ଅର୍ଚ୍ଚନା ନାଗ ମାମଲା: ଇଡିରେ ହାଜର ହେଲେ ଜମି ବ୍ୟବସାୟୀ

ଭୁବନେଶ୍ୱର,୨।୧୨(ବ୍ୟୁରୋ): ବହୁ ଚର୍ଚ୍ଚିତ ମହିଳା ବ୍ଲାକ୍‌ମେଲର୍‌ ଅର୍ଚ୍ଚନା ନାଗ ମାମଲାରେ ଜମି ବ୍ୟବସାୟୀ ପ୍ରଭାତ ରଞ୍ଜନ ପତି ଶୁକ୍ରବାର ଇଡି(ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ)ରେ ହାଜର ହୋଇଛନ୍ତି। ଅର୍ଚ୍ଚନା- ଖଗେଶ୍ୱର…

‘ନାରୀଙ୍କୁ ଅପମାନିତ କରିବା ଭାଜପା ନେତାଙ୍କ ଚରିତ୍ର ହେଲାଣି’

ଭୁବନେଶ୍ବର, ୨ା୧୨(ବ୍ୟୁରୋ): ଭାଜପା ଏମ୍‌ପି ଜୁଏଲ ଓରାମ ଜଣେ ନାରୀଙ୍କୁ ଅପମାନ କରିଛନ୍ତି । ନାରୀଙ୍କୁ ଅପମାନିତ କରିବା ଭାଜପା ନେତାଙ୍କ ଚରିତ୍ର ହୋଇଗଲାଣି ବୋଲି ବିଜେଡି…

ପଳାତକ ଆତଙ୍କବାଦୀ ହରପ୍ରୀତ ସିଂଙ୍କ ଗିରଫ

ନୂଆଦିଲ୍ଲୀ,୨।୧୨: ଜାତୀୟ ଅନୁସନ୍ଧାନ ଏଜେନ୍ସି (ଏନଆଇଏ) ପଳାତକ ଆତଙ୍କବାଦୀ ହରପ୍ରୀତ ସିଂଙ୍କୁ ଗିରଫ କରିଛି। ପାକିସ୍ତାନ ସ୍ଥିତ ଅନ୍ତର୍ଜାତୀୟ ଶିଖ ୟୁଥ ଫେଡେରେସନ (ଆଇଏସଏଫ)ର ମୁଖ୍ୟ ହରପ୍ରୀତ…

୪ଥର ବିଶ୍ୱ ଚାମ୍ପିଅନ୍‌ ଜର୍ମାନୀର ସ୍ବପ୍ନ ଧୂଳିସାତ୍‌

କାତାର,୨।୧୨: ଚାରିଥର ଚାମ୍ପିଅନ ଜର୍ମାନୀ ଫିଫା ବିଶ୍ୱକପ୍‌ ୨୦୨୨ର ଗ୍ରୁପ ଇ ମ୍ୟାଚରେ କୋଷ୍ଟାରିକା ବିପକ୍ଷରେ ୪-୨ରେ ବିଜୟ ହାସଲ କରିବା ପରେ ମଧ୍ୟ ଟୁର୍ନାମେଣ୍ଟରୁ ବାଦ୍‌…

ଚାଷୀ ପ୍ରସଙ୍ଗକୁ ନେଇ ବିରୋଧୀଙ୍କ ହଟ୍ଟଗୋଳ: ସାଢେ ୧୧ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୨।୧୨(ବ୍ୟୁରୋ): ବିଧାନସଭା ଆରମ୍ଭରୁ ଗୃହରେ ବିରୋଧୀଙ୍କ ହଟ୍ଟଗୋଳ। ପ୍ରଶ୍ନକାଳ ଚାଲିଥିବା ସମୟରେ ଚାଷୀ ପ୍ରସଙ୍ଗକୁ ନେଇ ଭାଜପା ସଦସ୍ୟ ଗୃହର ମଧ୍ୟଭାଗକୁ ଆସି ନାରାବାଜି କରିଥିଲେ। ଏଥିସହ…

ଫେଲ ମାରିଛି ୨୪ ଘଣ୍ଟିଆ ସ୍ୱାସ୍ଥ୍ୟସେବା

ଦେଓଗାଁ,୨ା୧୨(ଡି.ଏନ.ଏ): ବଲାଙ୍ଗୀର ଜିଲା ଦେଓଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ବର୍ତ୍ତମାନ ନାନା ଅବ୍ୟବସ୍ଥା ଘେରରେ ଚାଲିଛି। ଆବଶ୍ୟକ ଡାକ୍ତର, ନର୍ସ ଓ କର୍ମଚାରୀ ଅଭାବ ଯୋଗୁଁ ୨୪ଘଣ୍ଟିଆ ସ୍ବାସ୍ଥ୍ୟସେବା…

ଅଭିନେତ୍ରୀଙ୍କ ହାତରେ ଲାଗିଲା ମେହେନ୍ଦୀ

ଅଭିନେତ୍ରୀ ହଂସିକା ମୋଟୱାନି ଖୁବ୍‌ଶୀଘ୍ର ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି। ଏହାରି ମଧ୍ୟରେ ଅଭିନେତ୍ରୀଙ୍କ ବିବାହ ରୀତିନୀତି ମଧ୍ୟ ଆରମ୍ଭ ହୋଇଯାଇଛି। ନିକଟରେ ଅଭିନେତ୍ରୀ ହାନସିକା…

ଦାଦନ ଯାଉନାହାନ୍ତି ୨୦ଶ୍ରମିକ ପରିବାର

ଲାଠୋର,୨ା୧୨(ଡି.ଏନ.ଏ.): ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ କାମ କରୁଛୁ। ଏଥିରୁ ଯାହା ରୋଜଗାର ହେଉଛି ସେଥିରେ ଖୁସିରେ ପରିବାର ଚଳାଉଛୁ। ନିଜ ଭିଟାମାଟିରେ କାମ କରି ଜୀଇଁବାର ଯେଉଁ ଆନନ୍ଦ ତାହା…

ବିନା ନିମନ୍ତ୍ରଣରେ ଭୋଜି ଖାଉ ଖାଉ ଧରାପଡିଗଲେ ଏମ୍‌ବିଏ ଛାତ୍ର, ଆଉ ତା’ପରେ…

ଏବେ ବିବାହ ସିଜିନ୍‌ ଚାଲିଛି। ଏହା ସହିତ ସେହି ଲୋକମାନେ ମଧ୍ୟ ଫେରି ଆସିଛନ୍ତି, ଯେଉଁମାନେ ବିନା ନିମନ୍ତ୍ରଣରେ ବିବାହ ସମାରୋହରେ ପହଞ୍ଚି ସ୍ବାଦିଷ୍ଟ ଖାଦ୍ୟର ଉପଭୋଗ…

ଭେଟେରାନ ଚଳଚ୍ଚିତ୍ର ନିର୍ମାତାଙ୍କ ପରଲୋକ

ଦକ୍ଷିଣ ଚଳଚ୍ଚିତ୍ର ନିର୍ମାତା କେ ମୁରଲୀଧରନଙ୍କ ପରଲୋକ ଘଟିଛି। ତାମିଲନାଡୁ କୁମ୍ବାକୋନାମ ସ୍ଥିତ ବାସଭବନରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ସେ ତାମିଲ ପ୍ରଡ୍ୟୁସର ପରିଷଦର…