‘ଆମେ ଜିତିଲୁ, ଭାଜପା ବିଧାୟକଙ୍କୁ କିଣିନେଲା’

ଭୋପାଳ,୨୩।୧୧: ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ କଂଗ୍ରେସର ଭାରତ ଯୋଡୋ ଯାତ୍ରା ଆଜିକାଲି ମଧ୍ୟପ୍ରଦେଶରେ ଅଛି। ଏଠାରେ ସେ ବୁରହାନପୁରରେ ଏକ ରାଲିରେ ସମ୍ବୋଧିତ କରି ଭାଜପାକୁ ଟାର୍ଗେଟ୍‌…

୪ଥରର ଚାମ୍ପିୟନ ଜର୍ମାନୀକୁ ହରାଇଲା ଜାପାନ

ଦୋହା,୨୩।୧୧: କାତାରରେ ଅନୁଷ୍ଠିତ ଫିଫା ବିଶ୍ୱକପ୍‌ ୨୦୨୨ରେ ଆଉ ଏକ ବଡ ପରିବର୍ତ୍ତନ ଦେଖିବାକୁ ମିଳିଛି। ବୁଧବାର ଖେଳାଯାଇଥିବା ରୋମାଞ୍ଚକର ମୁକାବିଲାରେ ଜାପାନ ଚାରିଥର ବିଶ୍ୱକପ୍‌ ଟାଇଟଲ୍‌…

କିଭ୍‌ ଉପରେ ପୁଣି ଆକ୍ରମଣ କଲା ରୁଷିଆ

କିଭ୍‌,୨୩।୧୧: ରୁଷିଆ ୟୁକ୍ରେନ ଉପରେ ପୁଣି କ୍ଷେପଣାସ୍ତ୍ର ମାଡ କରିଛି। ରାଜଧାନୀ କିଭ୍‌ ଉପରେ ଏହି ଆକ୍ରମଣ ହୋଇଛି। କିଭ୍‌ ପ୍ରଶାସନ ଅନୁଯାୟୀ ବୁଧବାର ରୁଷିଆ ଆକ୍ରମଣରେ…

ବିବାହର ୬ ମାସ ପରେ ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁ

ସିମୁଳିଆ,୨୩ା୧୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସିମୁଳିଆ ଥାନା ଅଧୀନ ବାଡ଼ିଆସାହି ଅଞ୍ଚଳର ବିଷ୍ଣୁପ୍ରିୟା ଶିଅଳ(୨୨)ଙ୍କ ବିବାହର ୬ ମାସ ପରେ ମୃତ୍ୟୁ ଘଟିଛି। ପାରିବାରିକ କଳହକୁ ନେଇ ବିଷ୍ଣୁପ୍ରିୟା…

ରାଜ୍ୟରେ ନିଯୁକ୍ତ ହେବେ ୭,୫୪୦ ଶିକ୍ଷକ

ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ରାଜ୍ୟରେ ଆଉ ୭,୫୪୦ ଶିକ୍ଷକ ନିଯୁକ୍ତ ହେବେ । ନିଯୁକ୍ତି ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ଓଏସ୍‌ଏସ୍‌ସି ଓ୍ବେବସାଇଟ୍‌ରେ ଏହି ନିଯୁକ୍ତି ସଂକ୍ରାନ୍ତୀୟ ବିଜ୍ଞାପନ…

ମହୁମାଛି ଆକ୍ରମଣରେ ୧୨ ଛାତ୍ରୀଛାତ୍ର ଅସୁସ୍ଥ

ଆନନ୍ଦପୁର,୨୩ା୧୧(ସ୍ବ.ପ୍ର.): ଘସିପୁରା ବ୍ଲକ ଗଁପୁର ପଞ୍ଚାୟତ ଅଙ୍ଗାରୁଆ ନୋଡାଲ ଉପ୍ରା ବିଦ୍ୟାଳୟର ୧୨ ଛାତ୍ରୀଛାତ୍ର ବୁଧବାର ମହୁମାଛି ଆକ୍ରମଣରେ ଆହତ ହୋଇଛନ୍ତି। ବିଦ୍ୟାଳୟ ପରିସରରେ ରହିଥିବା ଏକ…

ଚାଇନାରେ କମିଲା ସୁନାର ଚାହିଦା

ବେଜିଂ,୨୩ା୧୧: ଚାଇନାରେ ଏହି ସପ୍ତାହରେ ସୁନାର ଚାହିଦା ହ୍ରାସ ପାଇଛି। କରୋନା ମହାମାରୀ ଯୋଗୁ ଲକ୍‌ଡାଉନ୍‌ ପାଇଁ ଏହି ଚାହିଦା ହ୍ରାସ ପାଇଛି। ତେବେ ଏହି ସମୟ…

ଓଡ଼ିଆ ଚଳଚ୍ଚିତ୍ର ‘ପ୍ରତୀକ୍ଷା’ର ହିନ୍ଦୀ ରିମେକ୍‌ ଘୋଷଣା କଲେ ଅନୁପମ ଖେର

ଭୁବନେଶ୍ୱର,୨୩।୧୧: ହିନ୍ଦୀରେ ରିମେକ୍‌ ହେବ ଓଡ଼ିଆ ଚଳଚ୍ଚିତ୍ର ‘ପ୍ରତୀକ୍ଷା’। ପିତା-ପୁତ୍ରଙ୍କ ସମ୍ପର୍କ ଉପରେ ପର୍ଯ୍ୟବେଶିତ ଏହି ସିନେମାର ହିନ୍ଦି ରିମେକ୍‌ର ପ୍ରଯୋଜନା କରିବେ ବଲିଉଡ୍‌ର ଭେଟେରାନ ଅଭିନେତା…

ଆନନ୍ଦପୁରକୁ ଜିଲା ଘୋଷଣା ଦାବି ଜୋର୍‌ ଧରିଲା

ଆନନ୍ଦପୁର,୨୩ା୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡକୁ ଜିଲା ଦାବିରେ ବୁଧବାର ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ୩ ଘଣ୍ଟିଆ ଗଣଧାରଣା ଦିଆଯାଇଥିଲା। ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଆନନ୍ଦପୁର…

ଜାନୁୟାରୀ ୧୩ରୁ ହକି ବିଶ୍ୱକପ୍‌: ମୁଖ୍ୟମନ୍ତ୍ରୀ କିଣିଲେ ପ୍ରଥମ ଟିକେଟ୍‌

ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ଆସନ୍ତା ବର୍ଷ ଜାନୁୟାରୀ ୧୩ରୁ ଓଡ଼ିଶାରେ ଆରମ୍ଭ ହେବ ହକି ବିଶ୍ୱକପ୍‌। ଏଥିଲାଗି ଦର୍ଶକ ଭାବେ ପ୍ରଥମ ଟିକେଟ୍‌ କିଣିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ହକି…