ଟସ୍‌ ଜିତି ଅଷ୍ଟ୍ରେଲିଆକୁ ବ୍ୟାଟିଂ ନିମନ୍ତ୍ରଣ: ୨ ପରିବର୍ତ୍ତନ ସହ ଓହ୍ଲାଇଛି ଟିମ୍‌ ଇଣ୍ଡିଆ

ନାଗପୁର,୨୩।୯: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଶୁକ୍ରବାର ତିନି ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜର ଦ୍ୱିତୀୟ ମୁକାବିଲା ଏଠାରେ ଖେଳାଯାଉଛି। ଭାରତୀୟ ଅଧିନାୟକ ରୋହିତ ଶର୍ମା ଏହି…

ଜାଣନ୍ତୁ ଆମିରଙ୍କ ଭାବିଜ୍ୱାଇଁ ନୁପୁର କିଏ?ଆୟରାଙ୍କୁ ବିବାହ କରିବାକୁ କରିଛନ୍ତି ପ୍ରପୋଜ…

ବମ୍ବେ: ଦୀର୍ଘଦିନର ପ୍ରେମ ସମ୍ପର୍କ ପରେ ବିବାହ କରିବାକୁ ସହମତି ପ୍ରକାଶ କରିଛନ୍ତି ବଲିଉଡ ସୁପରଷ୍ଟାର ଆମିର ଖାଁଙ୍କ ଝିଅ ଆୟରା। ଖୁବ୍‌ଶୀଘ୍ର ନୁପୁର ଶିଖରଙ୍କର ସହ…

ଓଡ଼ିଶା: ଆଜିର ଫଟୋ (ସେପ୍ଟେମ୍ବର ୨୩, ୨୦୨୨)

ଭୁବନେଶ୍ୱର ରବୀନ୍ଦ୍ରମଣ୍ଡପରେ ନୂଆଖାଇ ପରିବାର ପକ୍ଷରୁ ନୂଆଖାଇ ଭେଟଘାଟରେ ପରିବେଷିତ ସାଂସ୍କୃତିକ କାର୍ଯ୍ୟକ୍ରମ   କଟକ ସ୍ଥିତ ମା’ ବାସନ୍ତୀ ଦୁର୍ଗାଙ୍କ କମଳା ବେଶ   କଟକ…

ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଦୁର୍ବ୍ୟବହାର

ପଦ୍ମପୁର,୨୩।୯(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ସୁଗୋ ପଞ୍ଚାୟତର ଗୋଷ୍ଠୀକେନ୍ଦ୍ରର ଚାବି ପକାଇବା ଘଟଣାକୁ ନେଇ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଦୁର୍ବ୍ୟବହାର କରାଯାଇଛି। ଏନେଇ ପଞ୍ଚାୟତ…

ଦବଙ୍ଗ ଦିଲ୍ଲୀ-ୟୁ ମୁମ୍ବା ଉଦ୍‌ଘାଟନୀ ମୁକାବିଲା

ନୂଆଦିଲ୍ଲୀ,୨୩ା୯: ପ୍ରୋ-କବାଡ଼ି ଲିଗ୍‌ ସିଜନ-୯ ଆସନ୍ତା ଅକ୍ଟୋବର ୭ରୁ ଆରମ୍ଭ ହେବ। ପ୍ରତିଯୋଗିତାର ଉଦ୍‌ଘାଟନୀ ମ୍ୟାଚ ବେଙ୍ଗାଲୁରୁରେ ଦବଙ୍ଗ ଦିଲ୍ଲୀ କେସି ଓ ୟୁ ମୁମ୍ବା ମଧ୍ୟରେ…

କାର୍ଯ୍ୟାଳୟରେ ପଶି ଆକ୍ରମଣ: ୭ ବିଦ୍ୟୁତ୍‌ କର୍ମଚାରୀ ଗୁରୁତର

ବାରିପଦା ଅଫିସ,୨୩।୯: ମୟୂରଭଞ୍ଜ ଜିଲା ବାରିପଦା ଟାଉନ ଥାନା ଅଧୀନ ଛାଞ୍ଚ ବିଦ୍ୟୁତ୍‌ ସେକ୍ସନ କାର୍ଯ୍ୟାଳୟରେ ବୁଧବାର ୪୦ରୁ ଊର୍ଦ୍ଧ୍ୱ ଦୁର୍ବୃତ୍ତ ପଶି କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ…

ଘରେ କରେଣ୍ଟ ନ ଥିଲା ଚଢ଼ିଗଲେ ବିଦ୍ୟୁତ୍‌ ଖୁଣ୍ଟରେ…

ଉଦଳା,୨୩ା୯(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଉଦଳା ଥାନା ରାଇକାଳି ଗ୍ରାମର ଜଣେ ଯୁବକ ବିଦ୍ୟୁତ୍‌ ଖୁଣ୍ଟରେ ଚଢ଼ି ମରାମତି କରୁଥିବା ବେଳେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ପ୍ରାଣ…

କଟକ ଭର୍‌ତିଆ ଟାୱାରେ ଲାଗିଲା ନିଆଁ

କଟକ ଅଫିସ, ୨୩।୯: କଟକ ବାଦାମବାଡ଼ିରେ ଥିବା ଭର୍‌ତିଆ ଟାୱାରେ ଶୁକ୍ରବାର ସନ୍ଧ୍ୟାରେ ଅଗ୍ନିକାଣ୍ଡ ଘଟିଛି । ଟାୱାରର ପଞ୍ଚମ ମହଲା ଉପରେ ଥିବା ଏକ ଘରେ…

ସରକାରୀ ଜମିରୁ ଗଛକଟାକୁ ନେଇ ଉତ୍ତେଜନା

ବାହାନଗା, ୨୩ା୯(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଉଡୁଶାଳ ପଞ୍ଚାୟତ ଥାଲସଡା ଗ୍ରାମରେ ଥିବା ଏକ ସରକାରୀ ଜମିରେ ଗ୍ରାମବାସୀ ଲଗାଇଥିବା ଗଛକୁ ବେଆଇନ ଭାବେ କଟାଯାଇଥିବାରୁ…

ସୁନା-ରୂପା କିଣିବା ହେବ ଅଧିକ ମହଙ୍ଗା; ବଢ଼ିଲା ହଲମାର୍କିଂ ଚାର୍ଜ

ନୂଆଦିଲ୍ଲୀ,୨୩।୯: ସୁନା ଓ ରୂପା ହଲ୍‌ମାର୍କିଂ ଉପରେ ଫି’ ବୃଦ୍ଧି କରିଛନ୍ତି କେନ୍ଦ୍ର ସରକାର। ବ୍ୟୁରେ ଅଫ୍‌ ଇଣ୍ଡିଆନ ଷ୍ଟାଣ୍ଡାର୍ଡ(ବିଏସ୍‌)ର ବିଜ୍ଞପ୍ତି ଅନୁଯାୟୀ ସୁନା ଅଳଙ୍କାର ଲାଗି…