ନିର୍ଦ୍ଦେଶନା ଭାର ସମ୍ଭାଳିବେ ରଣଦୀପ

ମୁମ୍ବାଇ: ସ୍ବାଧୀନତା ସଂଗ୍ରାମୀ ବିନାୟକ ଦାମୋଦର ସବରକରଙ୍କ ଉପରେ ନିର୍ମାଣ ହେବାକୁ ଥିବା ଫିଲ୍ମ ‘ ସ୍ବତନ୍ତ୍ର ବୀର ସବରକର’ର ନିର୍ଦ୍ଦେଶନା ଦେବେ ରଣଦୀପ ହୁଡ୍ଡା। ଏହାସହ…

ଜେଲର ୧୦କଏଦୀ ଏଚ୍‌ଆଇଭି ପଜିଟିଭ୍‌

ଲକ୍ଷ୍ନୌ,୨୨।୯: ଉତ୍ତରପ୍ରଦେଶର ଆଜମଗଡ଼ ଜିଲାରେ ନିର୍ମାଣ ହୋଇଥିବା ହାଇଟେକ୍‌ ଜେଲରେ କୋର୍ଟଙ୍କ ନିର୍ଦ୍ଦେଶରେ କଏଦୀମାନଙ୍କର ଏଚ୍‌ଆଇଭି ପରୀକ୍ଷା କରାଯାଇଛି। ଜେଲରେ କେତେଜଣ କଏଦୀ ଏଚ୍‌ଆଇଭି ସଂକ୍ରମିତ ଅଛନ୍ତି…

ହାତୀଙ୍କୁ ଜଗିବେ ଗଜସାଥୀ

ବେତନଟୀ, ୨୧।୯ (ସ୍ବ.ପ୍ର.): ହାତୀପ୍ରବଣ ଅଞ୍ଚଳରେ କାମ କରିବେ ଗଜସାଥୀ। ଏଥିପାଇଁ ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ କାର୍ଯ୍ୟାଳୟରେ ଗଜସାଥୀମାନଙ୍କୁ ବୁଧବାର ତାଲିମ ପ୍ରଦାନ କରାଯାଇଛି। ରେଞ୍ଜର…

ସରିଲା ରାଜ୍ୟ କ୍ୟାବିନେଟ୍‌ ବୈଠକ: ୩୩ ପ୍ରସ୍ତାବକୁ ମୋହର

ଭୁବନେଶ୍ୱର,୨୨।୯(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ ଗୁରୁବାର ଶେଷ ହୋଇଛି । ବୈଠକରେ ମୋଟ୍‌ ୩୩ଟି ପ୍ରସ୍ତାବ ଉପରେ…

କୁଡୁତୁଲି ସରପଞ୍ଚଙ୍କୁ ଆକ୍ରମଣ, ୨ ଭାଇ ଗିରଫ

କ.ନୂଆଗାଁ ୨୨ା୯(ଡି.ଏନ୍‌.ଏ.): କ.ନୂଆଗାଁ ବ୍ଲକ ଅନ୍ତର୍ଗତ କୁଡୁତୁଲି ସରପଞ୍ଚ ଶ୍ରୀ ଚୈତନ୍ୟ ମଲ୍ଲିକଙ୍କୁ ଆକ୍ରମଣ ଅଭିଯୋଗରେ ସ୍ଥାନୀୟ ଥାନା ପୋଲିସ ୨ଜଣଙ୍କୁ ଗୁରୁବାର କୋର୍ଟ ଚାଲାଣ କରିଛି।…

୩ ମାସ ତଳେ ହୋଇଥିଲା ନିର୍ମାଣ: ଭୁଶୁଡ଼ିଲା ଗାର୍ଡୱାଲ

ହିଞ୍ଜିଳିକାଟୁ,୨୨।୯(ଡି.ଏନ.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଖରିଡ଼ା ଗ୍ରାମରେ ଗ୍ରାମ୍ୟ ଉନ୍ନୟନ ବିଭାଗ ରାସ୍ତା କାର୍ଯ୍ୟ ବେଳେ ଗୁରୁବାର ଗାଁ ମଧ୍ୟରେ ଥିବା ବଡ ବନ୍ଧର ଗାର୍ଡଓ୍ବାଲ…

ଛତିଶା ନିଯୋଗ ବୈଠକ: ହବିଷ୍ୟାଳୀଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା

ପୁରୀ ଅଫିସ, ୨୨।୯: ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଗୁରୁବାର ଅନୁଷ୍ଠିତ ହୋଇଥିବା ଛତିଶା ନିଯୋଗ ବୈଠକ ଶେଷ ହୋଇଛି। ବୈଠକରେ ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା ହୋଇଥିବା ଜଣାପଡିଛି।…

ବଳାତ୍କାରୀଙ୍କୁ ୧୦ ବର୍ଷ ଜେଲ: ପୀଡ଼ିତାଙ୍କୁ ଦେବେ ଆର୍ଥିକ ସହାୟତା

ବ୍ରହ୍ମପୁର ଅଫିସ,୨୨ା୯: ବ୍ରହ୍ମପୁର ସ୍ବତନ୍ତ୍ର ଫାଷ୍ଟଟ୍ରାକ୍‌ ପୋକ୍‌ସୋ କୋର୍ଟ ଜଜ୍‌ ଗଣେଶ୍ୱର ପତି ଗୁରୁବାର ଜନୈକା ନାବାଳିକା ବଳାତ୍କାର ମାମଲାର ଶୁଣାଣି କରିଥିଲେ। ପ୍ରମାଣ ମିଳିବାରୁ ସେ…

ଓଲଟିଲା ଛେଳି ବୋଝେଇ ଟ୍ରକ୍‌, ନେଇଗଲେ ଲୋକେ…

ଭଣ୍ଡାରିପୋଖରୀ,୨୨।୯ (ଡି.ଏନ.ଏ.): ଭଣ୍ଡାରିପୋଖରୀ ଥାନା ୧୬ନଂ ଜାତୀୟ ରାଜପଥର ଯାମିନିବିନ୍ଧା ନିକଟ ଆସାମ ଅଏଲ ପେଟ୍ରୋଲ ପମ୍ପ ନିକଟରେ ଗୁରୁବାର ଏକ ଛେଳି ବୋଝେଇ ଟ୍ରକ୍‌ ଓଲଟି…

ଏଏନ୍‌ଏମ୍‌ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ୩ ବର୍ଷ ଜେଲ

ଫୁଲବାଣୀ ଅଫିସ,୨୨ା୯: କନ୍ଧମାଳ ଜିଲା କୋଟଗଡ଼ ଥାନା ଅଧୀନ ଶ୍ରୀରାମପୁର ଏଏନ୍‌ଏମ୍‌ ଅସଦାଚରଣ ମାମଲାର ବିଚାର କରି କୋଟଗଡ଼ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଅନୁରାଗ…