ବାଂଲାଦେଶରେ ରଦ୍ଦ ହେଲା ନୋରା ଫତେହିଙ୍କ ଡ୍ୟାନ୍ସ ଶୋ’

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ନୋରା ଫତେହି ତାଙ୍କ ଡ୍ୟାନ୍ସକୁ ନେଇ ସବୁବେଳେ ଥାଆନ୍ତି ଚର୍ଚ୍ଚାରେ । ହେଲେ ନିକଟରେ ବାଂଲାଦେଶରେ ନୋରାଙ୍କର ଏକ ଡ୍ୟାନ୍ସ ଶୋ’କୁ ସେଠାକାର…

ଭାଜପା ଭୟରେ କରିଛି ପ୍ରାର୍ଥୀ ପ୍ରତ୍ୟାହାର…

ମୁମ୍ବାଇ,୧୮।୧୦: ମୁମ୍ବାଇରେ ଅନୁଷ୍ଠିତ ଅନ୍ଧେରୀ ଇଷ୍ଟ ବିଧାନସଭା ଉପ-ନିର୍ବାଚନରେ ଭାଜପା ପକ୍ଷର ୁପ୍ରାର୍ଥୀ ପ୍ରତ୍ୟାହାର କରିବା ଘୋଷଣା ପରେ ରାଜନୀତି ତୀବ୍ର ହୋଇଛି। ଭାଜପାର ଏହି ନିଷ୍ପତ୍ତିକୁ…

ସମ୍ଭାବ୍ୟ ବାତ୍ୟା: ସରକାରୀ ଅଧିକାରୀଙ୍କ ଛୁଟି ବାତିଲ

ଭୁବନେଶ୍ୱର,୧୮।୧୦(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ବାତ୍ୟାରେ ପ୍ରଭାବିତ ହେବାକୁ ଥିବା ଜିଲାଗୁଡିକୁ ସତର୍କ ରହିବାକୁ ସମସ୍ତ ଜିଲାପାଳଙ୍କୁ ସରକାର…

ଭାଜପା ପ୍ରାର୍ଥୀ ପ୍ରତ୍ୟାହାର ପରେ ଋତୁଜା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେବା ସ୍ପଷ୍ଟ

ମୁମ୍ବାଇ,୧୮।୧୦: ମୁମ୍ବାଇ ଅନ୍ଧେରି ଇଷ୍ଟ ବିଧାନସଭା ଆସନରେ ନଭେମ୍ବର ୩ରେ ଉପନିର୍ବାଚନ ହେବାକୁ ଥିବା ବେଳେ ନାମାଙ୍କନପତ୍ର ଦାଖଲର ଶେଷ ଦିନରେ ଭାଜପା ପ୍ରାର୍ଥୀ ପ୍ରତ୍ୟାହାର କରିନେଇଛି।…

ବଲାଙ୍ଗୀରରେ ତେଜୁଛି ରୋପ୍‌ଓ୍ବେ ଆନ୍ଦୋଳନ

ବଲାଙ୍ଗୀର ଅଫିସ,୧୮।୧୦: ବଲାଙ୍ଗୀର ଜିଲାରେ ବଢ଼ିବାରେ ଲାଗିଛି ରୋପ୍‌ୱେ ଟେନ୍‌ସନ। ହରିଶଙ୍କରରୁ ନୃସିଂହନାଥ ପ୍ରସ୍ତାବିତ ରୋପ୍‌ୱେ ଯୋଜନା ବାତିଲ ହେବା ଜଣାପଡ଼ିବା ପରେ ସପ୍ତାହେ ହେଲା ବିଭିନ୍ନ…

ନବରଙ୍ଗପୁରରେ ବ୍ୟାପୁଛି ଝାଡାବାନ୍ତି: ୪ ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା ୮କୁ ବୃଦ୍ଧି

ପାପଡାହାଣ୍ଡି,୧୮।୧୦(ଡି.ଏନ.ଏ.): ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକକୁ ପୁଣି ଫେରିଛି ଝାଡାବାନ୍ତି। ଗତ ଅଗଷ୍ଟ ମାସରେ ତୁଳସିପଦର ଓ ଗତ ସପ୍ତାହରେ ସୋରିଷପଦରରେ ଝାଡାବାନ୍ତି ଦେଖାଦେଇଥିଲା। ବର୍ତ୍ତମାନ ବ୍ଲକର…

ବିସିସିଆଇର ୩୬ତମ ଅଧ୍ୟକ୍ଷ ହେଲେ ରୋଜର ବିନ୍ନି

ନୂଆଦିଲ୍ଲୀ,୧୮।୧୦: ବୋର୍ଡ ଅଫ କଣ୍ଟ୍ରୋଲ ଫର୍‌ କ୍ରିକେଟ ଇନ ଇଣ୍ଡିଆ (ବିସିସିଆଇ)ର ୩୬ତମ ଅଧ୍ୟକ୍ଷ ହୋଇଛନ୍ତି ପୂର୍ବତନ କ୍ରିକେଟର୍‌ ରୋଜର ବିନ୍ନି। ମଙ୍ଗଳବାର ମୁମ୍ବାଇର ତାଜ ହୋଟେଲରେ…

ଡ୍ରଗ୍ସ ନିଅନ୍ତି ସଲମାନ ଖାନ୍‌: ବାବା ରାମଦେବ

ନୂଆଦିଲ୍ଲୀ,୧୮।୯: ଯୋଗ ଗୁରୁ ବାବା ରାମଦେବ ଏକ କାର୍ଯ୍ୟକ୍ରମରେ ନିଶା ମୁକ୍ତି ଭାରତ ବିଷୟରେ ଲୋକଙ୍କୁ ସଚେତନ କରାଇଥିଲେ। ଏହି ସମୟରେ ସେ ବଲିଉଡର ଅଭିନେତା ସଲମାନ…

ଦେଶରେ ୧,୫୪୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୧୮।୧୦: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧,୫୪୨ ନୂଆ କରୋନା…

ବରଗଡ଼ ଧନୁଯାତ୍ରା, ଏଥର କଳାକାର ଚୟନ

ବରଗଡ଼ ଅଫିସ,୧୮।୧୦: ବରଗଡ଼ ଧନୁଯାତ୍ରା ପାଇଁ ଏଥର ନୂତନ କଳାକାର ଚୟନ ହେବେ। ଧନୁଯାତ୍ରା ମହୋତ୍ସବ ସମିତି କାର୍ଯ୍ୟକାରୀ କମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ସେହିପରି…