କଟକ ଅଫିସ,୨୨ା୧୦: କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ବ୍ଲକ ଅନ୍ତର୍ଗତ ନିର୍ଗୁଣ୍ଡି ରେଳଷ୍ଟେଶନ ନିକଟରେ ଡମ୍ପିଂୟାର୍ଡକୁ ନେଇ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ଦାଏର ହୋଇଛି। ଏଠାରେ ବେଆଇନ…
ନୂଆଦିଲ୍ଲୀ,୨୨ ।୧୦: ପାକିସ୍ତାନକୁ ଏଫଏଟିଏଫର ଗ୍ରେ ଲିଷ୍ଟରୁ ବାହାର କରି ଦିଆଯାଇଛି । ଏହାକୁ ନେଇ ଭାରତୀୟ ବୈଦେଶିକ ମନ୍ତ୍ରଣାଳୟ ତା’ର ପ୍ରତିକ୍ରିୟା ରଖିଛି ବୈଦେଶିକ ମନ୍ତ୍ରଣାଳୟର…
ଲଣ୍ଡନ,୨୨ା୧୦: ବ୍ରିଟେନ ପ୍ରଧାନମନ୍ତ୍ରୀ ପଦରୁ ଲିଜ୍ ଟ୍ରସ୍ଙ୍କ ଇସ୍ତଫା ପରେ ଶୁକ୍ରବାର ଏହି ଦୌଡ଼ରେ ସାମିଲ ହେବା ପାଇଁ ହାଉସ୍ ଅଫ୍ କମନ୍ସ ଲିଡର ପେନ୍ନି ମୋର୍ଡଣ୍ଟ…
କଟକ ଅଫିସ,୨୨ା୧୦: କଟକ ଜିଲା ଚାଉଳିଆଗଞ୍ଜ ଥାନା ଅନ୍ତର୍ଗତ ମହାନଦୀ ବିହାର ଅଞ୍ଚଳର ଦୀପ୍ତିରଞ୍ଜନ ପଟ୍ଟନାୟକ ନାମକ ବ୍ୟବସାୟୀଙ୍କ ଘରୁ ଶୁକ୍ରବାର ସକାଳେ ଏକ ବଡଧରଣର ଡକାୟତି…
ଟିକିରି,୨୨ା୧୦(ଡି.ଏନ୍.ଏ.): ରାଜ୍ୟ ସରକାରଙ୍କ ପକ୍ଷରୁ ୫-ଟି ଅଧୀନରେ ବିଭିନ୍ନ ହାଇସ୍କୁଲକୁ ଅନ୍ତର୍ଭୁକ୍ତ କରାଯାଇ ରୁପାନ୍ତର କରାଯାଉଛି। ପିଲାଙ୍କ ପାଇଁ ଅତ୍ୟାଧୁନିକ ଶିକ୍ଷା ବ୍ୟବସ୍ଥା ସୃଷ୍ଟି କରାଯାଉଛି। ହେଲେ…
କଟକ ଅଫିସ, ୨୨ା୧୦: ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ)ର ସଭାପତି ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି ବିଜେଡିର ସାଙ୍ଗଠନିକ ସମ୍ପାଦକ ତଥା ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ।…
ଭୁବନେଶ୍ୱର,୨୨ା୧୦(ବ୍ୟୁରେ): ଅଧିକାରୀମାନଙ୍କର ବେପରୁଆ ମନୋଭାବ ଏବଂ ତ୍ରୁଟି ଯୋଗୁ ରାଜ୍ୟ ସରକାର ଏଲ୍ଆଣ୍ଡଟି କମ୍ପାନୀକୁ ୨୦ କୋଟି ବଦଳରେ ରାଜକୋଷରୁ ୧୦୦.୦୬ କୋଟି ଟଙ୍କା ଗଣିବେ। ଶୁକ୍ରବାର…
ଭୁବନେଶ୍ୱର, ୨୨।୧୦(ବ୍ୟୁରୋ): ବିିଭିନ୍ନ କ୍ଷେତ୍ରରେ ଓଡ଼ିଶା ଅଗ୍ରଗତି କରୁଥିବା କୁହାଯାଉଛି। ସ୍ବାସ୍ଥ୍ୟସେବା କ୍ଷେତ୍ରରେ କିନ୍ତୁ ପଛୁଆ ରହିଯାଇଥିବା ଦେଖାଯାଇଛି। ଏଠାରେ ଦାନ୍ତ ଚିକିତ୍ସା ସ୍ଥିତିକୁ ଦେଖିଲେ ବାସ୍ତବତା…
ଢାକା,୨୨।୧୦: ପୋଲିସର କର୍ତ୍ତବ୍ୟ ସାଧାରଣ ଲୋକଙ୍କୁ ସୁରକ୍ଷା ଦେବା। କୌଣସି ଝମେଲା କିମ୍ବା ଗଣ୍ଡଗୋଳରେ ଫସିଥିବା ବ୍ୟକ୍ତି ପ୍ରଥମେ ପୋଲିସର ସହାୟତା ହିଁ ଲୋଡ଼ିଥାନ୍ତି। ଏ ପ୍ରକାର…
ଭୁବନେଶ୍ୱର,୨୨ା୧୦(ବ୍ୟୁରେ): ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍) ଗ୍ରୁପ୍-ଏ ଜୁନିୟର ବ୍ରାଞ୍ଚରେ ୧୨୫ ନୂତନ ପଦବୀକୁ କ୍ୟାବିନେଟ ଅନୁମୋଦନ ମିଳିଛି। ଫଳରେ କ୍ୟାଡର ସଂଖ୍ୟା ୧୧୮୮ରୁ ୧୩୧୩କୁ ବୃଦ୍ଧି…