ପୁଣି ବିଫଳ ହେଲା ବ୍ଲାଷ୍ଟିଂ

ଢେଙ୍କାନାଳ ଅଫିସ,୧୮।୧୧: ଫେଲ୍‌ ମାରିଛି ରାଜସ୍ଥାନର ଏକ୍ସିକ୍ୟୁଡ୍‌ ଏକ୍ସପ୍ଲୋସିଭ ପ୍ରାଇଭେଟ୍‌ ଲିମିଟେଡ୍‌ର ସମସ୍ତ ଉଦ୍ୟମ। ଅତ୍ୟାଧୁନିକ ଜ୍ଞାନକୌଶଳ ପ୍ରୟୋଗ ଏବଂ ୭୫୦ କେ.ଜି. ବିସ୍ଫୋରକ ବ୍ୟବହାର ସତ୍ତ୍ୱେ…

ବର ଶସ୍ତା ଲେହେଙ୍ଗା ପଠାଇବାରୁ ବିବାହ ପାଇଁ ମନା କରିଦେଲା କନ୍ୟା

ଅନେକ କାରଣ ଯୋଗୁ ବାହାଘର ଭାଙ୍ଗିଯାଏ। ଆପଣ କେବେ ଶୁଣିଥିଲେ କି ଏକ ଲେହେଙ୍ଗା ପାଇଁ ବାହାଘର ଭାଙ୍ଗିଯାଇଛି। ଉତ୍ତରାଖଣ୍ଡର ହାଲଡୱାନିଙ୍କ ଏହି ଘଟଣା ଆପଣଙ୍କୁ ନିଶ୍ଚିତ…

ଆବଶ୍ୟକ ବେଳେ ଅଭାବ

ଆଠମଲ୍ଲିକ, ୧୮ା୧୧ (ଡି.ଏନ.ଏ.): ମହାନଦୀ ଉପରେ ଧଳପୁର ସେତୁ ନିର୍ମାଣ ପରେ ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରରେ ବଢ଼ୁଛି ରୋଗୀସଂଖ୍ୟା। ପାଖ ହେଉଥିବାରୁ ପଡ଼ୋଶୀ ବୌଦ୍ଧ…

ନାଁ ନ ନେଇ ପାକିସ୍ତାନ ଉପରେ ବର୍ଷିଲେ ମୋଦି

ନୂଆଦିଲ୍ଲୀ,୧୮।୧୧: ଆତଙ୍କବାଦ ପାଣ୍ଠି ଯୋଗାଡ ରୋକିବା ପାଇଁ ଦିଲ୍ଲୀରେ ଦୁଇ ଦିନିଆ ଅନ୍ତର୍ଜାତୀୟ ମନ୍ତ୍ରୀସ୍ତରୀୟ ସମ୍ମିଳନୀ ଆୟୋଜନ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଏହି ସମ୍ମିଳନୀକୁ…

ତିନି ସମବାୟ ସଂସ୍ଥା ଉପସଭାପତି ହେବେ ମହିଳା

ବ୍ରହ୍ମପୁର ଅଫିସ,୧୮ା୧୧: ବ୍ରହ୍ମପୁରର ୩ ସମବାୟ ସଂସ୍ଥା ବିସିସି ବ୍ୟାଙ୍କ, ଗଞ୍ଜାମ ଜିଲା ସମବାୟ ସଂଘ ଓ ଆଞ୍ଚଳିକ ବାଣିଜ୍ୟ ସମବାୟ ସମିତି (ବିଆରଏମ୍‌ସିଏସ୍‌)ସଭାପତି ନିର୍ବାଚନ ସରିଛି।…

ଆବର୍ଜନାରେ ପୋତି ହୋଇଛି ରାୟଗୁରୁ ମଠ ବନ୍ଧ

ବ୍ରହ୍ମପୁର ଅଫିସ,୧୮।୧୧: ବ୍ରହ୍ମପୁର ସହରରେ ଅନେକ ଜଳାଶୟ ଏବେ ଆବର୍ଜନାପୂର୍ଣ୍ଣ ହୋଇ ପାଣି ଦୂଷିତ ହୋଇଛି। ସହରରେ ପ୍ରାୟ ୪୨ଜଳାଶୟ ରହିଛି। ଏହି ଜଳାଶୟର ପାଣିକୁ ସ୍ଥାନୀୟ…

ଆର୍‌. ସନ୍ଥ ଗୋପାଳନ ରାଜ୍ୟ ଶ୍ରମ ଓ ଇଏସ୍‌ଆଇ ବିଭାଗ ସଚିବ

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ୨୦୦୧ ବ୍ୟାଚ୍‌ର ଆଇଏଏସ୍‌ ଆର୍‌.ସନ୍ଥ ଗୋପାଳନଙ୍କୁ ରାଜ୍ୟ ଶ୍ରମ ଓ ଇଏସ୍‌ଆଇ ବିଭାଗର ସଚିବ ଭାବେ ଅବସ୍ଥାପିତ କରାଯାଇଥିବା ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ…

୧୦୦ରୁ ଊର୍ଦ୍ଧ୍ୱ ଟୁଇଟର୍‌ କର୍ମଚାରୀ ଦେଲେ ସାମୂହିକ ଇସ୍ତଫା

ନ୍ୟୁୟର୍କ,୧୮।୧୧: ଟୁଇଟରରେ ଏଲନ ମସ୍କଙ୍କ ଏଣ୍ଟ୍ରି ପରେ କମ୍ପାନୀରେ ଅନେକ ପରିବର୍ତ୍ତନ ହୋଇଛି। ମସ୍କ ଟୁଇଟରକୁ ସମ୍ପୂର୍ଣ୍ଣ ବଦଳାଇବାରେ ନିୟୋଜିତ ଅଛନ୍ତି। ଏହା ସିଧାସଳଖ କର୍ମଚାରୀମାନଙ୍କୁ ପ୍ରଭାବିତ…

ସରିଲା ନାମାଙ୍କନ : ଆଜି ପ୍ରାର୍ଥିପତ୍ର ଯାଞ୍ଚ

ପଦ୍ମପୁର,୧୮।୧୧(ଡି.ଏନ.ଏ.): ଡିସେମ୍ବର ୫ରେ ପଦ୍ମପୁର ଉପନିର୍ବାଚନ। ଏହାକୁ ନେଇ ପାଇଁ ଏବେ ରାଜନୀତି ସରଗରମ ରହିଛି। ଗୁରୁବାର ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ ଥିବା ବେଳେ ଶୁକ୍ରବାର…

ପରିବା ଟ୍ରକ୍‌ ଓଲଟି ମହାରାଷ୍ଟ୍ରର ୨ ମୃତ

ଭଞ୍ଜନଗର,୧୮ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ ତାରାସିଂଙ୍ଗ ଥାନା ଅନ୍ତର୍ଗତ ଜାଡ଼ଧାର ଗ୍ରାମ ନିକଟରେ ଗୁରୁବାର ରାତିରେ ଏକ ପରିବା ବୋଝେଇ ଟ୍ରକ୍‌ ଗଛରେ ପିଟି ହୋଇଯିବାରୁ…