୩୦ ହଜାର ତଳେ ସକ୍ରିୟ ମାମଲା…

ନୂଆଦିଲ୍ଲୀ, ୮।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ…

ଓହିଓ ଫୁଟବଲ୍‌ ମ୍ୟାଚ୍‌ରେ ଫୁଟିଲା ଗୁଳି

ଓ୍ବାଶିଂଟନ୍‌, ୮।୧୦: ଆମେରିକାର ଓହିଓରେ ଶନିବାର ଏକ ଅଘଟଣ ଘଟିଛି। ଏକ ଫୁଟବଲ ମ୍ୟାଚ୍‌ ସମୟରେ ଷ୍ଟାଡ଼ିୟମ ବାହାରେ ଗୁଳିକାଣ୍ଡ ଘଟିଛି। ଏଥିରେ ୩ଜଣଙ୍କୁ ଗୁଳି ବାଜିଥିବା…

ଆମେରିକାକୁ ଉତ୍ତର କୋରିଆର ଚେତାବନୀ

ପ୍ୟୋଙ୍ଗ୍‌ୟାଙ୍ଗ୍‌,୮ା୧୦: ଶନିବାର ଉତ୍ତର କୋରିଆ କହିଛି ଯେ, ଆମେରିକାର ବିମାନ ପରିବହନକାରୀଙ୍କ ପ୍ରତ୍ୟାହାର ଏହି ଅଞ୍ଚଳରେ ପୁଣି ଉତ୍ତେଜନା ସୃଷ୍ଟି କରିଛି। ବାସ୍ତବରେ ଉତ୍ତର କୋରିଆର ଏହି…

ବାୟୁସେନା ଦିବସରେ ଏୟାରଫୋର୍ସର ନୂଆ କମବ୍ୟାଟ ୟୁନିଫର୍ମ ସହ ସ୍ୱଦେଶୀ ହେଲିକପ୍ଟର ‘ପ୍ରଚଣ୍ଡ’ର ଦମ୍‌

ଚଣ୍ଡିଗଡ଼,୮ ।୧୦: ପ୍ରତିବର୍ଷ ଅକ୍ଟୋବର ୮ରେ ପାଳନ କରାଯାଇଥାଏ ଭାରତୀୟ ବାୟୁସେନା ଦିବସ । ଏହାର ମୁଖ୍ୟ ଉଦ୍ଦେଶ୍ୟ ଭାରତୀୟ ବାୟୁସେନାଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ଓ ସେମାନଙ୍କ…

ବିଧାନସଭା ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା

ନୂଆଦିଲ୍ଲୀ,୮।୧୦: ଉତ୍ତରପ୍ରଦେଶ, ହରିଆଣା ସମେତ ୬ଟି ରାଜ୍ୟରେ ନିର୍ବାଚନ ପାଇଁ ଜୋରସୋରରେ ପ୍ରସ୍ତୁତି ଚାଲିଛି। ୬ଟି ରାଜ୍ୟର ୭ଟି ବିଧାନସଭା ଆସନରେ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି।…

ବାପାଙ୍କ ସ୍ବପ୍ନ ପୂରଣ କଲେ ପାପଡ଼ାହାଣ୍ଡିର ଚନ୍ଦନ

ପାପଡ଼ାହାଣ୍ଡି,୮।୧୦(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ସଦର ମହକୁମା ନୂଆସାହିର ଚନ୍ଦନ କୁମାର ନାୟକ ଚଳିତ ବର୍ଷ ଓସିଏସ୍‌ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନବରଙ୍ଗପୁର ଜିଲା ଓ…

୫ମ ସ୍ଥାନରେ ମାଲକାନଗିରିର ଦେବବ୍ରତ

ମାଲକାନଗିରି, ୮।୧୦ (ଡି.ଏନ.ଏ.): ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାରେ ମାଲକାନଗିରିର ଦେବବ୍ରତ ମହାରଣା ପଞ୍ଚମ ସ୍ଥାନ ଅଧିକାର କରି ଜିଲାପାଇଁ ଗୌରବ ଆଣିଛନ୍ତି। ସେ ସଦର ମହକୁମା…

ଦୁଇ ଦୁଇ ଥର ଓସିଏସ୍‌ରେ କୃତକାର୍ଯ୍ୟ, ବିନା କୋଚିଂରେ ସଫଳତା

ପାଟଣା,୮।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ସାହାରପଡା ବ୍ଲକ ଖୁଣ୍ଟାପଡ଼ା ପଞ୍ଚାୟତ ପିପିଳିଆ ଗ୍ରାମର ୩୯ ବର୍ଷୀୟ ଗିରିଜାନନ୍ଦନ ହିନ୍ଦୟାର ଦ୍ୱିତୀୟ ଥର ପାଇଁ ଓସିଏସ୍‌ ପରୀକ୍ଷାରେ କୃତକାର୍ଯ୍ୟ ହୋଇଛନ୍ତି।…

୧୦ କି.ମି. ଭାରରେ ବୁହାହେଲେ ରୋଗୀ

ମାଥିଲି,୮ା୧୦(ଡି.ଏନ୍‌.ଏ.): ରାଜ୍ୟ ସରକାର ସବୁ ଗ୍ରାମକୁ ପକ୍କା ରାସ୍ତା ଯୋଗାଇ ଦେଉଥିବା କହୁଛନ୍ତି। ମାତ୍ର ଦୁର୍ଗମ ଅଞ୍ଚଳରେ ଏପରି ଗ୍ରାମ ରହିଛି, ସେଠାକୁ ଏଯାଏ ପକ୍କା ରାସ୍ତାଟିଏ…

ଜଣା ଗାଡ଼ି ଧକ୍କାରେ ୭ ଗୋରୁଙ୍କ ମୃତ୍ୟୁ

ଢେଙ୍କାନାଳ ଅଫିସ, ୮।୧୦: ଢେଙ୍କାନାଳ ଜିଲା କଣ୍ଟା ବଣିଆ ଥାନା ଅଞ୍ଚଳର ୫୫ ଜାତୀୟ ରାଜପଥରେ ଶନିବାର ଭୋର ସମୟରେ ଦୁର୍ଘଟଣା ଘଟିଛି। ଅଜଣା ଗାଡ଼ି ଧକ୍କାରେ…