ବ୍ଲକ ଅଧ୍ୟକ୍ଷଙ୍କ ପଞ୍ଚାୟତରେ ରାସ୍ତା ଦୟନୀୟ

ଭଞ୍ଜନଗର,୧୨।୧୦(ଡି.ଏନ.ଏ): ଭଞ୍ଜନଗର ଅଞ୍ଚଳରେ ଗତ ୫ଦିନ ହେବ ତୁହାକୁ ତୁହା ବର୍ଷା ହେଉଛି। ଏହାଦ୍ୱାରା ଲୋକେ ବିଶେଷ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ମଙ୍ଗଳବାର ଅପରାହ୍ନରେ ଭଞ୍ଜନଗର ଅଞ୍ଚଳରେ…

୧,୭୫୪ କଳାକାରଙ୍କୁ ମିଳିଲା ବକେୟା ଭତ୍ତା

ଭଞ୍ଜନଗର,୧୩।୧୦(ଡି.ଏନ.ଏ): ଗଞ୍ଜାମ ଜିଲାରେ ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନାରେ ୧୮୧୯ ଜଣ ଭତ୍ତା ପାଉଛନ୍ତି। କିନ୍ତୁ ଲାଇଫ୍‌ ସାର୍ଟିଫିକେଟ ଦାଖଲରେ ବିଳମ୍ବ ଯୋଗୁ ୪ମାସ ହେଲା କଳାକାରମାନଙ୍କୁ…

ଭାରତରେ ଓମିକ୍ରନ୍‌ର ୯ ସବ୍‌ ଭାରିଆଣ୍ଟ…

ନୂଆଦିଲ୍ଲୀ,୧୩।୧୦ : କରୋନା ଭୂତାଣୁର ଓମିକ୍ରନ ଭାରିଆଣ୍ଟର ଦୁଇଟି ସବ୍‌ ଭାରିଆଣ୍ଟ ଚାଇନାରେ ପୁନର୍ବାର ସଂକ୍ରମଣ ବିସ୍ତାର କରିଛି। ଚାଇନାର ୫ରୁ ଅଧିକ ରାଜ୍ୟରେ ସଂକ୍ରମଣ ମାମଲାରେ…

ଜାତୀୟ ରାଜପଥରେ ମେଡିଆନ୍‌ ଗଛ ଶୂନ

କେନ୍ଦୁଝର,୧୩ା୧୦(ସ୍ବ.ପ୍ର.): କେନ୍ଦୁଝର ସହର ଦେଇ ଯାଇଥିବା ଜାତୀୟ ରାଜପଥ ୪୯ର ଅନେକ ସ୍ଥାନରେ ରାସ୍ତା ମଝିରେ ହୋଇଥିବା ବୃକ୍ଷରୋପଣ (ମେଡିଆନରେ ଗଛ) ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ମରି…

ଏସିଆ କପ୍‌ ସେମିଫାଇନାଲ୍‌: ଥାଇଲାଣ୍ଡକୁ ୧୪୯ ରନ୍‌ର ଲକ୍ଷ୍ୟ ଦେଲା ଭାରତ

ସିଲହଟ,୧୩।୧୦: ମହିଳା ଏସିଆ କପ୍‌ ସେମିଫାଇନାଲରେ ଭାରତ ଏବଂ ଥାଇଲାଣ୍ଡର ଆଜି ମୁହାଁମୁହିଁ ହୋଇଛନ୍ତି। ଏହି ମ୍ୟାଚ ସିଲହଟ ଇଣ୍ଟରନ୍ୟାସନାଲ ଷ୍ଟାଡିୟମରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଭାରତର…

ମାଈ ବାଛୁରୀ ସଂଖ୍ୟା ବୃଦ୍ଧିରେ ମୟୂରଭଞ୍ଜକୁ ସଫଳତା

ବାରିପଦା ଅଫିସ,୧୩ା୧୦: ଓଡ଼ିଶାରେ ମାଈ ବାଛୁରୀ ସଂଖ୍ୟା ବୃଦ୍ଧି ଯୋଜନାରେ ମୟୂରଭଞ୍ଜ ଜିଲାକୁ ଶତ ପ୍ରତିଶତଠାରୁ ଅଧିକ ସଫଳତା ମିଳିଛି। ପ୍ରାଣୀଧନ ବିଭାଗର ଅତିରିକ୍ତ ନିର୍ଦ୍ଦେଶକ ଡା.…

ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୭ ଆକ୍ରାନ୍ତ

ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୭୭ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରୁ ୪୬ଜଣ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୩୧ ଲୋକାଲ କେସ୍‌ ରହିଛି।…

ବିଶ୍ୱ ମାନଚିତ୍ରରୁ ଏକ ସାର୍ବଭୌମ ଦେଶକୁ ଲିଭାଇ ପାରିବ ନାହିଁ ରୁଷିଆ, ନିନ୍ଦା ପ୍ରସ୍ତାବକୁ ବାଇଡେନଙ୍କ ପ୍ରଶଂସା…

ଜେନେଭା/ଓ୍ବାଶିଂଟନ/ମସ୍କୋ,୧୩।୧୦ : ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ମିଳିତ ଜାତିସଂଘ ସାଧାରଣ ସଭା (ୟୁଏନଜିଏ)ରେ ରୁଷିଆ ବିରୋଧରେ ପାରିତ ହୋଇଥିବା ନିନ୍ଦା ପ୍ରସ୍ତାବକୁ ପ୍ରଶଂସା କରିଛନ୍ତି। ପ୍ରସ୍ତାବରେ…

ଠେଲିଲେ ଷ୍ଟାର୍ଟ ହେଉଛି ଆମ୍ବୁଲାନ୍ସ

ପାଟଣା,୧୩ା୧୦(ସ୍ବ.ପ୍ର.): ରୋଗୀଙ୍କୁ ବୋହିବା ପାଇଁ ଉଦ୍ଦିଷ୍ଟ ଆମ୍ବୁଲାନ୍ସ ନିଜେ ରୋଗାଗ୍ରସ୍ତ। ଠେଲିଲେ ଷ୍ଟାର୍ଟ ହେଉଛି। ରୋଗୀ ଫୋନ୍‌ କଲେ ଆମ୍ବୁଲାନ୍ସ ଷ୍ଟାର୍ଟ ହୋଇ ମେଡିକାଲରୁ ବାହାରିବା ପାଇଁ…

ଏସକେ ମୁଭିଜ୍‌ ଷ୍ଟୁଡିଓରେ ଅଗ୍ନିକାଣ୍ଡ…

କୋଲକାତା,୧୩।୧୦ : କୋଲକାତାର କୁଦଘାଟ ଅଞ୍ଚଳରେ ଥିବା ଏସକେ ମୁଭିଜ୍‌ ଷ୍ଟୁଡିଓରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ୧୦…