ନୀଳଗାଈକୁ ଧକ୍କା ଦେଇ ଓଲଟିଲା କାର୍‌: ୩ ମୃତ, ୪ ଆହତ

ଲକ୍ଷ୍ନୌ,୧୭।୧୨: ଉତ୍ତରପ୍ରଦେଶର ବସ୍ତି ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ନୀଳଗାଈ ସହିତ କାର୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ତିନି ଜଣଙ୍କର ମୃତ୍ୟୁ…

ଚାଇନା ଉପରେ କେବେ ହେବ ଚର୍ଚ୍ଚା? ମୋଦିଙ୍କୁ ପ୍ରଶ୍ନ କଲେ ଖାର୍ଗେ

ନୂଆଦିଲ୍ଲୀ,୧୭।୧୨: ଚାଇନା ବିବାଦକୁ ନେଇ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ପୁଣି ଥରେ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଶନିବାର ଖାଗେର୍ର୍ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟ୍ୟାଗ୍‌ କରି…

ବିହାରରେ ଥମୁନି ବିଷାକ୍ତ ମଦ ପ୍ରକୋପ: ମୃତ୍ୟୁସଂଖ୍ୟା ୭୦କୁ ବୃଦ୍ଧି

ପାଟନା,୧୭।୧୨: ବିହାରରେ ବିଷାକ୍ତ ମଦର ପ୍ରକୋପ ଥମିବାର ନା ନେଉନି। ଛପରା ଜିଲାରେ ବିଷାକ୍ତ ମଦ ପିଇ ମୃତ୍ୟୁସଂଖ୍ୟା ଏବେ ୭୦କୁ ବୃଦ୍ଧି ପାଇଛି। ଛପରା ବ୍ୟତୀତ…

କଟକଣା ନାହିଁ, ଜିଲାରେ ମାତିଛନ୍ତି କ୍ୱାକ୍‌

ରାୟଗଡ଼ା,୧୭।୧୨(ସ୍ବ.ପ୍ର.): ରାୟଗଡ଼ାରେ ଜିଲା ମୁଖ୍ୟ ଚିକିତ୍ସାଳୟ ସହ ପ୍ରତ୍ୟେକ ବ୍ଲକ ଏବଂ ଗ୍ରାମାଞ୍ଚଳରେ ରହିଛି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର। ତଥାପି ମାତି ଚାଲିଛନ୍ତି କ୍ୱାକ୍‌।…

ଉଦ୍ଧାର କୌଶଳ ଦେଖାଇଲେ ଯବାନ

କଣିହାଁ,୧୭ା୧୨ (ଡି.ଏନ୍‌.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକ ରେଙ୍ଗାଳି ଡ୍ୟାମ୍‌ ଜଳଭଣ୍ଡାରରେ ଓଡ଼ିଶା ଜଳ ବିଦ୍ୟୁତ୍‌ ନିଗମ (ଓଏଚ୍‌ପିସି) ପକ୍ଷରୁ ଶୁକ୍ରବାର ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ତୃତୀୟ ଥର ପାଇଁ ଇଡିରେ ହାଜର ହେଲେ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର,୧୭।୧୨(ବ୍ୟୁରୋ): ବହୁ ଚର୍ଚ୍ଚିତ ମହିଳା ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ ମାମଲାରେ ଶନିବାର ତୃତୀୟ ଥର ପାଇଁ ଇଡିରେ ହାଜର ହେଲେ ଶ୍ରଦ୍ଧାଞ୍ଜଳି ବେହେରା। ଅର୍ଚ୍ଚନା ନାଗଙ୍କ ବେଆଇନ୍‌…

ପଥକୁ ଫେରିବ ପଥୋତ୍ସବ

ଅନୁଗୋଳ ଅଫିସ,୧୬ା୧୨: ୨୦୨୩ ଏପ୍ରିଲ ୧ରେ ୩୦ ବର୍ଷରେ ପଦାର୍ପଣ କରିବ ଅନୁଗୋଳ ଜିଲା। ଏହାକୁ ସ୍ବତନ୍ତ୍ର ତଥା ସ୍ମରଣୀୟ କରିବାକୁ ବହୁ ପୂର୍ବରୁ ଯୋଜନା କରିସାରିଛି…

ଭାରତର ସଫଳତା ନେଇ ଆଶାବାଦୀ ଅନୁରାଗ

ନୂଆଦିଲ୍ଲୀ,୧୭।୧୨(ପି.ଟି.): ହକି ବିଶ୍ୱକପ ଟ୍ରଫି ଟୁର୍‌ର ନୂଆଦିଲ୍ଲୀ ପର୍ଯ୍ୟାୟ ଶୁକ୍ରବାର ଆରମ୍ଭ ହୋଇଛି। କେନ୍ଦ୍ର କ୍ରୀଡା ଓ ଯୁବ ବ୍ୟାପାର, ସୂଚନା ଓ ପ୍ରସାରଣ ବିଭାଗ ମନ୍ତ୍ରୀ…

ଆରାଧ୍ୟା ଚାମ୍ପିୟନ, ଶ୍ୱେତା ରନରଅପ୍‌

ଭୁବନେଶ୍ୱର, ୧୭।୧୨ (କ୍ରୀଡ଼ା ପ୍ରତିନିଧି): ଅନୁଗୋଳସ୍ଥିତ ଇନ୍‌ଡୋର ହଲ୍‌ରେ ଚାଲିଥିବା ୨୮ତମ ଆନ୍ତଃଜିଲା ଏବଂ ଓଡ଼ିଶା ରାଜ୍ୟ ଟେବୁଲ ଟେନିସ ଚାମ୍ପିୟନଶିପ୍‌ର ୧୧ ବର୍ଷରୁ କମ୍‌ ବାଳିକା…

ବାଂଲାଦେଶକୁ ଆବଶ୍ୟକ ୪୭୧ ରନ

ଚଟ୍ଟୋଗ୍ରାମ,୧୭।୧୨(ପି.ଟି.): ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟରେ ଡ୍ରାଇଭର ସିଟ୍‌ରେ ଭାରତ। ଓପନର ଶୁବମନ ଗିଲ୍‌ ଓ ନିର୍ଭରଯୋଗ୍ୟ ଚେତେଶ୍ୱର ପୂଜାରାଙ୍କ ଶତକ ବଳରେ ଭାରତ ଦ୍ୱିତୀୟ ଇନିଂସରେ…