୨୦୧୩.୫ ହେକ୍ଟର ହେବ ଜଳସେଚିତ

ଆଠମଲ୍ଲିକ, ୩୦ା୯ (ଡି.ଏନ.ଏ.): ଆଠମଲ୍ଲିକ ବ୍ଲକ ମାନଜୋର ମଧ୍ୟମ ଜଳସେଚନ ବିଭାଗ ପକ୍ଷରୁ ଭୂତଳ ପାଇପ ଲାଇନ ଜଳସେଚନ କାର୍ଯ୍ୟର ଭୂମିପୂଜା କାର୍ଯ୍ୟକ୍ରମ ବୁଧବାର ଅନୁଷ୍ଠିତ ହୋଇଥିବା…

ହାଇଜମ୍ପ କୁଇନ୍‌ ଉଷା

ରାଜ୍ୟର ମହିଳା କ୍ରୀଡ଼ାବିତ୍‌ଙ୍କ ସଫଳତାର ଯାତ୍ରା ପ୍ରକୃତରେ ଆରମ୍ଭ ହୋଇଥିଲା ୭୦ ଦଶକରୁ ଏବଂ ଏହି ଧାରାର ଆଦ୍ୟ ସଫଳ ନାୟିକା ଥିଲେ ଉଷାରାଣୀ ମିଶ୍ର। ୭୦…

ହକି ଲୋକପ୍ରିୟତା ପଛରେ ଓଡ଼ିଶା

ଓଡ଼ିଶା ସରକାରଙ୍କ ପ୍ରୋତ୍ସାହନ ପାଇଁ ହକି ଖେଳର ଲୋକପ୍ରିୟତା ବୃଦ୍ଧି ପାଇଛି। ଗୁରୁତ୍ୱପୂର୍ଣ୍ଣ କଥା ହେଲା ଓଡ଼ିଶା ସରକାର ଉଭୟ ମହିଳା ଓ ପୁରୁଷ ହକି ଦଳର…

ଅଟକିଗଲା ଚକଦା ଏକ୍ସପ୍ରେସ୍‌

ଭାରତୀୟ ମହିଳା କ୍ରିକେଟରେ ଚକଦା ଏକ୍ସପ୍ରେସଭାବେ ପରିଚିତ ଥିଲେ ଝୁଲଣ ଗୋସ୍ବାମୀ। ଗତ ଦୁଇ ଦଶନ୍ଧି ମଧ୍ୟରେ ଅନେକ କୀର୍ତ୍ତିମାନ ସ୍ଥାପନ ପରେ ଏହି ଏକ୍ସପ୍ରେସ ଗତିରେ…

କମୁଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ,୩୦।୯: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪,୨୭୨ ନୂଆ କରୋନା…

ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ସ୍ତ୍ରୀଙ୍କ ଜୀବନ ଗଲା

ଟିକିରି,୩୦ା୯(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଶଙ୍କରଅଡ଼ା ପଞ୍ଚାୟତ ଚଣା ପୁକେଲ ଗ୍ରାମରେ ଶୁକ୍ରବାର ଏକ ଅଘଟଣ ଘଟିଛି। ଟିକିରି ଅଞ୍ଚଳର କୃଷ୍ଣ ମାଝି ସ୍ତ୍ରୀ ହାକ…

ଆଫଗାନିସ୍ତାନରେ ବିସ୍ଫୋରଣ: ୧୯ ମୃତ, ୨୭ ଆହତ

କାବୁଲ,୩୦।୯: ଆଫଗାନିସ୍ତାନରେ ପୁଣି ଥରେ ଆତ୍ମଘାତୀ ବିସ୍ଫୋରଣ ହୋଇଛି। ଏଥର ରାଜଧାନୀ କାବୁଲର ଶିଆ ଅଞ୍ଚଳକୁ ଟାର୍ଗେଟ କରାଯାଇ ଆକ୍ରମଣ କରାଯାଇଛି। ଆତ୍ମଘାତୀ ବିସ୍ଫୋରଣରେ ୧୯ ଜଣଙ୍କର…

ଜଷ୍ଟିସ ଯଶୱନ୍ତ ସିଂ ହେବେ ହାଇକୋର୍ଟର ମୁଖ୍ୟ ବିଚାରପତି

କଟକ ଅଫିସ,୩୦।୯: ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ ହେବେ ଜଷ୍ଟିସ ଯଶୱନ୍ତ ସିଂ। ସୁପ୍ରିମକୋର୍ଟ କଲେଜିୟମ ଏ ନେଇ ନିଷ୍ପତ୍ତି ନେଇଛନ୍ତି। ଜଷ୍ଟିସ ଯଶୱନ୍ତ…

କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ଲଢିବେ ନାହିଁ ଦିଗ୍‌ବିଜୟ

ନୂଆଦିଲ୍ଲୀ,୩୦।୯: କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନରେ ପ୍ରାର୍ଥୀଙ୍କୁ ନେଇ ସସ୍ପେନ୍ସ ଲାଗିରହିଛି। ଶୁକ୍ରବାର ଅଧ୍ୟକ୍ଷ ନିର୍ବାଚନ ଲଢିବାକୁ ମନା କରିଦେଇଛନ୍ତି ଦଳର ବରିଷ୍ଠ ନେତା ଦିଗ୍‌ବିଜୟ ସିଂ। ସେ…

ଦାରିଙ୍ଗବାଡ଼ିରେ ପହିଲି ଶୀତ

ଦାରିଙ୍ଗବାଡ଼ି,୩୦ା୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସମେତ ଆଖପାଖ ଅଞ୍ଚଳରେ ଘନ କୁହୁଡ଼ି ସହ ପହିଲି ଶୀତ ଅନୁଭୂତ ହୋଇଛି। ତେବେ ସକାଳୁଆ ଶୀତ ହେବା ସହ ସନ୍ଧ୍ୟା…