ଫାଟୁଆ ରୋଗ ପାଇଁ ଆଗୁଆ ପ୍ରତିଷେଧକ, ୩୭ ହଜାର ଗୋରୁଙ୍କୁ ଟିକାକରଣ ଲକ୍ଷ୍ୟ

ଦାରିଙ୍ଗବାଡ଼ି,୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ୨୫ ଟି ପଞ୍ଚାୟତରେ ଗାଈ ଓ ବଳଦଙ୍କ ପାଇଁ ଅଣ୍ଟା ଭଡ଼ିଛି ମତ୍ସ୍ୟ ଓ ପ୍ରାଣୀସମ୍ପଦ…

ନେଟ୍‌ ପ୍ରାକ୍ଟିସ ପାଇଁ ବାରବାଟୀ ଯିବେ ଦୁଇ ଦଳ: ଜାଣନ୍ତୁ କେତେବେଳେ…

ଭୁବନେଶ୍ୱର, ୭ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ହାର୍ଦ୍ଦିକ…

ପାରଦ ତଳ ମୁହାଁ: ଶୀତରେ ଥରୁଛନ୍ତି ବାସହୀନ

ସୋନପୁର,୮।୧୨(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ପାରଦ ତଳ ମୁହାଁ ହୋଇଛି। ପ୍ରବଳ ଶୀତ ଓ କୁହୁଡି ଯୋଗୁ ଲୋକେ ଅସୁବିଧା ଭୋଗୁଛନ୍ତି। ବିଶେଷ କରି ବାସହୀନ ଲୋକମାନେ…

ଆଇଏସ୍‌ପିଏଲ୍‌ ନିଲାମରେ ଓଡ଼ିଆ ପୁଅ ରାଜେଶ

ଖୋର୍ଦ୍ଧା,୮ା୧୨(ପ୍ରଭାତ ପାଣିଗ୍ରାହୀ):ଏବେ ସବୁଆଡ଼େ କ୍ରିକେଟର କ୍ରେଜ୍‌। ଛୋଟଠୁ ବଡ଼ ସମସ୍ତେ କ୍ରିକେଟ୍‌ ମାନିଆ। ଏଥିରେ କ୍ୟାରିୟର କରିବା ପାଇଁ ଯୁବପିଢ଼ିଙ୍କ ମଧ୍ୟରେ ଏକପ୍ରକାର ଉତ୍ସାହ ରହିଛି। ସହରାଞ୍ଚଳରେ…

ସକାଳୁ ସକାଳୁ ବରଗଡ଼ ସହରରେ ଅଗ୍ନିକାଣ୍ଡ: ଚଷମା ଦୋକାନ ଛାରଖାର

ବରଗଡ଼,୮ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ସୋମବାର ସକାଳୁ ଏକ ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ କୋର୍ଟ ସମ୍ମୁଖ ମାର୍କେଟ କମ୍ପ୍ଲେକ୍ସରେ ନିଆଁ ଲାଗିଛି। ଏକ ଚଷମା ଦୋକାନରୁ ନିଆଁ…

ଗୋଆ ଅଘଟଣ: ୨୫ ମୃତକଙ୍କ ମିଳିଲା ପରିଚୟ

ପଣଜୀ,୮ା୧୨(ପି.ଟି/ଏଜେନ୍ସି):ଗୋଆ ରାଜଧାନୀ ପଣଜୀରୁ ୨୫ କି.ମି. ଦୂରରେ ‘ବର୍ଚ ବାଇ ରୋମିଓ ଲେନ୍‌’ ନାଇଟ୍‌ କ୍ଲବ୍‌ ଅବସ୍ଥିତ। ବେଆଇନ ଭାବେ ନିର୍ମିତ ଏହି କ୍ଲ୍‌ବ୍‌କୁ ଭାଙ୍ଗିବା ପାଇଁ…

ଓଲଟିଲା ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌

ଥୁଆମୂଳ ରାମପୁର,୮ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିଲେଟ ଗ୍ରାମ ପଞ୍ଚାୟତରେ ଏକ୍‌ ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ ଓଲଟି…

ଶୀତୁଆ ରାତିରେ ଶିକ୍ଷକଙ୍କ ଆନ୍ଦୋଳନ: ସରକାର ଦେଲେ ଏମିତି ପ୍ରତିଶ୍ରୁତି

ଭୁବନେଶ୍ୱର, ୮।୧୨(ରବିନାରାୟଣ ଜେନା):ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକମାନଙ୍କ ରଣହୁଙ୍କାରକୁ ରାଜ୍ୟ ସରକାର ଗୁରୁତ୍ୱର ସହ ଗ୍ରହଣ କରିଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗ ଅଧୀନରେ…

ପୁଟିନଙ୍କ ପରେ ଭାରତ ଆସିପାରନ୍ତି ଜେଲେନ୍‌ସ୍କି

ନୂଆଦିଲ୍ଲୀ,୮ା୧୨:ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ୨୦୨୬ ଜାନୁଆରୀରେ ଭାରତ ଆସିପାରନ୍ତି। ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତ ପରେ ନୂଆଦିଲ୍ଲୀ ପକ୍ଷରୁ କୂଟନୈତିକ ସନ୍ତୁଳନ ଉଦ୍ୟମ ଚାଲିଥିବାରୁ…

ବାଘ ଆତଙ୍କ ଯୋଗୁ ୫୫ ସ୍କୁଲ ବନ୍ଦ: ଜାଣନ୍ତୁ କେଉଁଠି

ଡେରାଡୁନ୍‌,୮ା୧୨:ଉତ୍ତରାଖଣ୍ଡର ପୌରି ଜିଲାରେ କଲରାପତରିଆ ବାଘ ଆତଙ୍କ ଯୋଗୁ ୫୫ ସ୍କୁଲକୁ ସାମୟିକ ଭାବେ ବନ୍ଦ କରିଦିଆଯାଇଛି। ଉକ୍ତ ସ୍କୁଲଗୁଡ଼ିକର ପିଲାମାନଙ୍କୁ ଅନ୍‌ଲାଇନ ମୋଡ୍‌ରେ ପାଠପଢ଼ା ଯାଉଛି।…