ଜମି ଅଧିଗ୍ରହଣକୁ ବିରୋଧ: ୭୦ କିମି ପଦଯାତ୍ରାରେ ଆସି ଧାରଣା ଦେଲେ ଆଦିବାସୀ

ସୁନ୍ଦରଗଡ଼,୨୧।୧୦(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁରରେ ଥିବା ଏକ ଘରୋଇ କମ୍ପାନୀର ଚୂନ ପଥର ଖଣି ସମ୍ପ୍ରସାରଣ ପାଇଁ ଜମି ଅଧଗ୍ରହଣ ପ୍ରକ୍ରିୟାକୁ ବିରୋଧ କରି ଆଦିବାସୀ ଶୁକ୍ରବାର…

ବାଣ ଭିଡୁଥିବା ବେଳେ ବିସ୍ଫୋରଣ: ସ୍ବାମୀ ମୃତ, ସ୍ତ୍ରୀ ଗୁରୁତର

ଅନୁଗୋଳ ଅଫିସ, ୨୧।୧୦: ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ଖମାର ଥାନା ଅନ୍ତର୍ଗତ ଇଞ୍ଜିଡ଼ି ପଞ୍ଚାୟତ ସାଆନ୍ଦା ଗ୍ରାମରେ ଶୁକ୍ରବାର ଏକ ଅଘଟଣ ଘଟିଛି। ବାଣ ଭିଡୁଥିବା…

ଦୀପାବଳି ପରଦିନ ସୂର୍ଯ୍ୟଗ୍ରହଣ: ୨୭ ବର୍ଷ ପରେ ଏଭଳି ସଂଯୋଗ, ସତର୍କ ରୁହନ୍ତୁ ଏହି ୪ ରାଶି ଲୋକ

ଚଳିତ ବର୍ଷ ଅକ୍ଟୋବର ୨୪ରେ ପାଳନ ହେବ ଆଲୋକର ପର୍ବ ଦୀପାବଳି। ଏହାର ପରଦିନ ଅର୍ଥାତ ଅକ୍ଟୋବର ୨୫ରେ ବର୍ଷର ଶେଷ ସୂର୍ଯ୍ୟଗ୍ରହଣ ଲାଗିବ। ତେବେ ଦୀପାବଳି…

ରାଶିଫଳ: ଶନିବାର, ଅକ୍ଟୋବର ୨୨ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ବିଳାସକାରକ ଶୁକ୍ରଙ୍କ ନକ୍ଷତ୍ରରେ ରହିଥିବାରୁ ଅଭିଳାଷ ପୂରଣ ହେବା ସହ ପ୍ରତ୍ୟେକ ଦିଗରୁ ମନ ଖୁସି ରହିବ । ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ…

ବିଶ୍ୱକପ୍‌ ପୂର୍ବରୁ ଇଂଲଣ୍ଡକୁ ଟ୍ରୋଲ୍‌ କଲେ ଜାଫର୍‌

ନୂଆଦିଲ୍ଲୀ,୨୧।୧୦: ପୂର୍ବତନ ଭାରତୀୟ ତାରକା କ୍ରିକେଟର ଓ୍ବାସିମ ଜାଫର ଏବଂ ଇଂଲଣ୍ଡର ପୂର୍ବତନ ଅଧିନାୟକ ମାଇକେଲ ଭନଙ୍କ ମଧ୍ୟରେ ସର୍ବଦା କଥା କଟାକଟି ଦେଖିବାକୁ ମିଳିଥାଏ। ଉଭୟ…

ପଞ୍ଚାୟତ ସମିତି ବୈଠକରେ ହଟ୍ଟଗୋଳ: ବୈଠକ ବର୍ଜନ କରି ଧାରଣାରେ ବସିଲେ ସରପଞ୍ଚ

କେସିଙ୍ଗା,୨୧।୧୦(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ଚତୁର୍ଥ ପଞ୍ଚାୟତ ସମିତି ବୈଠକରେ ପ୍ରବଳ ହଟ୍ଟଗୋଳ ହୋଇଥିଲା। ବୈଠକରେ କେସିଙ୍ଗା ବ୍ଲକର ୨୬ ସରପଞ୍ଚଙ୍କ ମଧ୍ୟରୁ ୨୨ ସରପଞ୍ଚ…

ସ୍ବାଭିମାନ ଅଞ୍ଚଳରେ ମନ୍ତ୍ରୀ, ୭ ବିଦ୍ୟାଳୟର ହଷ୍ଟେଲ ଉଦ୍‌ଘାଟନ

ଚିତ୍ରକୋଣ୍ଡା,୨୧।୧୦(ଡି.ଏନ୍‌.ଏ): ମାଲକାନଗିରି ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳରେ ବିକାଶର ଆଉ ଏକ ଫର୍ଦ୍ଦ ଯୋଡ଼ି ହୋଇଛି। ସ୍ବାଭିମାନ ଅଞ୍ଚଳ ପାପରମେଟେଲା ପଞ୍ଚାୟତ ଯନ୍ତାପାଇକୁ ଶୁକ୍ରବାର ଆଇନ, ଅନୁସୂଚିତ ଜାତି…

ଭାରତ ବିପକ୍ଷ ମୁକାବିଲା ପୂର୍ବରୁ ପାକିସ୍ତାନକୁ ବଡ ଝଟ୍‌କା

ମେଲବୋର୍ନ,୨୧।୧୦: ଟି୨୦ ବିଶ୍ୱକପ୍‌ ୨୦୨୨ ସିଜନ୍‌ରେ ନିଜର ଯାତ୍ରା ଆରମ୍ଭ କରିବା ପୂର୍ବରୁ ପାକିସ୍ତାନ ଟିମ୍‌କୁ ବଡ ଝଟ୍‌କା ଲାଗିଛି। ଷ୍ଟାର ବ୍ୟାଟ୍ସମ୍ୟାନ୍‌ ଶାନ ମାସୁଦ ଆହତ…

୫ ବର୍ଷର ଶିଶୁ ବଳାତ୍କାର ମାମଲା: ଅଭିଯୁକ୍ତଙ୍କୁ ୨୫ ବର୍ଷ ଜେଲ ଦଣ୍ଡାଦେଶ

ଫୁଲବାଣୀ ଅଫିସ,୨୧।୧୦: କନ୍ଧମାଳ ଜିଲା ଫୁଲବାଣୀ ପୋକ୍‌ସୋ କୋର୍ଟ ସ୍ବତନ୍ତ୍ର ବିଚାରପତି ସଞ୍ଜିତ କୁମାର ବେହେରା ଶୁକ୍ରବାର ଜଣେ ୫ ବର୍ଷର ଝିଅଙ୍କୁ ବଳାତ୍କାର ମାମଲାର ବିଚାର…

ସେନା ହେଲିକପ୍ଟର କ୍ରାସ୍‌ ଘଟଣା: ୨ ଜଣଙ୍କ ମୃତଦେହ ଉଦ୍ଧାର

ଇଟାନଗର,୨୧।୧୦: ଅରୁଣାଚଳ ପ୍ରଦେଶର ଉପର ସିଆଙ୍ଗ ଜିଲାରେ ଶୁକ୍ରବାର ଏକ ଭାରତୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ୨ ଜଣଙ୍କର ମୃତଦେହ ଉଦ୍ଧାର ହୋଇଥିବା…