନିର୍ବାଚନ ପରିଚାଳନା ଦାୟିତ୍ୱ ଦିଆ ନ ଯାଉ: ଭାଜପା

ଧାମନଗର,୨୨ା୧୦(ଡି.ଏନ.ଏ.): ଭଦ୍ରକ ଜିଲା ଧାମନଗର ଓ ତିହିଡ଼ି ବ୍ଲକରେ କାର୍ଯ୍ୟରତ ସରକାରୀ ଅଧିକାରୀଙ୍କୁ ନିର୍ବାଚନ ପରିଚାଳନା କାର୍ଯ୍ୟରୁ ବିରତ ରଖିବା ପାଇଁ ଶୁକ୍ରବାର ଭାଜପାର ଏକ ପ୍ରତିନିଧି…

ବାଣ ବିସ୍ଫୋରଣରେ ଜଣଙ୍କ ମୃତ୍ୟୁ ଚର୍ଚ୍ଚା

ଖମାର, ୨୨।୧୦ (ଡି.ଏନ.ଏ.): ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ଖମାର ଥାନା ଇଞ୍ଜିଡ଼ ପଞ୍ଚାୟତସ୍ଥିତ ସାଆନ୍ଦା ଗ୍ରାମରେ ଶୁକ୍ରବାର ସକାଳେ ବାଣ ତିଆରିବେଳେ ବିସ୍ଫୋରଣ ଘଟି ଜଣେ…

ଗ୍ରେ ଲିଷ୍ଟରେ ରହିବା ପରେ ପାକିସ୍ତାନ ହରାଇଛି ୩ ଲକ୍ଷ କୋଟି, ୪ ବର୍ଷ ପରେ ମିଳିଲା ଆଶ୍ୱସ୍ତି

ଇସଲାମାବାଦ,୨୨ ।୧୦: ପାକିସ୍ତାନକୁ ଏଫଏଟିଏଫ ବଡ ଆଶ୍ୱସ୍ତି ଦେଇଛି । ଆତଙ୍କବାଦକୁ ପ୍ରୋତ୍ସାହନ ଦେଉଥିବା ଅଭିଯୋଗରେ ଏଫଏଟିଏଫ (ଫାଇନାନସିଆଲ ଆକ୍ସନ ଟାସ୍କ ଫୋର୍ସ) ପାକିସ୍ତାନକୁ ଗ୍ରେ ଲିଷ୍ଟ…