ପତଳା ହେଉଛି ଗରୁଡ଼ ସ୍ତମ୍ଭ

ପୁରୀ ଅଫିସ,୧୯।୧୧: ପୁରୀ ଶ୍ରୀମନ୍ଦିର ଗରୁଡ଼ ସ୍ତମ୍ଭ ପତଳା ହେଉଛି । ଏ ନେଇ ମନ୍ଦିର ନାଟମଣ୍ଡପସ୍ଥିତ ଗରୁଡ଼ ସ୍ତମ୍ଭକୁ ରୁପା ଚାଦରରେ ଆଚ୍ଛାଦନ କରାଯିବ। ଛତିଶା…

କାର ଧକ୍କାରେ ବୋହୂ ମୃତ: ଜେଜେ, ନାତୁଣୀ ଗୁରୁତର

ଗଞ୍ଜାମ,୧୯।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ରମ୍ଭା ଥାନା ୧୬ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱ ଏକ ଢାବା ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦ୍ରୁତ…

ଅରୁଣାଚଳ ପ୍ରଦେଶରେ ପ୍ରଥମ ଗ୍ରୀନଫିଲ୍ଡ ଏୟାରପୋର୍ଟର ଉଦଘାଟନ କଲେ ମୋଦି

ଇଟାନଗର,୧୯ ।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଅରୁଣାଚଳ ପ୍ରଦେଶକୁ ଏକ ବଡ ଉପହାର ଦେଇଛନ୍ତି । ସେଠାରେ ସେ ପ୍ରଥମ ଗ୍ରୀନଫିଲ୍ଡ ଏୟାର ପୋର୍ଟର ଉଦ୍‌ଘାଟନ…

ବାରମ୍ବାର ଅଭିଯୋଗ ପରେ ତତ୍ପରତା ଦେଖାଇଲା ପ୍ରଶାସନ

ଗଞ୍ଜାମ,୧୯।୧୧(ଡି.ଏନ୍‌.ଏ.): ବାଲି ଚୋରାଚାଲାଣ ହେଉଥିବା ନେଇ ବାରମ୍ବାର ଅଭିଯୋଗ ପରେ ତହସିଲ ଓ ପୋଲିସ ପ୍ରଶାସନ ପକ୍ଷରୁ ତତ୍ପରତା ଦେଖାଦେଇଛି। ଶୁକ୍ରବାର ଗଞ୍ଜାମ ଥାନା ପୋଲିସ ଚଢ଼ାଉ…

ଇଷ୍ଟବେଙ୍ଗଲକୁ ହରାଇଲା ଓଡ଼ିଶା ଏଫ୍‌ସି

କୋଲକାତା, ୧୯।୧୧: ସ୍ଥାନୀୟ ବିବେକାନନ୍ଦ ଯୁବଭାରତୀ କ୍ରୀଡ଼ାଙ୍ଗନରେ ଶୁକ୍ରବାର ଅନୁଷ୍ଠିତ ଇଣ୍ଡିଆନ ସୁପରଲିଗ୍‌ (ଆଇଏସ୍‌ଏଲ୍‌) ମ୍ୟାଚରେ ଓଡ଼ିଶା ଏଫ୍‌ସି ୪-୨ ଗୋଲରେ ଇଷ୍ଟବେଙ୍ଗଲକୁ ପରାସ୍ତ କରିଛି। ଭୁବନେଶ୍ୱର…

ନାଟକ ମାଧ୍ୟମରେ ସମାଜ ସଂସ୍କାର ମହତ କାର୍ଯ୍ୟ: ନରସିଂହ

ବଲାଙ୍ଗୀର ଅଫିସ,୧୯।୧୧: ବଲାଙ୍ଗୀରର ଅଗ୍ରଣୀ ଲୋକନୃତ୍ୟ ଓ ନାଟ୍ୟାନୁଷ୍ଠାନ ନଟରାଜ କଳା ପରିଷଦର ରଜତ ଜୟନ୍ତ୍ରୀ ଉତ୍ସବ ସ୍ଥାନୀୟ କୋଶଳ କଳାମଣ୍ଡଳ ପଡିଆ ପୁରୁଣା ମଞ୍ଚରେ ଶୁକ୍ରବାର…

୮ ଜିଲା ଦାୟିତ୍ୱରେ ସୋରଡ଼ା ବିଧାୟକ

ସୋରଡ଼ା,୧୯।୧୧: ରାଜ୍ୟ ବିଧାନସଭା ବିଭାଗୀୟ ଷ୍ଟାଣ୍ଡିଂ କମିଟିର ନିଷ୍ପତ୍ତିକ୍ରମେ ୪ଟି ସବ୍‌କମିଟି ଗଠନ କରାଯାଇଛି। ଉକ୍ତ କମିଟିକୁ ବିଭିନ୍ନ ଜିଲାର ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିବାକୁ ଦାୟିତ୍ୱ…

ରାଜ୍ୟସ୍ତରୀୟ ଦୃଷ୍ଟିବାଧିତ କ୍ରିକେଟ ଆରମ୍ଭ

ଭୁବନେଶ୍ୱର, ୧୯।୧୧(କ୍ରୀଡ଼ା ପ୍ରତିନିଧି): ଭୁବନେଶ୍ୱର ଟାଉନ୍‌ କ୍ଲବ ପଡ଼ିଆରେ ଓଡ଼ିଶା ଦୃଷ୍ଟିବାଧିତ କ୍ରିକେଟ ସଂଘ (କାଭି) ଓଡ଼ିଶା ଆନୁକୂଲ୍ୟରେ ରାଜ୍ୟସ୍ତରୀୟ ପୁରୁଷ ଦୃଷ୍ଟିବାଧିତ କ୍ରିକେଟ୍‌ ଟୁର୍ନାମେଣ୍ଟ୍‌ ଶୁକ୍ରବାର…

ପୁଣି ତେଜିଲା ଟିଟିଲାଗଡ଼କୁ ଜିଲା ମାନ୍ୟତା ଦାବି

ଟିଟିଲାଗଡ,୧୯।୧୧(ଡି.ଏନ.ଏ.): ଟିଟିଲାଗଡକୁ ଜିଲା ଦାବି ତେଜିବାରେ ଲାଗିଥିବା ବେଳେ ଉଭୟ କଂଗ୍ରେସ ଓ ଭାଜପା ଏହି ଦାବିକୁ ସମର୍ଥନ ଜଣାଇଛି। ଶୁକ୍ରବାର ଟିଟିଲାଗଡ ଏକ ଲଜ ସମ୍ମିଳନୀ କକ୍ଷରେ…

କଳିଙ୍ଗରେ ଖେଲୋ ଇଣ୍ଡିଆ ଜୁନିୟର ମହିଳା ସନ୍ତରଣ

ଭୁବନେଶ୍ୱର, ୧୯।୧୧(କ୍ରୀଡ଼ା ପ୍ରତିନିଧି): କଳିଙ୍ଗ ଷ୍ଟାଡିୟମସ୍ଥିତ ବିଜୁ ପଟ୍ଟନାୟକ ସୁଇମିଂ ପୁଲ୍‌ରେ ଶନିବାରଠାରୁ ଖେଲୋ ଇଣ୍ଡିଆ ଜୁନିୟର ମହିଳା ସନ୍ତରଣ ସିରିଜ ରାଉଣ୍ଡ-୨ ଆରମ୍ଭ ହେବ। ଏଥିରେ…