ସଞ୍ଜ ନଇଁଲେ ଶଙ୍କା

ଢେଙ୍କାନାଳ ଅଫିସ, ୨।୧୨(ରତନ ନାୟାର):ଜଳଭଣ୍ଡାର ନୀଳ ଜଳରାଶି, ଘଞ୍ଚ ଶାଳ ଜଙ୍ଗଲର ଶାନ୍ତ ପରିବେଶ, ବନ୍ୟଜୀବନର ଅପୂର୍ବ ସମନ୍ବୟ ‘ସାପୁଆ’। କଂକ୍ରିଟ୍‌ ଜଙ୍ଗଲଠାରୁ ଦୂରରେ ପ୍ରକୃତିରାଣୀର ଏଠାରେ…

ବିପଦ ସାଜିଛି ଜବତ ଗାଡ଼ି

ଭୁବନ, ୨।୧୨(ଡି.ଏନ୍‌.ଏ.):ଢେଙ୍କାନାଳ ଜିଲା ଭୁବନ ଥାନା ପୋଲିସ ପକ୍ଷରୁ ଜବତ କରାଯାଉଥିବା ଗାଡ଼ିଗୁଡ଼ିକ ୫୩ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଅସୁରକ୍ଷିତ ଭାବେ ରଖାଯାଉଛି। ଫଳରେ ଥାନା ସମ୍ମୁଖ…

ଅପହରଣକାରୀ ଭାବି ପୋଲିସକୁ ନିସ୍ତୁକ ମାଡ଼

ତିଗିରିଆ,୨।୧୨(ଡି. ଏନ୍‌. ଏ.):କଟକ ଜିଲା ତିଗିରିଆ ଥାନା ଅନ୍ତର୍ଗତ ନୂଆପାଟଣା ଦୁର୍ଗା ବଜାରରେ ଗୁରୁବାର ସାରେ ଦେଖିବାକୁ ମିଳିଛି ଅଭାବନୀୟ ଘଟଣା। ଏକ ନାବାଳିକା ଅପହରଣ ମାମଲାରେ…

ଦିବ୍ୟାଙ୍ଗଙ୍କୁ ସ୍ବାବଲମ୍ବୀ କରାଇବାରେ ପୁରୀ ଆଗୁଆ

ପୁରୀ ଅଫିସ, ୨ା୧୨: ପୁରୀ ଜିଲା ପ୍ରଶାସନ ପକ୍ଷରୁ ଦିବ୍ୟାଙ୍ଗଙ୍କ ପାଇଁ ବିଭିନ୍ନ ପ୍ରକାର ଯୋଜନା କାର୍ଯ୍ୟକାରୀ ହେଉଛି। ଜିଲାର ଦିବ୍ୟାଙ୍ଗମାନେ କିପରି ଆତ୍ମନିର୍ଭରଶୀଳ ହେବେ ସେଥିଲାଗି…

ପ୍ଲାଷ୍ଟିକମୁକ୍ତ ସହର ଲକ୍ଷ୍ୟ ଫେଲ୍‌

ବ୍ରହ୍ମପୁର ଅଫିସ, ୨ା୧୨:ବ୍ରହ୍ମପୁରକୁ ପ୍ଲାଷ୍ଟିକମୁକ୍ତ ସହରରେ ପରିଣତ କରିବା ପାଇଁ ପୁରୁଣା ବସ୍‌ଷ୍ଟାଣ୍ଡଠାରେ ରିଭର୍ସ ଭେଣ୍ଡିଂ ମେଶିନ ସ୍ଥାପନ କରାଯାଇଛି। ଏହି ଅଞ୍ଚଳଟି ଜନଗହଳିପୂର୍ଣ୍ଣ ଅଞ୍ଚଳ ହୋଇଥିବା…

ଦାରିଙ୍ଗବାଡ଼ିରେ ଖୋଲିଲା ଇକୋ ରିଟ୍ରିଟ୍‌

ଦାରିଙ୍ଗବାଡ଼ି,୧।୧୨(ଡି.ଏନ.ଏ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକଠାରେ ଇକୋରିଟ୍ରିଟ୍‌ ଗୁରୁବାରଠାରୁ ଖୋଲିଛି ା ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ ମାଧ୍ୟମରେ ଉଦ୍‌ଘାଟନ କରିଥିଲେ ା ରାଜ୍ୟର ଏକାଧିକ ସ୍ଥାନରେ…

ମଧ୍ୟାହ୍ନଭୋଜନ ପାଇଁ ୧ କି.ମି. ଦୂରରୁ ଆସୁଛି ପାଣି

ଆରଡ଼ି,୨।୧୨(ଡି.ଏନ.ଏ.):ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନ ପାଳସାହି ପଞ୍ଚାୟତ ଗାନ୍ଧିଘାଟ ଶାସନ ଗଁାରେ ଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟ ନଳକୂପଟି ୨୦୦୮ରୁ ଅଦରକାରୀ ହୋଇପଡ଼ିଛି। ଏଥିରୁ ଲୁଣିପାଣି…

ଉଦ୍ଧାର ଶାଗୁଣା ନନ୍ଦନକାନନ ଆସିଲା

ବାରଙ୍ଗ,୨।୧୨ (ଡି.ଏନ୍‌.ଏ.): ଯାଜପୁର ଜିଲା ମହାକାଳପଡା ଗ୍ରାମର ଏକ କୁକୁଡା ଘରୁ ଉଦ୍ଧାର ହୋଇଥିବା ଭାରତୀୟ (ଲମ୍ବାଥଣ୍ଟିଆ) ଶାଗୁଣା ଗୁରୁବାର ସାରେ ନନ୍ଦନକାନନକୁ ଆସିଛି। ଶାଗୁଣାଟିର ଲିଙ୍ଗ…

ନୂଆ କଂକ୍ରିଟ୍‌ ରାସ୍ତା ଫଟାଇ ମରାମତି

ଯାଜପୁର ଅଫିସ,୨ା୧୨:ଯାଜପୁର ଜିଲାର ଅନ୍ୟତମ ସହର ବ୍ୟାସନଗର ପୌର ପରିଷଦରେ ସର୍ବାଧିକ ଦୁର୍ନୀତିଗ୍ରସ୍ତ ଯନ୍ତ୍ରୀ ଓ କର୍ମଚାରୀଙ୍କ ରାଜୁତି ଚାଲିଥିବା ଅଭିଯୋଗ ହେଉଛି। କେବଳ ପରିମଳ ବ୍ୟବସ୍ଥା…

ସହରର କଞ୍ଜରଭାନ୍ସି ଲେନ୍‌ରୁ ହଟିବ ଜବରଦଖଲ

ଭୁବନେଶ୍ୱର,୨।୧୨(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମାଞ୍ଚଳରେ ବିଭିନ୍ନ କଞ୍ଜରଭାନ୍ସି (ସଂରକ୍ଷିତ) ଲେନରେ ଥିବା ଜବରଦଖଲ ଖୁବ୍‌ଶୀଘ୍ର ହଟିବ। ସହରର ସୁନ୍ଦର ଓ ସ୍ବାସ୍ଥ୍ୟକର କରିବା ପାଇଁ ୩ଦିନ ଧରି…