ଉତ୍କଳମଣିଙ୍କ ଜନ୍ମପୀଠ ବିକାଶ ପ୍ରକଳ୍ପ: ଓଏମ୍‌ସି ଆର୍ଥିକ ସହାୟତା କରିବ

ଭୁବନେଶ୍ୱର,୩୦ା୯(ବ୍ୟୁରୋ): ଆସନ୍ତା ୫ ବର୍ଷ ପାଇଁ ଉତ୍କଳମଣିଙ୍କ ଜନ୍ମପୀଠର ରକ୍ଷଣାବେକ୍ଷଣ ନିମନ୍ତେ ଓଡ଼ିଶା ଖଣି ନିଗମ (ଓଏମ୍‌ସି) ଆର୍ଥିକ ସହାୟତା ଯୋଗାଇବ। ଗୁରୁବାର ମୁଖ୍ୟ ଶାସନ ସଚିବ…

ମ୍ୟାନମାରରେ ଭୂକମ୍ପ, ରିକ୍ଟର ସ୍କେଲରେ ତୀବ୍ରତା ୬.୧

ନାଇପିଡ,୩୦ ।୯: ମ୍ୟାନମାରର ବର୍ମାରେ ଶୁକ୍ରବାର ସକାଳେ ଭୂକମ୍ପ ଅନୁଭୁତ ହୋଇଛି । ନ୍ୟାଶନାଲ ସେଣ୍ଟର ଫର ସିସ୍ମୋଲୋଜିର ସୂଚନା ଅନୁଯାୟୀ, ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା…

ଶୂନ ମାଧ୍ୟାକର୍ଷଣରେ ଫୁଟବଲ୍‌ ମ୍ୟାଚ

ଲିସ୍‌ବନ୍‌: ଜିରୋ ଗ୍ରାଭିଟି ବା ଶୂନ ମାଧ୍ୟାକର୍ଷଣରେ ଫୁଟ୍‌ବଲ ମ୍ୟାଚ୍‌। ଅନେକଙ୍କୁ ଏହି କଥା ଆଶ୍ଚର୍ଯ୍ୟ ଲାଗୁଥାଇପାରେ। ହେଲେ ନିକଟରେ ପର୍ତ୍ତୁଗିଜ୍‌ ଫୁଟବଲ୍‌ ଲିଜେଣ୍ଡ୍‌ ଲୁଇସ୍‌ ଫିଗୋଙ୍କ…

ଚାଇଁପାଳ ବିଦ୍ୟୁତ୍‌ ଡିଭିଜନକୁ ଜରିମାନା

ଅନୁଗୋଳ ଅଫିସ, ୩୦ା୯: ଅନୁଗୋଳ ଜିଲା ଖାଉଟି ବିବାଦ ବିଚାର ଆୟୋଗ ପକ୍ଷରୁ ଏକ ମାମଲାର ବିଚାର କରାଯାଇ ତାଳଚେର ଚାଇଁପାଳ ବିଦ୍ୟୁତ୍‌ ଡିଭିଜନକୁ ଜରିମାନା କରାଯାଇଛି।…

ଗହଳିରୁ ରକ୍ଷାକରିବ ଏୟାର ଟାକ୍ସି

ବେଙ୍ଗାଲୁରୁ: ରାସ୍ତାରେ ଟ୍ରାଫିକ୍‌ ଜାମ୍‌ ହେଲେ ଦୀର୍ଘ ସମୟ ଅପେକ୍ଷା କରିବା ଅଧିକାଂଶଙ୍କ ପାଇଁ କାଠିକର ପାଠ। ଅନେକେ ଭାବନ୍ତି ଯଦି ଭିଡ଼ରୁ ଉଡ଼ିକରି ଯିବାର ସୁବିଧା…

୧୩ ଲକ୍ଷ ଟଙ୍କାର ଅଷ୍ଟ୍ରେଲିଆନ୍‌ କୋଇଲା ଜବତ

ଭୁବନେଶ୍ୱର,୩୦ା୯ (ବ୍ୟୁରୋ): ଯାଜପୁର ଅଞ୍ଚଳକୁ ଚୋରା ଚାଲାଣବେଳେ ଭଦ୍ରକ ଜିଲା ଧୁଷୁରୀ ଥାନାଞ୍ଚଳରୁ ବିପୁଳ ପରିମାଣର ଅଷ୍ଟ୍ରେଲିଆନ କୋଇଲା ସହ ଟ୍ରକକୁ ଜବତ କରିଛି କ୍ରାଇମ୍‌ବ୍ରାଞ୍ଚର ସ୍ପେଶାଲ…

ଟିକେଏମ୍‌ ପକ୍ଷରୁ ମୂଲ୍ୟ ଘୋଷଣା

ନୂଆଦିଲ୍ଲୀ,୩୦।୯:ଚଳିତ ମାସ ଆରମ୍ଭରେ ଅର୍ବାନ କ୍ରୁଇଜର ହାଇରାଡରର ଶ୍ରେଷ୍ଠ ଚାରି ଶ୍ରେଣୀର ମୂଲ୍ୟ ଘୋଷଣା କରିବା ପରେ ଦେଶର ପ୍ରମୁଖ ଚାରିଚକିଆ ଯାନ ଟୟୋଟା କିର୍ଲୋସ୍କର ମୋଟର…

ପ୍ରଧାନମନ୍ତ୍ରୀଙ୍କ ଗୁଜରାଟ ଗସ୍ତର ଦ୍ୱିତୀୟ ଦିନ, ବନ୍ଦେ ଭାରତ ଏକ୍ସପ୍ରେସର କରିବେ ଶୁଭାରମ୍ଭ

ନୂଆଦିଲ୍ଲୀ,୩୦ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଗୁଜରାଟ ଗସ୍ତରେ ଅଛନ୍ତି । ଶୁକ୍ରବାର ଏହାର ଦ୍ୱିତୀୟ ଦିନ । ଗୁରୁବାର ଖୁବ୍ ବ୍ୟସ୍ତ କାର୍ଯ୍ୟକ୍ରମ…

କ୍ୟାରେଟ୍‌ଲେନ୍‌ର ନୂତନ କଲେକ୍ସନ ‘ମୋଗ୍ରା’ ଉନ୍ମୋଚିତ

ଭୁବନେଶ୍ୱର,୩୦।୯:ଦେଶର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ କ୍ୟାରେଟ୍‌ଲେନ୍‌ ପକ୍ଷରୁ ଗୁରୁବାର ବ୍ରାଣ୍ଡର ନୂଆ କଲେକ୍ସନ ‘ମୋଗ୍ରା’ର ଉନ୍ମୋଚନ କରାଯାଇଛି। ‘ମୋଗ୍ରା’କୁ ହୀରା ଏବଂ ପ୍ରଥମ ଥର ପାଇଁ ରାଇସ୍‌…

ଖସୁଛି ଶେୟାର ବଜାର କାରବାର

ନୂଆଦିଲ୍ଲୀ,୩୦।୯:କ୍ରମାଗତ ୭ମ ଦିନ ହେବ ଭାରତୀୟ ଶେୟାର ବଜାରର କାରବାର ମାନ୍ଦା ସାଙ୍ଗକୁ ଫଳାଫଳ ମଧ୍ୟ ଖରାପ ରହିଛି। ଏପରିକି ଚଳିତ ସପ୍ତାହର ୪ର୍ଥ କାର୍ଯ୍ୟଦିବସର ଫଳାଫଳ…