ପ୍ରସିଦ୍ଧ ଅଭିନେତ୍ରୀଙ୍କ ପରଲୋକ

‘ଚିୟର୍ସ’ ଏବଂ ‘ଡ୍ରପ ଡେଡ ଗର୍ଜିୟସ’ର ତାରକା ର୍କିଷ୍ଟି ଏଲିଙ୍କର ଦେହାନ୍ତ ହୋଇଛି। ତାଙ୍କୁ ୭୧ ବର୍ଷ ହୋଇଥିଲା। ସେ ଗତ କିଛିଦିନ ହେବ କର୍କଟ ରୋଗ…

ଯୁବକଙ୍କୁ ଛୁରାମାଡ଼, ଦୁର୍ବୃତ୍ତ ଫେରାର

ବଡବିଲ,୬।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲ ପୁରୁଣା ବସଷ୍ଟାଣ୍ଡସ୍ଥିତ ଏକ ଚା’ ଦୋକାନରେ ମଙ୍ଗଳବାର ଜଣେ ଯୁବକଙ୍କୁ ଛୁରାମାଡ କରି ଦୁର୍ବୃତ୍ତ ଫେରାର ହୋଇଯାଇଥିବା ଜଣାପଡିଛି। ଗୁରୁତର ଯୁବକ…

ଖୁବ୍‌ଶୀଘ୍ର ଓଟିଟିରେ ରିଲିଜ୍‌ ହେବ ‘ବିକ୍ରମ ଭେଧା’

ମୁମ୍ବାଇ: ବଲିଉଡ ଅଭିନେତା ହ୍ରିତିକ ରୋଶନ ଏବଂ ସୈଫ ଅଲ୍ଲୀ ଖାନଙ୍କ ଅଭିନୀତ ଫିଲ୍ମ ‘ବିକ୍ରମ ଭେଧା’ ସେପ୍ଟେମ୍ବର ୩୦ରେ ମୁକ୍ତିଲାଭ କରିଥିଲା। ଏହି ଫିଲ୍ମଟି ୨୦୧୭ରେ…

ଆଜି ସର୍ବଦଳୀୟ ବୈଠକ, ଯୋଗଦେଇପାରନ୍ତି ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୬।୧୨: ପାର୍ଲାମେଣ୍ଟର ଶୀତ ଅଧିବେଶନ ୭ ତାରିଖରୁ ଆରମ୍ଭ ହେବାକୁ ଥିବାବେଳେ କେନ୍ଦ୍ର ସରକାର ମଙ୍ଗଳବାର ସର୍ବଦଳୀୟ ବୈଠକ ଡକାଇଛନ୍ତି। ବୈଠକରେ ଅଧିବେଶନ କାର୍ଯ୍ୟସୂଚୀ ଏବଂ ଗୁରୁତ୍ୱପୂର୍ଣ୍ଣ…

ଟିଏମ୍‌ସି ମୁଖପାତ୍ର ଗିରଫ

ଜୟପୁର,୬।୧୨: ଗୁଜରାଟ ପୋଲିସ ତୃଣମୂଳ କଂଗ୍ରେସର ଜାତୀୟ ମୁଖପାତ୍ର ତଥା ମମତା ବାନାର୍ଜୀଙ୍କ ନିକଟ ସାକେଟ ଗୋଖଲେଙ୍କୁ ଗିରଫ କରିଛି। ଗିରଫ ସମ୍ପର୍କରେ ସୂଚନା ଟିଏମସି ନେତା…

ଗାଁରେ ଡେରା ପକାଇଲେଣି ବେପାରୀ

ବେତନଟୀ,୬ା୧୨(ସ୍ବ.ପ୍ର.): ପ୍ରକୃତିର ତାଡ଼ନା ପରେ ଏବେ ସରକାରୀ କଳର ଅବ୍ୟବସ୍ଥା ଭିତରେ ପେଷି ହେଉଛନ୍ତି ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ଅଞ୍ଚଳର ହଜାର ହଜାର ଧାନ ଚାଷୀ।…

ରାଜରାସ୍ତାରେ ୨୪ ଟିକିଆ ହାତୀପଲ, ଅଟକିଲା ଗାଡ଼ି

କେନ୍ଦୁଝର,୬।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ରେଞ୍ଜ ଅନ୍ତର୍ଗତ ପିପିଳିଆଠାରେ ସୋମବାର ୨୪ ଟିକିଆ ହାତୀପଲ ରାସ୍ତା ପାର ହେଉ ଥିବାରୁ କିଛି ସମୟ ଧରି ଏନ୍‌ଏଚ ୨୦ରେ…

ଉଷା ଆପ୍‌ରେ ବସ୍ତି ବାସିନ୍ଦାଙ୍କ ତଥ୍ୟ ସଂଗ୍ରହ

ବ୍ରହ୍ମପୁର ଅଫିସ,୬ା୧୨: ବ୍ରହ୍ମପୁର ମହାନଗର ନିଗମ (ବିଏମ୍‌ସି) ଅଧୀନରେ ବସବାସ କରୁଥିବା ବସ୍ତିବାସିନ୍ଦାଙ୍କୁ ଜାଗା ମିଶନ ଯୋଜନାରେ ପଟ୍ଟା ପ୍ରଦାନ କରାଯିବ। ଏ ନେଇ ବିଏମସି ପକ୍ଷରୁ…

ସ୍କୁଲ ଖୋଲିବା ଦାବି ନେଇ ରାସ୍ତାରେ ଛାତ୍ରୀଛାତ୍ର

ଫୁଲବାଣୀ ଅଫିସ, ୬ା୧୨: କମ୍‌ ସଂଖ୍ୟା ପିଲା ଥିବା ବିଦ୍ୟାଳୟକୁ ବନ୍ଦ କରାଯାଇ ପାଖ ବିଦ୍ୟାଳୟରେ ମିଶାଯାଉଛିା କନ୍ଧମାଳ ଜିଲାରେ ବହୁ ଦୁର୍ଗମ ଅଞ୍ଚଳ ରହିଛି। ପିଲାମାନଙ୍କୁ…

କାର୍ଯ୍ୟରେ ଅବହେଳା, ୭ ବ୍ଲକ କର୍ମଚାରୀଙ୍କ ଦରମା ବନ୍ଦ

ଭଞ୍ଜନଗର, ୬ା୧୨(ଡି.ଏନ୍‌.ଏ): ଭଞ୍ଜନଗର ବ୍ଲକରେ ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅଗ୍ରଗତି ନେଇ ସୋମବାର ବାଚସ୍ପତି ବିକ୍ରମ କେଶରୀ ଆରୁଖ ଜଳସମ୍ପଦ ବିଭାଗ ଡାକ ବଙ୍ଗଳାଠାରେ ସମୀକ୍ଷା…