ଫେରିଘାଟରେ ବୁଡ଼ିଲା ଡଙ୍ଗା: ୨୩ ମୃତ, ଅନେକ ନିଖୋଜ

ଢାକା,୨୫ା୯: ରବିବାର ବାଂଲାଦେଶର ଏକ ନଦୀରେ ଡଙ୍ଗା ବୁଡ଼ିଯାଇଛି। ଏହି ଦୁର୍ଘଟଣାରେ ଅତି କମ୍‌ରେ ୨୩ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୨ରୁ ଅଧିକ ଲୋକ ନିଖୋଜ ହୋଇଯାଇଛନ୍ତି।…

କଂଗ୍ରେସ ଅଧ୍ୟକ୍ଷ ପଦ ନିର୍ବାଚନ: ସେପ୍ଟେମ୍ବର ୩୦ରେ ପ୍ରାର୍ଥିପତ୍ର ଦାଖଲ କରିବେ ଥରୁର

ନୂଆଦିଲ୍ଲୀ,୨୫ ।୯: କଂଗ୍ରେସ ଅଧ୍ୟକ୍ଷ ପଦ ନିର୍ବାଚନକୁ ନେଇ ଏବେ ସବୁଠି ଚର୍ଚ୍ଚା ଚାଲିଛି । କଂଗ୍ରେସର ବରିଷ୍ଠ ନେତା ତଥା ଏମ୍‌ପି ଶଶି ଥରୁର ନିଜ…

ଦଶହରା ଚାନ୍ଦା ଆଦାୟ, ଜୁଆଖେଳ ଉପରେ ହେବ କାର୍ଯ୍ୟାନୁଷ୍ଠାନ

ବ୍ରହ୍ମପୁର ଅଫିସ,୨୫ା୧୦: ଜିଲାରେ ସୋମବାରଠାରୁ ପାର୍ବଣ ଆରମ୍ଭ । ସେଥିପାଇଁ ବିଭିନ୍ନ ଶକ୍ତିପୀଠ, ମନ୍ଦିରରେ ପୂଜାର୍ଚ୍ଚନା ଅନୁଷ୍ଠିତ ହେବ। ଦଶହରାରେ ଶାନ୍ତି ଶୃଙ୍ଖଳାକୁ ଦୃଷ୍ଟିରେ ରଖି ଅପରାଧୀମାନଙ୍କୁ…

ଏକଜୁଟ୍‌ ହେଲେ ବିରୋଧୀ

ନୂଆଦିଲ୍ଲୀ,୨୫।୯: ପୂର୍ବତନ ଉପପ୍ରଧାନମନ୍ତ୍ରୀ ସ୍ବର୍ଗତଃ ଚୌଧରୀ ଦେବୀ ଲାଲଙ୍କ ୧୦୯ତମ ଜନ୍ମ ବାର୍ଷିକୀରେ ଭାରତୀୟ ଜାତୀୟ ଲୋକ ଦଳ ରବିବାର ଫତେହାବାଦରେ ଏକ ସମ୍ମାନ ଦିବସ ରାଲିର…

ରୁଷିଆରୁ ଗହମ କିଣିବା ପାଇଁ ପାକିସ୍ତାନ ଆଗ୍ରହୀ

ଇସଲାମାବାଦ,୨୫ା୯: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ୍‌ ରୁଷିଆରୁ ଗହମ କିଣିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ସେ କହିଛନ୍ତି, ପାକିସ୍ତାନ ରୁଷିଆରୁ ଗହମ କିଣି ପାରିବ। ଦେଶରେ ବନ୍ୟା…

ଭାରତ-ପାକିସ୍ତାନ ବିବାଦ ସମାଧାନର କୌଣସି ସମ୍ଭାବନା ନାହିଁ

ଇସଲାମା ବାଦ,୨୫ା୯: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଥିବା ବିବାଦର ସମାଧାନ ନେଇ କୌଣସି ସମ୍ଭାବନା ନାହିଁ। ଏକ ରିପୋର୍ଟ ଅନୁଯାୟୀ, ପାକିସ୍ତାନୀ ସେନାରେ ଆଗାମୀ କମାଣ୍ଡ…

ଭୁବନେଶ୍ୱରରେ ପହଞ୍ଚିଲେ ଲିଜେଣ୍ଟସ କ୍ରିକେଟର୍‌: ଦେଖିବାକୁ ଲୋକଙ୍କ ଭିଡ଼

ଭୁବନେଶ୍ୱର,୨୫।୯: ବାରବାଟୀରେ ଖେଳାଯିବାକୁ ଥିବା ଲିଜେଣ୍ଡ ଲିଗ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଆସନ୍ତା ୨୬ ହେବାକୁ ଥିବା ମ୍ୟାଚ୍‌ ପାଇଁ ଭୁବନେଶ୍ୱରରେ ପହଞ୍ଚିଛନ୍ତି ଦୁଇ…

ରାଶିଫଳ: ସୋମବାର, ସେପ୍ଟେମ୍ବର ୨୬ ତାରିଖ – Daily Horoscope

ମେଷ ଆଜି ଧନ ସ୍ଥାନରେ ମଙ୍ଗଳ ଗ୍ରହ ଅବସ୍ଥାନ କରି ଅର୍ଥ ସମ୍ପର୍କିତ ସମସ୍ୟାକୁ ସୁଧାରି ନେବାରେ ଚେଷ୍ଟା କରିବେ। ଅବଶ୍ୟ ଏଥିପାଇଁ ଧାରକରଜ କରାଇଦେବାକୁ ବନ୍ଧୁଙ୍କୁ…

ନ୍ୟାୟ ନ ପାଇ ନବୀନ ନିବାସ ସମ୍ମୁଖ ଗଛରେ ଚଢ଼ିଗଲେ ମହିଳା

ଭୁବନେଶ୍ୱର,୨୫ା୯(ବ୍ୟୁରୋ): ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିବାସ ନିକଟରେ ଥିବା ଏକ ଗଛରେ ଜଣେ ମହିଳା ଚଢ଼ିଯାଇଥିଲେ। ସେଠାରେ ଉପସ୍ଥିତ ଥିବା କମିଶନରେଟ ପୋଲିସ ଓ ଅଗ୍ନିଶମ…

କିଏ ହେବେ ରାଜସ୍ଥାନର ଆଗାମୀ ମୁଖ୍ୟମନ୍ତ୍ରୀ, ଗେହଲଟ୍‌ କଲେ ଖୁଲାସା

ନୂଆଦିଲ୍ଲୀ,୨୫।୯: ଆଜିଠାରୁ କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ନାମାଙ୍କନପତ୍ର ଆରମ୍ଭ ହୋଇଛି। ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ ଅଧ୍ୟକ୍ଷ ପଦ ପାଇଁ ପ୍ରମୁଖ ଦାବିଦାର। ଏପରି ପରିସ୍ଥିତିରେ…