ଅଶ୍ୱିନଙ୍କ ଅର୍ଦ୍ଧଶତକ: ଲଞ୍ଚ୍‌ ପର୍ଯ୍ୟନ୍ତ ଭାରତର ସ୍କୋର ୭/୩୪୮

ଚଟ୍ଟଗ୍ରାମ,୧୫।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଚଟ୍ଟଗ୍ରାମରେ ଖେଳାଯାଉଛି। ଏହି ମ୍ୟାଚ୍‌ର ଦ୍ୱିତୀୟ ଦିନରେ ଲଞ୍ଚ୍‌ ପର୍ଯ୍ୟନ୍ତ ଟିମ ଇଣ୍ଡିଆ…

ଗ୍ୟାଙ୍ଗଷ୍ଟର ବିକାଶ ଲାଗରପୁରିଆ ଗିରଫ

ନୂଆଦିଲ୍ଲୀ,୧୫।୧୨: ଗୁରୁଗ୍ରାମ ହରିୟାଣା ପୋଲିସ ଗ୍ୟାଙ୍ଗଷ୍ଟର ବିକାଶ ଲାଗରପୁରିଆଙ୍କୁ ଦିଲ୍ଲୀ ବିମାନବନ୍ଦରରୁ ଗିରଫ କରିଛି। ବିକାଶ ଲାଗାରପୁରିଆ ଉତ୍ତର ଭାରତର ଏକ ବହୁତ ବଡ ଗ୍ୟାଙ୍ଗଷ୍ଟର। ସେ…

ପୁଣି ଝୁଲିରହିଲା ସୌନ୍ଦର୍ଯ୍ୟକରଣ କାମ

ଯାଜପୁର ଅଫିସ,୧୫ା୧୨: ଯାଜପୁର ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ବ୍ୟାସସରୋବରର ବିକାଶ ଏବଂ ସୌନ୍ଦର୍ଯ୍ୟକରଣ କାମ ପୁଣି ଝୁଲିରହିଛି। ଏନ୍‌ଜିଟି(ନ୍ୟାଶନାଲ ଗ୍ରୀନ ଟ୍ରିବ୍ୟୁନାଲ)ର ସ୍ଥଗିତାଦେଶ ବିରୋଧରେ ପରିବେଶ ଓ…

ବିଷାକ୍ତ ମଦମୃତ୍ୟୁ ପରେ ନୀତୀଶଙ୍କ ମନ୍ତବ୍ୟ: ଯିଏ ପିଇବ ସେ ମରିବ…

ପାଟନା,୧୫।୧୨ : ବିହାରରେ ମଦ ନିଷେଧାଦେଶ ଲାଗୁ ହୋଇଛି। କିନ୍ତୁ ରାଜ୍ୟରେ ବିଷାକ୍ତ ମଦ ଯୋଗୁଁ ମୃତ୍ୟୁକୁ ନେଇ ସରକାରଙ୍କ କାର୍ଯ୍ୟକାରିତା ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।…

କଟକଣା ଅଞ୍ଚଳରେ ଘୂରିବୁଲୁଛି ବୋଟ୍‌, ଟ୍ରଲର

କେନ୍ଦ୍ରାପଡ଼ା ଅଫିସ, ୧୫ା୧୨: ବିରଳ ଅଲିଭ୍‌ରିଡ୍‌ଲେ କଇଁଛ ବିଶ୍ୱ ପ୍ରସିଦ୍ଧ ଗହୀରମଥା ସାମୁଦ୍ରିକ ଅଞ୍ଚଳରେ ଏକାଠି ହୋଇଛନ୍ତି। ମିଳନ ପର୍ବ ଆରମ୍ଭ ହୋଇଥିବା ବେଳେ ସୁରକ୍ଷା ବ୍ୟବସ୍ଥାକୁ…

ଟ୍ରାକ୍ଟର ମିଳୁନି, ବାଡ଼ିଆପିଟା ସ୍ଥିତି; ଅମଳ ଚିନ୍ତାରେ ଚାଷୀକୁଳ

ରାସୋଳ, ୧୫।୧୨(ଡି.ଏନ୍‌.ଏ.): ବିଲରେ କଟାହୋଇ ପଡ଼ିଛି ଧାନ। ୧୦-୧୫ଦିନ ଭିତରେ ଅମଳ ସରନ୍ତା। ଘରକୁ ବୁହା ହୋଇଆସନ୍ତା ସୁନାର ଫସଲ। ମିଳନ୍ତା ବର୍ଷକର ଝାଳବୁହା ପରିଶ୍ରମର ମୂଲ୍ୟ।…

କୁଷ୍ଠ ଆକ୍ରାନ୍ତଙ୍କୁ ମିଳିଲାନି କାନ୍ଧ

କାମାକ୍ଷାନଗର, ୧୫।୧୨(ଡି.ଏନ୍‌.ଏ.): କୁଷ୍ଠ ଆକ୍ରାନ୍ତ ବୋଲି ପର କରିଦେଲା ପରିବାର। ଛଟପଟ ହୋଇ ଜୀବନ ଚାଲିଗଲା ସିନା କେହି ଆହା କଲେନି। କେବଳ ଏତିକି ନୁହେଁ, ମରିବା…

ଶିକାରୀ ହେଲେ ଶିକାର

ଖମାର, ୧୫।୧୨(ଡି.ଏନ୍‌.ଏ.): ବନ୍ୟଜନ୍ତୁ ଶିକାର କରିବାକୁ ଯାଇଥିଲେ ଜଙ୍ଗଲକୁ। ଫେରିବା ବେଳେ ଅସାବଧାନତାରୁ କାନ୍ଧରେ ଝୁଲୁଥିବା ବନ୍ଧୁକରୁ ଫୁଟିଥିବା ଗୁଳି କାଖରେ ଗଳି କାନପଟେ ବାହାରି ଯାଇଥିଲା।…

ଗର୍ଭାଶୟ କର୍କଟ ପାଇଁ ସ୍ବଦେଶୀ ଟିକା ଆସନ୍ତା ବର୍ଷଠାରୁ ଜାତୀୟ ଟିକାକରଣ କାର୍ଯ୍ୟକ୍ରମରେ ହେବ ସାମିଲ…

ନୂଆଦିଲ୍ଲୀ,୧୫।୧୨ : ଗର୍ଭାଶୟ କର୍କଟ ପାଇଁ ସ୍ବଦେଶୀ ଟିକା ଆସନ୍ତା ବର୍ଷ ଜାତୀୟ ଟିକାକରଣ କାର୍ଯ୍ୟକ୍ରମରେ ଅନ୍ତର୍ଭୁକ୍ତ ହେବ। ଏହା ପରେ ଦେଶରେ ନଅରୁ ୧୪ ବର୍ଷ…

ସର୍ଭେରେ ଗୋପାଳପୁର-ରାୟଗଡ଼ା ରେଳ ଲିଙ୍କ୍‌

ବ୍ରହ୍ମପୁର ଅଫିସ,୧୫ା୧୨: ଦକ୍ଷିଣ ଓଡ଼ିଶାର ଏକମାତ୍ର ଗୋପାଳପୁର ବନ୍ଦର ସାମୟିକରୁ ଇତିମଧ୍ୟରେ ସବୁଦିନିଆ ହୋଇଛି। ରାଜ୍ୟ ରାଜକୋଷରୁ ୧୯୮୦ ଦଶକରେ ୧୪୦ କୋଟି ଟଙ୍କା ବ୍ୟୟରେ ହୋଇଥିବା…