ପୋଲିସ ଗାଡିକୁ ପିଟିଲା ଟ୍ରକ୍‌: ୩ ଗୁରୁତର

ବାରିପଦା ଅଫିସ,୮।୧୦: ମୟୂରଭଞ୍ଜ ଜିଲା ବାରିପଦା ସହର ଉପକଣ୍ଠ ୧୮ନଂ ଜାତୀୟ ରାଜପଥ ପାଲବଣୀ ମଞ୍ଚାବନ୍ଧା ମଧ୍ୟରେ ଶନିବାର ସକାଳେ ଦୁର୍ଘଟଣା ଘଟିଛି। ଏକ ପୋଲିସଗାଡି ସହ…

ପଲିଥିନ ତଳେ ଜୀବନ

ଦଶମନ୍ତପୁର,୮ା୧୦ (ଡି.ଏନ.ଏ.): ମୁଣ୍ଡ ଗୁଞ୍ଜିବାକୁ ପକ୍କାଘର ଖଣ୍ଡିଏ ନାହିଁ । ଭଙ୍ଗା ଦଦରା ପଲିଥିନଟଣା ଛପରଘରେ ମୁଣ୍ଡ ଗୁଞ୍ଜିଛନ୍ତି ୨ ପ୍ରାଣୀ। ଘର ଭିତରୁ ଚାହିଁଲେ ଦିନରେ…

କ୍ରିମିଆରେ ବଡ଼ ଧରଣର ବିସ୍ଫୋରଣ

ମସ୍କୋ,୮।୧୦: ରୁଷିଆ ଓ ୟୁକ୍ରେନ୍‌ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଯୁଦ୍ଧ ସମୟରେ ରୁଷିଆ କିଭ୍‌ର ଅନେକ ଅଞ୍ଚଳକୁ ଜବରଦଖଲ କରିନେଇଛନ୍ତି। ଇତିମଧ୍ୟରେ ରୁଷିଆ ଜବରଦଖଲ କରିଥିବା…

ମହିଳାଙ୍କୁ ସ୍ବାବଲମ୍ବୀ କରୁଛି ଟସର

ମାଲକାନଗିରି,୮।୧୦(ଡି.ଏନ.ଏ.): ମହିଳାଙ୍କୁ କିପରି ଅଧିକ ସ୍ବାବଲମ୍ବୀ କରାଯିବ ଏବଂ ସେମାନେ ଆତ୍ମନିର୍ଭରଶୀଳ ହୋଇପାରିବେ ସେହି ଲକ୍ଷ୍ୟ ନେଇ ଓଡ଼ିଶା ଜୀବିକା ମିଶନ ଏବଂ ମିଶନ ଶକ୍ତିର ପ୍ରଚେଷ୍ଟାରେ…

ଗାଙ୍ଗୁଲିଙ୍କ ପରେ ସଭାପତି ଦୌଡରେ ରୋଜର୍‌ ବିନି

ନୂଆଦିଲ୍ଲୀ,୮।୧୦: ଭାରତର ପୂର୍ବତନ ଅଧିନାୟକ ତଥା ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲିଙ୍କ ପରେ ରୋଜର୍‌ ବିନି ବିସିସିଆଇର ପରବର୍ତ୍ତୀ ସଭାପତି ହେବେ ବୋଲି ଚର୍ଚ୍ଚା ଜୋର ଧରିଛି।…

ଅନନ୍ୟ ପରମ୍ପରା ବଏଲ ଯାତ୍ରା

କୋଲାବିରା,୮ା୧୦ (ଡି.ଏନ.ଏ.): କୋଲାବିରାର ଅଧିଷ୍ଠାତ୍ରୀ ଦେବୀ ମା’ ଦକ୍ଷିଣକାଳୀଙ୍କ ପ୍ରସିଦ୍ଧ ବଏଲ ଯାତ୍ରା ଦଶମୀ ତିଥିରେ ସମ୍ପନ୍ନ ହୋଇଛି। କରୋନା ପାଇଁ ଦୁଇବର୍ଷ ଧରି ଯାତ୍ରା ବନ୍ଦ…

ଫୁଟ୍‌ପାଥ ଉପରେ ରହିବନି ଫୁଡ୍‌ ଷ୍ଟଲ

ଭୁବନେଶ୍ୱର,୮ା୧୦(ବ୍ୟୁରୋ): ଷ୍ଟ୍ରିଟ୍‌ ଫୁଡ୍‌ ଷ୍ଟଲ ପାଇଁ ବିଏମ୍‌ସିର ବିଜ୍ଞପ୍ତି ପ୍ରକାଶ ପାଇଛି । ରାସ୍ତା, ଫୁଟ୍‌ପାଥ, ଡ୍ରେନ୍‌ ଉପରେ ଖାଦ୍ୟ ଷ୍ଟଲ ରହିପାରିବନି। ପର୍ଯ୍ୟାପ୍ତ ପାର୍କିଂ ବ୍ୟବସ୍ଥା…

ନିଜସ୍ବ ପାର୍କିଂ ବ୍ୟବସ୍ଥା ନ କଲେ କାର୍ଯ୍ୟାନୁଷ୍ଠାନ

ସମ୍ବଲପୁର,୮ା୧୦(ବ୍ୟୁରୋ): ସମ୍ବଲପୁର-ରାଉରକେଲା ବିଜୁ ଏକ୍ସପ୍ରେସ ୱେ କଡରେ ଅନେକ ଶିଳ୍ପାନୁଷ୍ଠାନ ଗଢିଉଠିଛି। ଏହି କମ୍ପାନୀ ସମ୍ମୁଖ ରାସ୍ତା ଉପରେ ପ୍ରତିଦିନ ହଜାର ସଂଖ୍ୟାରେ ଟ୍ରକ ଛିଡା ହୋଇ…

ଆଜି ନାମାଙ୍କନର ଦ୍ୱିତୀୟ ଦିନ: ପ୍ରଚାର ମଇଦାନରେ ଦଳୀୟ କର୍ମୀ

ଭଦ୍ରକ ଅଫିସ, ୮।୧୦: ଭଦ୍ରକ ଜିଲା ଧାମନଗର ଉପନିର୍ବାଚନ ପାଇଁ ନାମାଙ୍କନର ଆଜି ଦ୍ୱିତୀୟ ଦିନ ଥିବା ବେଳେ ପ୍ରଥମ ଦିନରେ କେହି ପାର୍ଥିପତ୍ର ଦାଖଲ କରିନାହାନ୍ତି।…

ଭୋଗ ହେଉ ନ ଥିବାରୁ ଜିଲାପାଳଙ୍କୁ ଲିଖିତ ଅଭିଯୋଗ

ଦେବଗଡ଼,୮।୧୦, (ଡି ଏନ ଏ): ସାରା ବିଶ୍ୱର ଆରାଧ୍ୟ ପ୍ରତିଟି ଜନ ସାଧାରଣଙ୍କ ଭାବାବେଗ ସହ ଜଡିତ ଦେବଗଡ଼ ପୌରାଞ୍ଚଳ ଅନ୍ତର୍ଗତ ପୁରୁଣାଗଡ଼ ଠାରେ ଥିବା ଶ୍ରୀ…