ଯୁବକଙ୍କ ଉନ୍ମତ୍ତ କାଣ୍ଡ, ବାପା ଓ ପଡୋଶୀକୁ ହାଣି ହତ୍ୟା

ବାରିପଦା, ୭।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା କରଞ୍ଜିଆ ବ୍ଲକ କୁଶପଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ପୁଅର ଆକ୍ରମଣରେ ବାପା ସହ ପଡୋଶୀଙ୍କ…

ଆଟଲାଣ୍ଟିକ ମହାସାଗରରେ ଯୁଦ୍ଧ ପରିସ୍ଥିତି: ରୁଷିଆ ପତକା ଲାଗିଥିବା ତେଲ ଟ୍ୟାଙ୍କର୍‌କୁ ଜବତ କଲା ଆମେରିକା, ଏସ୍କଟ୍‌ କରୁଥିଲା ମସ୍କୋ! 

ଓ୍ବାଶିଂଟନ,୭।୧: ଭେନେଜୁଏଲା ବିରୁଦ୍ଧରେ ସାମରିକ କାର୍ଯ୍ୟାନୁଷ୍ଠାନ ପରେ ଆମେରିକା ଏବେ ଆଟଲାଣ୍ଟିକ ମହାସାଗରରେ ରୁଷୀୟ ପତାକାଯୁକ୍ତ ଏକ ତୈଳ ଟ୍ୟାଙ୍କର ‘ମାରିନେରା’କୁ ଜବତ କରିଛି। ଆମେରିକୀୟ ନୌସେନା…

ଦିଗପହଣ୍ଡି ତହସିଲ ପକ୍ଷରୁ ପଟ୍ଟା ବଣ୍ଟନ, ୪୦୯ ହିତାଧିକାରୀଙ୍କୁ ବିଧାୟକ….  

ଦିଗପହଣ୍ଡି,୭ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମରେ ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ପକ୍ଷରୁ ବୁଧବାର ପଟ୍ଟା ବଣ୍ଟନ ମେଳା ଅନୁଷ୍ଠିତ ହୋଇଯାଇଛି…

ପିୟୁଷଙ୍କୁ କୋର୍ଟ ଝଟକା, ମଞ୍ଚ ଚଢ଼ିବା ବାରଣ

କଟକ,୭ା୧: ଚର୍ଚ୍ଚିତ ଖଳନାୟକ ତଥା ଅଭିନେତା ପୀୟୂଷ ତ୍ରିପାଠୀଙ୍କୁ କୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଏକ ଯାତ୍ରା ପାର୍ଟି ସହିତ ଚୁକ୍ତି ଖିଲାପ ଅଭିଯୋଗ ମାମଲାରେ କୋର୍ଟ…

ଭୋଜିରେ ଯୋଗଦେବାକୁ ଯିବା ହେଲା କାଳ, ବିଦ୍ୟୁତ ଆଘାତରେ ହୋମଗାର୍ଡଙ୍କ ମୃତ୍ୟୁ

ଛତ୍ରପୁର,୭ା୧(ଦିଲ୍ଲୀପ ସାମଲ): ବିଦ୍ୟୁତ ଆଘାତରେ ଜଣେ ହୋମଗାର୍ଡଙ୍କ ମୃତ୍ୟୁ ହୋଇଛି । ମୃତ ହୋମଗାର୍ଡ ଜଣକ ହେଲେ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ପୁରୁଣାପାଟଣା ଗ୍ରାମର…

ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ୍, ଚାଲିଗଲା ୨ଜଣଙ୍କ ଜୀବନ

ପାତ୍ରପୁର,୭ା୧(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡ଼ା ଥାନା ଖାରିଆଗୁଡ଼ା ଫାଣ୍ଡି ଅଧିନସ୍ଥ ତମ୍ୱାପୂର ମନ୍ଦରଡ଼ା ରାସ୍ତା ଲୁହୁରୁଣି ବଟଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି ।…

୭୭ତମ ସାଧାରଣତନ୍ତ୍ର ଦିବସ ପାଳନ ନେଇ ପ୍ରସ୍ତୁତି, କୋରାପୁଟ କଫି…

କୋରାପୁଟ, ୭ା୧(ଅମିତାଭ ବେହେରା ): କୋରାପୁଟସ୍ଥିତ ସଦଭାବନା ସଭାଗୃହ ଠାରେ ଜିଲ୍ଲା ସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ ପାଳନ ନେଇ ବୁଧବାର ଅପରାହ୍ନରେ ଏକ ପ୍ରସ୍ତୁତି ବୈଠକ…

ଦୁର୍ଘଟଣାଗ୍ରସ୍ତ ମହିଳାଙ୍କୁ ନିଜ ଗାଡ଼ିରେ ନେଇ ହସ୍ପିଟାଲ ଗଲେ ଉପଜିଲାପାଳ

ଆନନ୍ଦପୁର ୦୭/୦୧(ସୁଶାନ୍ତ କୁମାର ସାହୁ): ମାନବିକତା ଦେଖାଇଲେ ଆନନ୍ଦପୁର ଉପଜିଲାପାଳ ନୀଳମାଧବ ସୁନା । ଦୁର୍ଘଟଣାର ଶିକାର ହୋଇ ରାସ୍ତା କଡରେ ପଡିଥିବା ଜଣେ ମହିଳାଙ୍କୁ ନିଜ…

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନାର ଶୁଭାରମ୍ଭ, ମୁଖ୍ୟମନ୍ତ୍ରୀ କହିଲେ ରାଜ୍ୟରେ…

ଖୋର୍ଦ୍ଧା,୭ା୧(ପ୍ରଭାତ ପାଣିଗ୍ରାହୀ): ବାଣପୁର ପଲଟଣ ପଡ଼ିଆଠାରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା’ର ଶୁଭାରମ୍ଭ କରିବା ସହ ସମଗ୍ର…

କାଲିଠୁ ସ୍ବାଭାବିକ ହେବ ଧାନ ମଣ୍ଡିରୁ ଧାନ ଉଠାଣ, ଆନ୍ଦୋଳନରୁ ଓହରିଲା ମିଲର୍ସ ସଂଘ

ଭୁବନେଶ୍ବର, ୭ା୧: ସରକାରଙ୍କ ପ୍ରତିଶ୍ରୁତି ପରେ ଆନ୍ଦୋଳନରୁ ଓହରିଲା ମିଲର୍ସ ସଂଘ । ତେବେ କାଲିଠାରୁ ସ୍ବାଭାବିକ ହେବ ଧାନ ମଣ୍ଡିରୁ ଧାନ ଉଠାଣ । ଏନେଇ…