ନୂଆଦିଲ୍ଲୀ, ୨୮।୯ : ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ତଥା ଅନ୍ୟାନ୍ୟ କାର୍ଯ୍ୟକଳାପ ଲାଗି ମୌଳବାଦୀ ଇସଲାମିକ ସଂଗଠନ ପପୁଲାର୍ ଫ୍ରଣ୍ଟ ଅଫ ଇଣ୍ଡିଆ (ପିଏଫଆଇ)କୁ ପାଞ୍ଚ ବର୍ଷ…
ଥିରୁଭାନନ୍ତପୁରମ,୨୮।୯(କ୍ରୀଡ଼ା ପ୍ରତିନିଧି): ଭାରତୀୟ କ୍ରିକେଟର ଦୁଇ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଓ ରବି ଶାସ୍ତ୍ରୀ ମଙ୍ଗଳବାର ଏଠାରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ସ୍ପୋଟର୍ସ ଜର୍ନାଲିଷ୍ଟ ଫେଡେରେଶନ୍…
ଥିରୁଭାନନ୍ଥପୁରମ, ୨୮।୯(ପି.ଟି.): ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ବୁଧବାରଠାରୁ ୩ ମ୍ୟାଚ ବିଶିଷ୍ଟ ଅନ୍ତଜର୍ର୍ାତୀୟ ଟି୨୦ କ୍ରିକେଟ ସିରିଜ ଆରମ୍ଭ ହେବ। ଆଗକୁ ଟି୨୦ ବିଶ୍ୱକପ…
ନୂଆଦିଲ୍ଲୀ, ୨୮।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ…
ଭୁବନେଶ୍ୱର, ୨୮।୯(କ୍ରୀଡ଼ା ପ୍ରତିନିଧି): ଗୁଜରାଟର ଅହମଦାବାଦରେ ହେବାକୁଥିବା ଜାତୀୟ କ୍ରୀଡ଼ାର ସଫ୍ଟଟେନିସ ଇଭେଣ୍ଟ ପାଇଁ ଓଡ଼ିଶାରୁ ୪ ଅଫିସିଆଲ ମନୋନୀତ ହୋଇଛନ୍ତି। ମହମ୍ମଦ ଆଜାମ ରେଫରି ଏବଂ…
ଭୁବନେଶ୍ୱର,୨୮।୯(ବ୍ୟୁରୋ): ଅକ୍ଟୋବର ୧ ତାରିଖ ବେଳକୁ ଉତ୍ତର-ପୂର୍ବ ତତସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ୧ ଅକ୍ଟୋବର ପରଠାରୁ…
ଭୁବନେଶ୍ୱର, ୨୮।୯(କ୍ରୀଡ଼ା ପ୍ରତିନିଧି): ଗୁଜରାଟରେ ହେବାକୁଥିବା ଜାତୀୟ କ୍ରୀଡ଼ା ପାଇଁ ଅଲିମ୍ପିଆନ ଅନୁରାଧା ବିଶ୍ୱାଳଙ୍କୁ ଓଡ଼ିଶା ଆଥ୍ଲେଟିକ୍ସ ଦଳର କୋଚ୍ ମନୋନୀତ କରାଯାଇଛି। ଯେଉଁ କ୍ରୀଡ଼ାରେ ଏକାଧିକ…
ପାଟନା, ୨୮।୯ : ବିହାରରେ ଯେତେବେଳେ ନୀତୀଶ କୁମାର ଭାଜପା ଛାଡି ଆରଜେଡି ସହିତ ମେଣ୍ଟ କରିଥିଲେ ସେତେବେଳେ ସେ ଖୁବ ଶୀଘ୍ର ମୁଖ୍ୟମନ୍ତ୍ରୀ ଚେୟାରକୁ ତେଜସ୍ବୀ…
କଟକ, ୨୮।୯(ସ୍ପୋଟର୍ସ ବ୍ୟୁରୋ): ବାରବାଟୀ ଷ୍ଟାଡିୟମରେ ସୋମବାର ଅନୁଷ୍ଠିତ ଲିଜେଣ୍ଡ୍ସ ଲିଗର ନବମ ମ୍ୟାଚରେ ଭିଲୱାରା କିଙ୍ଗ୍ସ ୫୭ ରନରେ ଗୁଜରାଟ ଜାଏଣ୍ଟ୍ସକୁ ପରାସ୍ତ କରିଛି। କିଙ୍ଗ୍ସ…
ମୁମ୍ବାଇ: ବଲିଉଡ ଅଭିନେତା ରଣବୀର କପୁର ଏବଂ ଆଲିଆ ଭଟ୍ଟଙ୍କ ଅଭିନୀତ ଫିଲ୍ମ ‘ବ୍ରହ୍ମାସ୍ତ୍ର’ ସେପ୍ଟେମ୍ବର ୯ରେ ରିଲିଜ୍ ହୋଇଯାଇଛି। ଯାହା ଏବେ ବକ୍ସ ଅଫିସରେ ସୁପରହିଟ୍…