ବୋଲସୋନାରଙ୍କୁ ଲୁଲାଙ୍କ ଟକ୍କର

ରିଓ ଡି ଜେନେରିଓ, ୩ା୧୦: ଚାରି ବର୍ଷ ଧରି କଠୋର ଦକ୍ଷିଣପନ୍ଥୀଙ୍କ ଶାସନରେ ଥିବା ବ୍ରାଜିଲରେ ରବିବାର ରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟ ଗ୍ରହଣ କରାଯାଇଛି। ଏଥିରେ…

ପଦ୍ମପୁର ବିଧାୟକଙ୍କ ପରଲୋକ

ଭୁବନେଶ୍ୱର ବ୍ୟୁରୋ/ବରଗଡ଼ ଅଫିସ(୩ା୧୦): ବରଗଡ଼ ଜିଲା ପଦ୍ମପୁରର ବିଜେଡି ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ରବିବାର ବିଳମ୍ବିତ ରାତିରେ ପରଲୋକ ହୋଇଛି।ଅସୁସ୍ଥତା ଯୋଗୁ ସେ ଭୁବନେଶ୍ୱରସ୍ଥିତ…

ଦିଲ୍ଲୀରେ ୬ ବର୍ଷର ବାଳକଙ୍କୁ ବଳି

ନୂଆଦିଲ୍ଲୀ,୩।୧୦(ପି.ଟି.): ଦକ୍ଷିଣ ଦିଲ୍ଲୀର ଲୋଧି କଲୋନୀରେ ଶନିବାର ରାତିରେ ଜଣେ ୬ ବର୍ଷର ବାଳକଙ୍କୁ ବଳି ଦିଆଯାଇଛି। ଦୁଇଜଣ ଅଭିଯୁକ୍ତ ଶିଶୁଟିର ଗଳା କାଟି ହତ୍ୟା କରିଥିଲେ।…

ସୋସିଆଲ୍‌ ମିଡିଆରେ ସିବିଆଇ

ନୂଆଦିଲ୍ଲୀ,୩।୧୦(ପି.ଟି.): ଇଣ୍ଟରପୋଲ୍‌ର ୯୦ତମ ସାଧାରଣ ସଭା ଆସନ୍ତା ଅକ୍ଟୋବରରୁ ୩ ଦିନ ଧରି ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏହା ପୂର୍ବରୁ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଟୁଇଟର…

ଜବାବ ଦେବ ୟୁକ୍ରେନ୍‌

କିଭ୍‌, ୩ା୧୦: ମସ୍କୋର ରେଡ୍‌ ସ୍କୋୟାରରେ ବିଜୟ ବ୍ୟାନର ଲଗାଇଥିଲା ରୁଷିଆ। ଏଥିରେ ଲେଖାଥିଲା ଡୋନେସ୍କ, ଲୁହାନ୍‌ସ୍କ, ଜାପୋରିଝିଆ, ଖେରସୋନ୍‌, ରୁଷିଆ! ସବୁଦିନ ପାଇଁ ଏକାଠି ହେଲେ।…

ହୋସବାଲେଙ୍କ ଚିତ୍ରର ଭିନ୍ନ ରଙ୍ଗ

ନୂଆଦିଲ୍ଲୀ,୩ା୧୦: ଦେଶରେ ଦାରିଦ୍ର୍ୟ, ବେକାରି ଏବଂ ଅର୍ଥନୈତିକ ଅସମାନତା ଭଳି ଗୁରୁତ୍ୱପୂର୍ଣ୍ଣ ସାମାଜିକ ଦୁଃସ୍ଥିତିରେ ସୁଧାର ଆଣିବା ପାଇଁ ୨୦୧୪ ଲୋକ ସଭା ନିର୍ବାଚନ ସମୟରେ ପ୍ରଧାନମନ୍ତ୍ରୀ…

ମଙ୍ଗଳୟାନର ମିଶନ ଶେଷ

ବେଙ୍ଗାଲୁରୁ, ୩ା୧୦: ଭାରତର ପ୍ରଥମ ମଙ୍ଗଳମିଶନରେ ସାମିଲ ମହାକାଶଯାନ ‘ମଙ୍ଗଳୟାନ’ ଲୋହିତ ଗ୍ରହରେ ଏହାର ମିଶନ ଶେଷ କରିଛି। ମାତ୍ର ୨୦୧୩ରେ ମଙ୍ଗଳୟାନକୁ ଲାଲ ଗ୍ରହର କକ୍ଷପଥରେ…

ନୀତୀଶଙ୍କୁ ଟାର୍ଗେଟ କଲେ ପ୍ରଶାନ୍ତ କିଶୋର, କହିଲେ ୧୯୯୦ ଭଳି ରହିଛି ୨୦୨୨ର ବିହାର, ୩୦-୪୦ ବର୍ଷରେ କିଛି ବି ବଦଳି ନାହିଁ

ପାଟନା,୩ ।୧୦: ରାଜନୀତିର ଚାଣକ୍ୟ କୁହାଯାଉଥିବା ପ୍ରଶାନ୍ତ କିଶୋର ରବିବାର ୨ ଅକ୍ଟୋବର ଅର୍ଥାତ୍ ଗାନ୍ଧୀ ଜୟନ୍ତୀରେ ପଶ୍ଚିମ ଚମ୍ପାରନ ଜିଲାର ଭିତିହାରବା ସ୍ଥିତ ଗାନ୍ଧୀ ଆଶ୍ରମରୁ…

୧୦୦ ବର୍ଷ ପୁରୁଣା ୟୁ-ବୋଟ୍‌ ଠାବ

ରିଚ୍‌ମଣ୍ଡ, ୩।୧୦: ଭର୍ଜିନିଆରେ ୪୦୦ ଫୁଟ ଗଭୀର ସମୁଦ୍ରରୁ ଜର୍ମାନୀ ୟୁ ବୋଟ୍‌ ଠାବ ହୋଇଛି। ୧୦୦ ବର୍ଷ ପରେ ଗବେଷକ ଓ ଟେକ୍‌ନିକାଲ ରେକ୍‌ ଡାଇଭରଙ୍କ…

ଭେଣ୍ଟିଲେଟରରେ ମୁଲାୟମ, ଆଗାମୀ ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ, ଅଖିଳେଶଙ୍କ ସହ ଫୋନରେ କଥା ହେଲେ ମୋଦି

ନୂଆଦିଲ୍ଲୀ,୩ ।୧୦: ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂ ଯାଦବଙ୍କ ସ୍ୱାସ୍ଥ୍ୟ ବିଗିଡି ଯିବାରୁ ତାଙ୍କୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏବେ…