ଟ୍ରୋଲ ହେଉଛନ୍ତି ବିବେକ ଅଗ୍ନିହୋତ୍ରୀ

ବମ୍ବେ: ବଲିଉଡ୍‌ ସୁପରଷ୍ଟାର ଶାହାରୁଖ ଖାଁଙ୍କ ଫିଲ୍ମ ‘ପଠାନ୍‌’ ଗୀତକୁ କଟାକ୍ଷ କରି ଫସିଲେ ନିର୍ମାତା ବିବେକ ଅଗ୍ନିହୋତ୍ରୀ। ଅଭିନେତାଙ୍କ ପ୍ରଶଂସକ ତାଙ୍କୁ ଟ୍ରୋଲ କରୁଥିବା ଦେଖାଯାଇଛି।…

ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ବସ ଦୁର୍ଘଟଣା ଗ୍ରସ୍ତ: ୧୩ ମୃତ-୨୦ ଆହତ…

କାଠମାଣ୍ଡୁ,୧୩।୧୨ : ଭାରତ ପଡ଼ୋଶୀ ଦେଶ ମ୍ୟାନ୍‌ମାରର ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୧୩ ଜଣକ ମୃତ୍ୟ ଘଟିଥିବାବେଳେ ୨୦ରୁ ଅଧିକ ଜଣ…

ବରିଷ୍ଠ ଓଏଏସ୍‌ ଅଫିସରସ୍ତରରେ ଅଦଳବଦଳ

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ରାଜ୍ୟ ସରକାର ବରିଷ୍ଠ ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଶକ୍ତି ବିଭାଗର ସ୍ବତନ୍ତ୍ର ସଚିବ…

ପାକିସ୍ତାନ ସହିତ ସମ୍ପର୍କରେ ସୁଧାର ନହେଲେ ଭାରତରେ ଶାନ୍ତି ପ୍ରତିଷ୍ଠା ଅସମ୍ଭବ: ଫାରୁକ୍‌…

ନୂଆଦିଲ୍ଳୀ,୧୩।୧୨ : ନ୍ୟାଶନାଲ କନଫରେନ୍ସ (ଏନସି) ସଭାପତି ଫାରୁକ ଅବଦୁଲ୍ଲା ମଙ୍ଗଳବାର ଦିଲ୍ଲୀରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ କହିଛନ୍ତି ଯେ ପାକିସ୍ତାନ ସହ ଆମର ଭଲ ସମ୍ପର୍କ…

ଟି୨୦ରୁ ରୋହିତ ହେବେ ବିଦା, ପ୍ରତି ଫର୍ମାଟ ଲାଗି ଭିନ୍ନ ଟିମ୍‌ !

ନୂଆଦିଲ୍ଲୀ,୧୩।୧୨: ଟିମ୍‌ ଇଣ୍ଡିଆରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛି କ୍ରିକେଟ କଣ୍ଟ୍ରୋଲ ବୋର୍ଡ ଅଫ୍‌ ଇଣ୍ଡିଆ(ବିସିସିଆଇ)। ନୂଆ ବର୍ଷଠାରୁ ଏହି ପରିବର୍ତ୍ତନ ଦେଖିବାକୁ ମିଳିପାରେ। ଚଳିତ ମାସ…

ସୁପ୍ରିମ୍‌କୋର୍ଟରେ ବିଚାରପତି ନିଯୁକ୍ତି ପାଇଁ ୫ ହାଇକୋର୍ଟ ବିଚାରପତିଙ୍କ ନାମ ସୁପାରିଶ…

ନୂଆଦିଲ୍ଲୀ,୧୩।୧୨ : ସୁପ୍ରିମକୋର୍ଟ କଲେଜିୟମ, ଭାରତର ପ୍ରଧାନ ବିଚାରପତି (ସିଜେଇ) ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ନେତୃତ୍ୱରେ ମଙ୍ଗଳବାର ସର୍ବୋଚ୍ଚ ନ୍ୟାୟାଳୟର ବିଚାରପତି ଭାବରେ ନିଯୁକ୍ତି ପାଇଁ ପାଞ୍ଚ ଜଣ…

ସେକ୍‌ ଜିଲାଲିଙ୍କୁ ପଳାତକ ଘୋଷଣା, ଗିରଫ ପରଓ୍ବାନା ଜାରି

ଚିତ୍ରକୋଣ୍ଡା,୧୩ା୧୨(ଡି.ଏନ.ଏ.): ବାରମ୍ବାର କୋର୍ଟ ନୋଟିସ୍‌କୁ ଅବମାନନା କରି ନିର୍ଦ୍ଧାରିତ ତାରିଖରେ କୋର୍ଟରେ ହାଜର ହେଉ ନ ଥିବାରୁ ମାଲକାନଗିରି ଜିଲା ଦୌରା ତଥା ସ୍ବତନ୍ତ୍ର ଜଜ୍‌ଙ୍କ ନିର୍ଦ୍ଦେଶରେ…

ଏବେ ପପୁ କିଏ ? ଲୋକ ସଭାରେ ମହୁଆଙ୍କ କଟାକ୍ଷ…

ନୂଆଦିଲ୍ଲୀ,୧୩।୧୨ : ସଂସଦର ଶୀତକାଳୀନ ଅଧିବେଶନରେ ମଙ୍ଗଳବାର ଶାସକ ଦଳ ଏବଂ ବିରୋଧୀଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଥିଲା। ନିଜ ବିବୃତ୍ତି ଯୋଗୁ ପ୍ରାୟତଃ ଚର୍ଚ୍ଚାର କେନ୍ଦ୍ର ହେଉଥିବା…

ଶଳାଙ୍କୁ ଇଟାରେ ଛେଚି ହତ୍ୟା, ଭିଣୋଇ-ସମ୍ପର୍କୀୟ ମାମୁ କୋର୍ଟ ଚାଲାଣ

ଦେବଗଡ଼,୧୩।୧୨,(ଡି.ଏନ୍‌.ଏ.): ଦେବଗଡ଼ ଥାନା ଅନ୍ତର୍ଗତ ଉଟୁଣୀଆମୁଣ୍ଡା ଗ୍ରାମରେ ଭିଣୋଇ ଓ ସମ୍ପର୍କୀୟ ମାମୁଙ୍କ ଆକ୍ରମଣରେ ଶଳାର ମୃତ୍ୟୁ ଘଟଣାରେ ସୋମବାର ଦେବଗଡ଼ ଥାନା ପୋଲିସ ୨ ଅଭିଯୁକ୍ତଙ୍କୁ…

ବିଶ୍ୱ ଭାରତୀ ବିଶ୍ୱବିଦ୍ୟାଳୟ କୁଳପତିଙ୍କ ଉପରେ ଆକ୍ରମଣ…

କୋଲକାତା,୧୩।୧୨ : ବିଶ୍ୱ ଭାରତୀ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ବିଦ୍ୟୁତ ଚକ୍ରବର୍ତ୍ତୀଙ୍କୁ ତାଙ୍କ ସରକାରୀ ବାସଭବନର ପ୍ରବେଶ ପଥରେ କେତେକ ଅଜଣା ବ୍ୟକ୍ତି ଆକ୍ରମଣ କରିଥିବା ଅଭିଯୋଗ…