ଅବଦୁଲ ଲତିଫ ରଶିଦ ଇରାକ ରାଷ୍ଟ୍ରପତି ନିର୍ବାଚିତ

ବାଗଦାଦ,୧୪।୧୦: ଇରାକ ପାର୍ଲାମେଣ୍ଟ ସଦସ୍ୟମାନେ କୁର୍ଦ୍ଦିଶ ନେତା ଅବଦୁଲ ଲତିଫ୍‌ ରଶିଦ୍‌ଙ୍କୁ ଦେଶର ନୂଆ ରାଷ୍ଟ୍ରପତି ନିର୍ବାଚିତ କରିଛନ୍ତି। ଫଳରେ ବର୍ଷେ ହେଲା ଲାଗିରହିଥିବା ରାଜନୈତିକ ଅଚଳାବସ୍ଥା…

ଦୋଷୀଙ୍କ ମୁକ୍ତି ସପକ୍ଷରେ ଷ୍ଟାଲିନ୍‌

ଚେନ୍ନାଇ, ୧୪ା୧୦: ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଆଜୀବନ ଦଣ୍ଡାଦେଶ ଭୋଗୁଥିବା ୨ ଜଣ ବନ୍ଦୀଙ୍କ ପିଟିଶନକୁ ତାମିଲନାଡ଼ୁର ଡିଏମ୍‌କେ…

ତୃତୀୟ ବିଶ୍ୱଯୁଦ୍ଧର ଧମକ ଦେଲା ରୁଷିଆ

ମସ୍କୋ/କିଭ୍‌/ଲଣ୍ଡନ,୧୪ା୧୦: ଆମେରିକା ନେତୃତ୍ୱାଧୀନ ନର୍ଥ ଆଟଲାଣ୍ଟିକ୍‌ ଟ୍ରିଟି ଅର୍ଗାନାଇଜେଶନ (ନାଟୋ) ସାମରିକ ମେଣ୍ଟରେ ୟୁକ୍ରେନ୍‌ ସାମିଲ ହେଲେ ଏହି ପୂର୍ବ ୟୁରୋପୀୟ ରାଷ୍ଟ୍ରରେ ଘମାଘୋଟ ଲଢ଼େଇ ହେବ।…

ଝୁଲିଲା ଭାରତ, ବ୍ରିଟେନ ଏଫ୍‌ଟିଏ

ନୂଆଦିଲ୍ଲୀ/ଲଣ୍ଡନ,୧୪ା୧୦:ବ୍ରିଟେନରେ ବସବାସ କରୁଥିବା ଉଚ୍ଚ ଦକ୍ଷତାସମ୍ପନ୍ନ ପ୍ରବାସୀଙ୍କ ମଧ୍ୟରେ ଭାରତୀୟମାନେ ଲଗାତର ସର୍ବାଗ୍ରେ ରହିଆସିଛନ୍ତି। ସଦ୍ୟ ତଥ୍ୟାନୁସାରେ ଚଳିତବର୍ଷ ପ୍ରାୟ ୧,୧୮,୦୦୦ ଭାରତୀୟ ଛାତ୍ରୀଛାତ୍ର ବ୍ରିଟେନର ଷ୍ଟୁଡେଣ୍ଟ…

ପତିତପାବନଙ୍କୁ ଏନ୍‌ଆଇଏଲ୍‌ଡି ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ

କଣ୍ଟାପଡ଼ା, ୧୪ା୧୦(ଡି.ଏନ୍‌.ଏ.): କେନ୍ଦ୍ର ସରକାରଙ୍କ ସାମାଜିକ ନ୍ୟାୟ ଓ ଅଧିକାରିତା ମନ୍ତ୍ରଣାଳୟ ଅଧୀନ କଟକ ଜିଲା ଓଲଟପୁରସ୍ଥିତ ଏସ୍‌ଭି ନିର୍‌ତାରର କାର୍ଯ୍ୟକାରୀ ନିର୍ଦ୍ଦେଶକ ପ୍ରଫେସର ଡା. ପତିତପାବନ…

ଆଜି ଓଡ଼ିଶା ଆସୁଛନ୍ତି ଖାର୍ଗେ

ଭୁବନେଶ୍ବର,୧୪ା୧୦(ବ୍ୟୁରୋ):ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ସଭାପତି ପ୍ରାର୍ଥୀ ଭାବେ ନିର୍ବାଚନ ଲଢିବାକୁ ଯାଉଥିବା ମଲିକାର୍ଜୁନ ଖାର୍ଗେ ଶୁକ୍ରବାର ଓଡିଶା ଗସ୍ତରେ ଆସୁଛନ୍ତି। ଖାର୍ଗେ ନିର୍ବାଚନ ପୂର୍ବରୁ ତାଙ୍କୁ…

ଶିକ୍ଷକଙ୍କ ମାଡ଼ରେ ୧୨ ବର୍ଷର ଛାତ୍ରଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୧୪।୧୦ (ଆଇଏଏନ୍‌ଏସ୍‌):ଶିକ୍ଷକଙ୍କ ମାଡ଼ରେ ଗୁରୁତର ଆହତ ଜଣେ ୧୨ ବର୍ଷର ଛାତ୍ରଙ୍କ ମୃତ୍ୟୁ ହୋଇଯାଇଛି। ଉକ୍ତ ଷଷ୍ଠ ଶ୍ରେଣୀ ଛାତ୍ରଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିଲା। ବେଡ୍‌…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଟାଟା ସନ୍ସ ଅଧ୍ୟକ୍ଷ

ଭୁବନେଶ୍ୱର,୧୪ା୧୦(ବ୍ୟୁରୋ): ଟାଟା ସନ୍ସର ଅଧ୍ୟକ୍ଷ ଏନ୍‌. ଚନ୍ଦ୍ରଶେଖରନ ଗୁରୁବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। ଓଡ଼ିଶାରେ ଶିଳ୍ପ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ଟାଟା…

ହିଜାବ ମାମଲାରେ ବିଭାଜିତ ରାୟ

ନୂଆଦିଲ୍ଲୀ,୧୪।୧୦(ପି.ଟି.):କର୍ନାଟକର ଶିକ୍ଷାନୁଷ୍ଠାନଗୁଡ଼ିକରେ ହିଜାବ ନିଷେଧ ମାମଲାରେ ସୁପ୍ରିମକୋର୍ଟ ଗୁରୁବାର ବିଭାଜିତ ରାୟ ପ୍ରଦାନ କରିଛନ୍ତି। ଫଳରେ ଏକ ବୃହତ୍ତର ପୀଠରେ ମାମଲାର ବିଚାର ଲାଗି ଏହାକୁ ପ୍ରଧାନ…

କୁକୁର କାମୁଡ଼ାରେ ଶିଶୁକନ୍ୟା ମୃତ, ୧୨ ଗୁରୁତର

ବଲାଙ୍ଗୀର ଅଫିସ, ୧୪ା୧୦: ବଲାଙ୍ଗୀର ଜିଲା ପାଟଣାଗଡ଼ ବ୍ଲକ ଅନ୍ତର୍ଗତ ବାଲିପଟା ଓ ସାନକଲଙ୍ଗାପାଲି ଗଁାରେ ଗୁରୁବାର ବୁଲା କୁକୁର ଆତଙ୍କରେ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଥିଲା।…